Home Bibles ନିହିମିୟା 3:31 · ଓଡ଼ିଆ ବାଇବେଲ
ନିହିମିୟା 3:31 · ଓଡ଼ିଆ ବାଇବେଲ

ତା'ପରେ ମଲକିଯ ନାମକ ଜଣେ ସ୍ବର୍ଣ୍ଣକାର ସୈନ୍ଯମାନେ ଏକତ୍ରୀତ ହେଉଥିବା ଫାଟକ ଆଗ ରେ ମନ୍ଦିର ଦାସମାନଙ୍କର, ନଥିନୀଯମାନଙ୍କର ଓ ବଣିକମାନଙ୍କର ଗୃହ ପର୍ୟ୍ଯନ୍ତ, ଆଉ କଣର ଉଠାଣି ପର୍ୟ୍ଯନ୍ତ ଭଗ୍ନ ଅଂଶ ମରାମତି କଲେ।

Cross references

ନିହିମିୟା 3:8

ହର୍ହଯର ପୁତ୍ର ସ୍ବର୍ଣ୍ଣକାର ଉଷୀଯଲେ ସମାନଙ୍କେ ପରେ ଥିବା ପ୍ରାଚୀରର ଅଂଶ ମରାମତି କଲେ। ହନାନୀଯ ୟିଏ କି ସୁଗନ୍ଧ ବ୍ଯାପାରୀ ତାଙ୍କ ପରେ ଥିବା ପ୍ରାଚୀରର ଅଂଶ ମରାମତି କଲେ। ସମାନେେ ପ୍ରଶସ୍ତ ପ୍ରାଚୀର ପର୍ୟ୍ଯନ୍ତ ୟିରୁଶାଲମ ଦୃଢ କଲେ।

ନିହିମିୟା 3:32

କୋଣର ଉଠାଣୀ ଓ ମଷେଦ୍ବାର ମଧିଅରେ ସ୍ବର୍ଣ୍ଣକାର ଓ ବଣିକମାନେ ଭଗ୍ନ ଅଂଶ ଗଠନ କଲେ।

Interlinear

Choose Theme