Home Bibles ☰ Books ନିହିମିୟା 3:29 · ଓଡ଼ିଆ ବାଇବେଲ
ନିହିମିୟା 3:29 · ଓଡ଼ିଆ ବାଇବେଲ

ସମାନଙ୍କେ ପରେ ଇମ୍ ମାରେର ପୁତ୍ର ସାଦୋକ୍ ଆପଣା ଗୃହ ସମ୍ମୁଖ ରେ ଭଗ୍ନ ଅଂଶ ଗଠନ କଲେ। ତା'ପରେ ପୂର୍ବଦ୍ବାରପାଳ ଶିଖନିଯର ପୁତ୍ର ଶମଯିଯ ଜିର୍ଣ୍ଣ ପ୍ରାଚୀର ଗଠନ କଲେ।

Cross references

ଏଜ୍ରା 2:37

ଇମ୍ମରେ ବଂଶଧର 1,052 ଜଣ।

ଏଜ୍ରା 10:2

ଏହାପରେ ଏଲାମର ବଂଶଧରମାନଙ୍କ ମଧ୍ଯରୁ ୟିହୀଯଲରେ ପୁତ୍ର ଶଖନିଯ ଏଜ୍ରାଙ୍କୁ କହିଲା, ଆମ୍ଭେ ଆମ୍ଭର ପରମେଶ୍ବରଙ୍କୁ ବିଶ୍ବାସଘାତ କରୁଛୁ। ଆମ୍ଭେ ଅନ୍ୟ ଦେଶୀଯମାନଙ୍କୁ ବିବାହ କରିଛୁ। କିନ୍ତୁ ଆମ୍ଭେ ଏପରି କଲେ ମଧ୍ଯ ଆମ୍ଭମାନଙ୍କର ଇଶ୍ରାୟେଲଙ୍କ ପ୍ରତି ଭରସା ଅଛି।

ନିହିମିୟା 7:40

ଇମ୍ମରରେ ବଂଶଧର 1,052 ଜଣ।

ନିହିମିୟା 10:8

ମାସିଯ, ବିଲ୍ଗଯ, ଶମଯିଯ, ଏମାନେ ସମସ୍ତେ ଯାଜକ ଥିଲେ।

ଯିରିମିୟ 19:2

ଆଉ ଲୋକମାନଙ୍କ ମଧ୍ଯରୁ କେତକେ ପ୍ରାଚୀନ ଲୋକଙ୍କୁ ଓ ଯାଜକମାନଙ୍କ ମଧ୍ଯରୁ କେତକେ ପ୍ରାଚୀନ ଯାଜକଗଣଙ୍କୁ ନିଅ, ଏବଂ ସମାନଙ୍କେୁ ନଇେ ହାର୍ଶିତ ଫାଟକ ପ୍ରବେଶ ସ୍ଥାନରୁ ନିକଟରୁ ହିନ୍ନୋମ ପୁତ୍ରର ଉପତ୍ୟକାକୁ ବାହାରିୟାଅ। ଆଉ ଆମ୍ଭେ ତୁମ୍ଭକୁ ଯାହା କହିବା, ତୁମ୍ଭେ ସହେି ସ୍ଥାନ ରେ ପ୍ରଚାର କର।

Interlinear

Choose Theme