ନିହିମିୟା 3:10 · ଓଡ଼ିଆ ବାଇବେଲ
ହରୁମଫର ପୁତ୍ର ୟିଦାଯ ଆପଣା ଗୃହ ସମ୍ମୁଖ ରେ ପ୍ରାଚୀର ଗଠନ କଲା। ତା ନିକଟକୁ ହଶ୍ବନିଯର ପୁତ୍ର ହଟୂଶ୍ ପ୍ରାଚୀର ଗଠନ କଲା।
Cross references
ନିହିମିୟା 3:23
ସମାନଙ୍କେ ପରେ ବିନ୍ଯାମୀନ ଓ ହଶୂବ୍ ସମାନଙ୍କେ ଆପଣାମାନଙ୍କ ଗୃହଗୁଡିକ ସମ୍ମୁଖ ରେ ଭଗ୍ନ ଅଂଶ ମରାମତି କଲେ। ସମାନଙ୍କେ ପରେ ଅନନିଯର ପୁତ୍ର ମା ସଯେ, ମା ସଯରେ ପୁତ୍ର ଅସରିଯ ଆପଣା ଗୃହ ନିକଟରେ ଜୀର୍ଣ୍ଣ ପ୍ରାଚୀର ମରାମତି କଲେ।
ନିହିମିୟା 3:28
ଯାଜକମାନେ ପ୍ରେତ୍ୟକକ ନିଜ ନିଜ ଗୃହ ସମ୍ମୁଖ ରେ ଅଶ୍ବଦ୍ବାରର ଉପରଭାଗର ଭଗ୍ନଅଂଶ ଗଠନ କଲେ।
ନିହିମିୟା 10:4
ହଟୂଶ୍, ଶବନିଯ, ମଲ୍ଲୂକ,
ନିହିମିୟା 10:5
ହାରିମ୍, ମରମୋେତ୍ ଓବଦେିଯ,