ମୁଁ ମଧ୍ଯ ରାଜାଙ୍କୁ କହିଲି, ଯଦି ମହାରାଜାଙ୍କର ସନ୍ତାଷେ ହୁଏ, ତବେେ ନଦୀ ସପୋରିସ୍ଥ ଦଶାେଧ୍ଯକ୍ଷମାନେ ଯେପରି ଯିହୁଦା ଦେଶ ରେ ଉପସ୍ଥିତ ହବୋ ପର୍ୟ୍ଯନ୍ତ ୟାତ୍ରା କରିବା ପାଇଁ ମାେତେ ଛାଡି ଦିଅନ୍ତି। ଏଥିପାଇଁ ସମାନଙ୍କେ ନିକଟକୁ ମାେ ହାତ ରେ ପତ୍ର ପଠାନ୍ତୁ।
Cross references
ଏଣୁ ହେ ତତ୍ତନଯ, ନଦୀ ସେ ପାରିସ୍ଥ ଦଶାେଧ୍ଯକ୍ଷ ଏବଂ ଶଥର ବୋଷଣଯ, ତୁମ୍ଭମାନେେ ଓ ତୁମ୍ଭମାନଙ୍କ ସାଥି ଅଧିକାରୀଗଣ ନଦୀ ସପୋରିସ୍ଥ ତାଠାରୁ ଦୂର ରେ ରୁହ।
ଆଉ ସ୍ବର୍ଗସ୍ଥ ପରମେଶ୍ବରଙ୍କ ବ୍ଯବସ୍ଥା ଅଧ୍ଯାପକ ଯାଜକ ଏଜ୍ରା ଯାଜକ ତୁମ୍ଭମାନଙ୍କଠାରୁ ଯାହା ଯାହା ଲୋଡିବ।
କାରଣ ପଥ ମଧିଅରେ ଶତୃ ବିରୁଦ୍ଧ ରେ ଆମ୍ଭମାନଙ୍କୁ ସାହାର୍ୟ୍ଯ କରିବା ପାଇଁ ରାଜାଙ୍କୁ ଏକଦଳ ସୈନ୍ଯ ଓ ଅଶ୍ବାରୋହୀ ମାଗିବାକୁ ମୁଁ ଲଜ୍ଜା ବୋଧ କଲି। ମୁଁ ରାଜାଙ୍କୁ ଏହି କଥା କହିଲି, ଯେଉଁମାନେ ଆମ୍ଭମାନଙ୍କ ପରମେଶ୍ବରଙ୍କୁ ଭରସା କରନ୍ତି, ସମାନଙ୍କେର ମଙ୍ଗଳ ପାଇଁ ସମାନଙ୍କେ ପ୍ରତି ତାଙ୍କର ସହାୟତା ଅଛି। ମାତ୍ର ଯେଉଁମାନେ ତାହାଙ୍କୁ ପରିତ୍ଯାଗ କରନ୍ତି, ତାଙ୍କର ଶକ୍ତି ଓ କୋର୍ଧ ସମାନଙ୍କେର ବିରୁଦ୍ଧ ରେ ଥାଏ।
ଏହାପରେ ସମାନେେ ନଦୀ ସପୋରିସ୍ଥ ରାଜ ପ୍ରତିନିଧିମାନଙ୍କୁ ଓ ଦଶାେଧ୍ଯକ୍ଷମାନଙ୍କୁ ରାଜାଜ୍ଞାପତ୍ର ସମର୍ପଣ କଲେ। ତହିଁରେ ସମାନେେ ଲୋକମାନଙ୍କର ଓ ପରମେଶ୍ବରଙ୍କ ଗୃହ କାର୍ୟ୍ଯ ରେ ସାହାର୍ୟ୍ଯ କଲେ।
ତେଣୁ ମୁଁ ନଦୀ ସପୋରିସ୍ଥ ଦଶାେଧ୍ଯକ୍ଷଙ୍କ ନିକଟକୁ ଗଲି। ତାଙ୍କ ନିକଟରେ ଉପସ୍ଥିତ ହାଇେ ତାଙ୍କୁ ରାଜାଙ୍କର ପ୍ରଦତ୍ତ ପତ୍ର ଦଲେି। ତେଣୁ ଦଶାେଧ୍ଯକ୍ଷ ମାେ ସହିତ ସନୋପତି ଓ ଅଶ୍ବାରୋହୀମାନଙ୍କୁ ପଠାଇଲେ।