ପୁଣି ଆମ୍ଭମାନଙ୍କ ବିଷକ୍ଷମାନେ କହିଲେ, 'ଆମ୍ଭମାନେେ ସମାନଙ୍କେ ମଧିଅରେ ଉପସ୍ଥିତ ହାଇେ ସମାନଙ୍କେୁ ବଧ ଓ ସମାନଙ୍କେ କାର୍ୟ୍ଯ ବନ୍ଦ କରିବା ପର୍ୟ୍ଯନ୍ତ ସମାନେେ ଜାଣିବେ ନାହିଁ ଅବା ଦେଖିବେ ନାହିଁ।'
Cross references
ଏହାପରେ ଇଶ୍ରାୟେଲର କିଛି ସୈନିକ ଗିବିଯା ନଗରର ଚତକ୍ସ୍ଟପାଶର୍ବ ରେ ଲକ୍ସ୍ଟଚିରହିଲେ।
ସେ କ୍ଲାନ୍ତ ଓ ଦୁର୍ବଳ ଥିବା ବେଳେ ମୁ ତାହାକକ୍ସ୍ଟ ଆକ୍ରମଣ କରି ଭୟ ଦଖାଇବେି, ତହିଁରେ ସମସ୍ତ ଲୋକମାନେ ପଳାଯନ କରିବେ। ମୁ କବଳେ ରାଜାଙ୍କକ୍ସ୍ଟ ହତ୍ଯା କରିବି।
ସମାନେେ ମାେତେ ହତ୍ଯା କରିବାର ଆଶା ନଇେ ଲୁଚି ରହନ୍ତି ଓ ମାରେ ପ୍ରେତ୍ୟକକ ଗତିବିଧି ଲକ୍ଷ୍ଯ କରନ୍ତି।
ତେଣୁ ତୁମ୍ଭ ପ୍ରତି ଦୁର୍ଦ୍ଦଶା ଘଟିବ ; ତୁମ୍ଭେ ଜାଣିବ ନାହିଁ ଏହା କେତବେେଳେ ଘଟିବ। ତୁମ୍ଭ ଉପ ରେ ବିପଦ ପଡ଼ିବ। ମାତ୍ର ତୁମ୍ଭେ ତାହା ଦୂର କରିପାରିବ ନାହିଁ। ତୁମ୍ଭେ ଏତେ ଶୀଘ୍ର ବିନାଶ ହବେ, ତାହା ତୁମ୍ଭେ ଜାଣିବ ନାହିଁ।
ତହିଁ ଆରଦିନ କେତକେ ଯିହୂଦୀ ଗୋଟିଏ ଯୋଜନା କଲେ। ସମାନେେ ପାଉଲଙ୍କୁ ହତ୍ଯା କରିବା ପାଇଁ ଚାହିଁଲେ। ତାହାଙ୍କୁ ହତ୍ଯା ନକରିବା ପର୍ୟ୍ଯନ୍ତ ସମାନେେ ଅନ୍ନଜଳ ସ୍ପର୍ଶ କରିବେ ନାହିଁ ବୋଲି ଶପଥ କଲେ।
କିନ୍ତୁ ଆପଣ ସମାନଙ୍କେ କଥା ବିଶ୍ବାସ କରିବେ ନାହିଁ। ଚ଼ାଳିଶ ଜଣରୁ ଅଧିକ ଯିହୂଦୀୟ ଲୁଚ଼ଛନ୍ତି ଏବଂ ପାଉଲଙ୍କୁ ହତ୍ଯା କରିବା ପାଇଁ ଅପେକ୍ଷା କରିଛନ୍ତି। ସମାନେେ ତାହାଙ୍କୁ ନ ମାରିବା ପର୍ୟ୍ଯନ୍ତ ଅନ୍ନଜଳ ସ୍ପର୍ଶ କରିବେ ନାହିଁ ବୋଲି ପ୍ରତିଜ୍ଞା କରିଛନ୍ତି, ଏବେ ସମାନେେ ଆପଣଙ୍କ ସମ୍ମତିକୁ ଅପେକ୍ଷା କରି ପ୍ରସ୍ତୁତ ଅଛନ୍ତି।
କାରଣ ଏହା ତୁମ୍ଭେ ଭଲ ଭାବେ ଜାଣ ଯେ, ଜଣେ ଚୋର ରାତି ରେ ଆସିବା ଭଳି, ପ୍ରଭୁଙ୍କର ପୁନରାଗମନ ଦିନଟି ଆଶ୍ଚର୍ୟ୍ଯଜନକ ହବେ।