Home Bibles ☰ Books ନିହିମିୟା 2:12 · ଓଡ଼ିଆ ବାଇବେଲ
ନିହିମିୟା 2:12 · ଓଡ଼ିଆ ବାଇବେଲ

ଏହାପରେ ରାତ୍ର ସମୟରେ କିଛି ଲୋକଙ୍କ ସହିତ ବୁଲିବାକୁ ଗଲି। ପରମେଶ୍ବର ୟିରୁଶାଲମ ପାଇଁ ଯାହା କରିବାକୁ ମାେତେ ପ୍ ରରଣୋ ଦଇେଥିଲେ କରିବାକୁ, ତାହା ମୁଁ କାହାରିଠା ରେ ପ୍ରକାଶ କଲି ନାହିଁ। ମୁଁ ଯେଉଁ ଘୋଡା ରେ ଚଢିଥିଲି ସହେି ଘୋଡାକୁ ଛାଡି ଦେଲେ ମାେ ନିକଟରେ ଆଉ ଘୋଡା ନ ଥିଲା।

Cross references

ଆଦି ପୁସ୍ତକ 32:22

ସହେି ରାତ୍ରି ରେ ଯାକୁବ ଉଠି ସହେି ସ୍ଥାନ ଛାଡ଼ିଲା। ଯାକୁବ ତା'ର ଦୁଇ ସ୍ତ୍ରୀ, ଏଗାର ଜଣ ପିଲାମାନଙ୍କୁ ଏବଂ ତା'ର ଦାସୀକୁ ନଇେ ଗଲେ। ଯାକୁବ ୟଜ୍ବୋକ ପାର କରାଇବା ପାଇଁ ସଙ୍ଗ ରେ ନେଲେ।

ଯିହୋଶୂୟ 10:9

ତେଣୁ ଯିହାଶୂେୟ ସୈନ୍ଯମାନଙ୍କ ସହିତ ଅଗ୍ରସର ହାଇେ ଅକସ୍ମାତ ସମାନଙ୍କେୁ ଗିଲ୍ଗଲରକ୍ସ୍ଟ ରାତ୍ରିସାରା ଆକ୍ରମଣ କଲେ।

ବିଚାରକର୍ତାମାନଙ୍କ ବିବରଣ 6:27

ତେଣୁ ଗିଦ୍ଦିୟୋନ ତାଙ୍କର ସବେକଙ୍କ ମଧ୍ଯରକ୍ସ୍ଟ ଦଶଜଣଙ୍କକ୍ସ୍ଟ ନେଲେ, ଏବଂ ସଦାପ୍ରଭୁ ଯେପରି କରିବାକୁ କହିଥିଲେ, ସହେିପରି କଲେ। କିନ୍ତୁ ଗିଦ୍ଦିୟୋନ ତାଙ୍କର ପରିବାର ଓ ସହର ଲୋକମାନଙ୍କ ଭୟ ରେ ଏହି କାର୍ୟ୍ଯ ଦିନ ରେ ନ କରି ରାତ୍ରି ସମୟରେ କଲେ।

ବିଚାରକର୍ତାମାନଙ୍କ ବିବରଣ 9:32

ତେଣୁ ତୁମ୍ଭେ ଓ ତୁମ୍ଭର ଲୋକମାନେ ରାତ୍ରି ସମୟରେ ଆସ ଓ ସହରର ବାହାର କ୍ଷତେ ରେ ଲକ୍ସ୍ଟଚି ରକ୍ସ୍ଟହ।

ଏଜ୍ରା 7:27

ସଦାପ୍ରଭୁ, ଆମ୍ଭ ପୂର୍ବପୁରୁଷମାନଙ୍କ ପରମେଶ୍ବରଙ୍କର ପ୍ରଶଂସା କର। ୟିରୁଶାଲମସ୍ଥ ସଦାପ୍ରଭୁ ମନ୍ଦିରକୁ ସମ୍ମାନ କରିବାକୁ ରାଜାର ଅନ୍ତଃକରଣ ରେ ପରମେଶ୍ବର ଏହିପରି ମନୋଭାବ ଦଇେଅଛନ୍ତି। ୟିରୁଶାଲମସ୍ଥ ସଦାପ୍ରଭୁଙ୍କ ମନ୍ଦିରକୁ ସମ୍ମାନ କରିବାକୁ ରାଜାର ଅନ୍ତଃକରଣ ରେ ପରମେଶ୍ବର ଏହିପରି ପ୍ରବୃତ୍ତି ଦଇେଅଛନ୍ତି।

