ହର୍ହଯର ପୁତ୍ର ସ୍ବର୍ଣ୍ଣକାର ଉଷୀଯଲେ ସମାନଙ୍କେ ପରେ ଥିବା ପ୍ରାଚୀରର ଅଂଶ ମରାମତି କଲେ। ହନାନୀଯ ୟିଏ କି ସୁଗନ୍ଧ ବ୍ଯାପାରୀ ତାଙ୍କ ପରେ ଥିବା ପ୍ରାଚୀରର ଅଂଶ ମରାମତି କଲେ। ସମାନେେ ପ୍ରଶସ୍ତ ପ୍ରାଚୀର ପର୍ୟ୍ଯନ୍ତ ୟିରୁଶାଲମ ଦୃଢ କଲେ।
Cross references
ଯୋଷଫେ ତାଙ୍କର ବୈଦ୍ଯମାନଙ୍କୁ ତାଙ୍କ ପିତାଙ୍କର ଶରୀରକୁ ସଂସ୍କାର ନିମନ୍ତେ ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦେଲେ। ସମାନେେ ଶରୀରକୁ ମିଶରୀଯ ପଦ୍ଧତି ରେ ପ୍ରସ୍ତୁତ କଲେ।
ଏହି ସବୁତକ ମସଲା ଓ ତୈଳ ମିଶାଇବା ପାଇଁ ଏକ ସୁଗନ୍ଧି ଦ୍ରବ୍ଯ ତିଆରି କରୁଥିବା ୟନ୍ତ୍ର ଆଣ। ତାହା ଅଭିଷକୋର୍ଥକ ପବିତ୍ର ତୈଳ ମିଶାଇବ।
ତା'ପରେ ମଲକିଯ ନାମକ ଜଣେ ସ୍ବର୍ଣ୍ଣକାର ସୈନ୍ଯମାନେ ଏକତ୍ରୀତ ହେଉଥିବା ଫାଟକ ଆଗ ରେ ମନ୍ଦିର ଦାସମାନଙ୍କର, ନଥିନୀଯମାନଙ୍କର ଓ ବଣିକମାନଙ୍କର ଗୃହ ପର୍ୟ୍ଯନ୍ତ, ଆଉ କଣର ଉଠାଣି ପର୍ୟ୍ଯନ୍ତ ଭଗ୍ନ ଅଂଶ ମରାମତି କଲେ।
ତାପରେ ଅନ୍ୟ ଦଳ ଧନ୍ଯବାଦ ଉତ୍ସର୍ଗ କରିବାକୁ ବାମ ପାଶର୍ବକୁ ଗଲେ। ଲୋକମାନଙ୍କର ଅର୍ଦ୍ଧକେ ଓ ମୁଁ ସମାନଙ୍କେ ପେଛ ପେଛ ପ୍ରାଚୀର ଉପରେ ତୁନ୍ଦୁରୁ ଦୁର୍ଗଦଇେ ପ୍ରଶସ୍ତ ପ୍ରାଚୀର ପର୍ୟ୍ଯନ୍ତ ଗଲୁ।
କିଛି ମଲାମାଛି ଗନ୍ଧବଣିକର ସୁଗନ୍ଧି ତୈଳ ଦୁର୍ଗନ୍ଧ କରିପକାଏ। ଠିକ୍ ସପରେି ଅଳ୍ପ ମୂର୍ଖତା ଜ୍ଞାନ ଓ ସମ୍ଭ୍ରମଠାରୁ ଅଧିକ ଭାରି।
ସମାନେେ ଥଳିରୁ ସୁନା ଢ଼ାଳନ୍ତି ଓ ନିକ୍ତି ରେ ରୂପା ତୌଲନ୍ତି। ସମାନେେ ସୁନାରିକୁ ଗୋଟିଏ ଦବେତା ଗଢ଼ିବା ପାଇଁ ମୂଲ୍ଯ ଦିଅନ୍ତି ଓ ସେ ଗୋଟିଏ ଦବେତା ନିର୍ମାଣ କରେ। ସମାନେେ ତାକୁ ପ୍ରଣାମ କରି ପୂଜା କରନ୍ତି।