ତଥାପି ଆମ୍ଭମାନଙ୍କ ଚତୁଃର୍ଦିଗସ୍ଥ ଅନ୍ୟ ଦେଶୀଯମାନଙ୍କ ମଧ୍ଯରୁ ଆମ୍ଭମାନଙ୍କ ନିକଟକୁ ଆସନ୍ତା ଲୋକମାନଙ୍କ ଛଡା ୟିହୁଦି ଓ ଅଧ୍ଯକ୍ଷ 150 ଲୋକ ମାେ ଭୋଜନ ଆସନ ରେ ବସିଲେ।
Cross references
ଦାଉଦ ମଫୀବୋଶତ୍କକ୍ସ୍ଟ କହିଲେ, ଭୟ କର ନାହିଁ, ମୁ ତକ୍ସ୍ଟମ୍ଭ ପ୍ରତି ଦୟା କରୁଛି। ତୁମ୍ଭର ବାପା ଯୋନାଥନଙ୍କ ପାଇଁ ମୁ ତୁମ୍ଭକୁ ଦୟା ଦଖାେଉଛି। ମୁ ତୁମ୍ଭକୁ ତକ୍ସ୍ଟମ୍ଭ ଜଜେେ ବାପା ଶାଉଲଙ୍କର ସମସ୍ତ ସଐତ୍ତି ତୁମ୍ଭକୁ ଫରୋଇ ଦବେି। ତୁମ୍ଭେ ମଧ୍ଯ ମାେ ପାଖ ରେ ସବୁଦିନ ଭୋଜନ କରିବ।
ମଫୀବୋଶତ୍ଙ୍କର ଦକ୍ସ୍ଟଇ ଗୋଡ େଛାଟା ଥିଲା। ସେ ସର୍ବଦା ୟିରକ୍ସ୍ଟଶାଲମ ରେ ବାସ କରୁଥିଲେ ଓ ରାଜା ଦାଉଦଙ୍କ ପାଖ ରେ ସର୍ବଦା ତାଙ୍କ ଟବେକ୍ସ୍ଟଲ ରେ ଖାଉଥିଲେ।
ଆପଣ ଜାଣନ୍ତି ମାରେପିତା ଦାଉଦ ସଦାପ୍ରଭୁ ତାଙ୍କ ପରମେଶ୍ବରଙ୍କ ନିମନ୍ତେ ଗୋଟିଏ ମନ୍ଦିର ନିର୍ମାଣ କରିପାରିଲେ ନାହିଁ। ସେ କରିବାକୁ ଅସମର୍ଥ ହେଲେ, କାରଣ ତାଙ୍କ ଚତୁର୍ଦ୍ଦିଗ ରେ ଘରେି ରହିଥିବା ଶତୃମାନଙ୍କ ସହିତ ବାସ ସର୍ବଦା ୟୁଦ୍ଧ ରେ ବ୍ଯସ୍ତ ଥିଲେ ଓ ସଦାପ୍ରଭୁ ଶତୃଗଣଙ୍କୁ ତାଙ୍କ ହସ୍ତ ରେ ପରାସ୍ତ କରାଇବେ ବୋଲି ଅପେକ୍ଷା କରି ରହିଥିଲେ।
ଏବେ ତୁମ୍ଭେ ଲୋକ ପଠାଇ ସମଗ୍ର ଇଶ୍ରାୟେଲକୁ କର୍ମିଲ ପର୍ବତ ରେ ଦଖାେ କରିବାକୁ କୁହ। ବାଲ୍ ଦବେତାର 450 ଭବିଷ୍ଯଦ୍ବକ୍ତା ଓ ଅଶରୋ ବଦେୀର 400 ଭବିଷ୍ଯଦ୍ବକ୍ତାଙ୍କୁ ସହେି ପର୍ବତ ରେ ଦଖାେ କରିବାକୁ ଏକତ୍ର କର। ଯେଉଁମାନେ ସାଧାରଣତଃ ଇଷବଲରେ ମଜେ ରେ ଭୋଜନ କରନ୍ତି ଏବଂ ସମାନଙ୍କେୁ ପର୍ବତକୁ ଆଣ।
ମାତ୍ର ଜଣେ ମହାତ୍ମା ଉତ୍ତମ କଥା କଳ୍ପନା କରେ ଓ ସହେି ଉତ୍ତମ ଆଚରଣ ରେ ସେ ସ୍ଥିର ରହେ।
ପରମେଶ୍ବରଙ୍କ ନିଜ ଲକମାନଙ୍କେର କାମ ରେ ସାହାୟ୍ଯ କର। ଯେଉଁ ମାନଙ୍କୁ ସାହାୟ୍ଯ ଦରକାର ସମାନଙ୍କେ ପ୍ରତି ଦୃଷ୍ଟି ରଖ, ନିଜ ଘରକୁ ସମାନଙ୍କେୁ ଅତିଥି ଭାବରେ ସ୍ବାଗତ କର।
ପ୍ ରମେ ଅନକେ ପାପ ଆଚ୍ଛାଦିତ କରେ। କୌଣସି ପ୍ରକାରର ଆପତ୍ତି ନ ଉଠାଇ ପରସ୍ପରକୁ ନିଜ ଘରକୁ ସ୍ବାଗତ ଜଣାଅ।