ଗୀତସଂହିତା 51:18

ହେ ପରମେଶ୍ବର ନିଜର ଅନୁଗ୍ରହରେ ସିୟୋନର ମଙ୍ଗଳ କର। ତୁମ୍ଭେ ୟିରୁଶାଲମର ପ୍ରାଚୀରସବୁ ପୁନଃନିର୍ମାଣ କର।

ଗୀତସଂହିତା 122:6

ୟିରୁଶାଲମରେ ସୁଖ ସମୃଦ୍ଧି ପାଇଁ ପ୍ରାର୍ଥନା କର। ମୁଁ ଆଶାକରେ ଯେଉଁମାନେ ତୁମ୍ଭକୁ ପ୍ରମେ କରନ୍ତି ସମାନେେ ସଠାେରେ ଶାନ୍ତି ପାଇବେ।

ହିତୋପଦେଶ 12:23

ଚତୁର ଲୋକ ଜ୍ଞାନ ଆହରଣ କରେ। ମାତ୍ର ମୂର୍ଖମାନଙ୍କର ମନ ଅଜ୍ଞାନତା ପ୍ରକାଶ କରେ।

ଉପଦେଶକ 3:7

ଚିରିବାର ସମୟ ଅଛି ଓ ସିଲଇେ କରିବାର ମଧ୍ଯ ସମୟ ଅଛି। ନୀରବ ରହିବାର ସମୟ ଅଛି ଓ କଥା କହିବାର ମଧ୍ଯ ସମୟ ଅଛି।

ଯିରିମିୟ 31:33

ମାତ୍ର ସଦାପ୍ରଭୁ କହନ୍ତି, ଭବିଷ୍ଯତ ରେ ଆମ୍ଭେ ଇଶ୍ରାୟେଲ ବଂଶ ସହିତ ଏହି ନିଯମ ସ୍ଥିର କରିବା। ଆମ୍ଭେ ସମାନଙ୍କେ ଅନ୍ତର ରେ ଆମ୍ଭର ବ୍ଯବସ୍ଥା ରଖିବା ଓ ସମାନଙ୍କେ ହୃଦଯ ରେ ଆମ୍ଭେ ତାହା ଲେଖିବା। ଆଉ ଆମ୍ଭେ ସମାନଙ୍କେର ପରମେଶ୍ବର ହବୋ ଓ ସମାନେେ ଆମ୍ଭର ଲୋକ ହବେେ।

ଯିରିମିୟ 32:40

ପୁଣି ସମାନଙ୍କେର ମଙ୍ଗଳ ପାଇଁ ଆମ୍ଭେ ସମାନଙ୍କେ ପ୍ରତି ବିମୁଖ ହବୋ ନାହିଁ। ଏହିପରି ଭାବରେ ଗୋଟିଏ ନିତ୍ଯସ୍ଥାଯୀ ନିଯମ ସମାନଙ୍କେ ସଙ୍ଗେ କରିବା। ସମାନେେ ଯେପରି ଆମ୍ଭଠାରୁ ଦୂ ରଇେ ନ ଯିବେ, ଏଥିପାଇଁ ଆମ୍ଭେ ଆମ୍ଭ ବିଷଯକ ଭୟ ସମାନଙ୍କେ ଅନ୍ତର ରେ ସ୍ଥାପନ କରିବା।

ଆମୋଷ 5:13

ସେତବେେଳେ ଜ୍ଞାନୀ ବ୍ଯକ୍ତିମାନେ ନୀରବ ରହିବେ କାରଣ ସମୟ ଅତି ମନ୍ଦ ଅଟେ।

Interlinear

Choose Theme