ଅନ୍ୟ ଲୋକେ କହିଲେ, ଏହା ଦୁର୍ଭିକ୍ଷ ସମୟ, ଆମ୍ଭଙ୍କୁ ଖାଦ୍ୟ ଦିଅ ଏବଂ ଆମ୍ଭମାନଙ୍କର ଜମି, ଦ୍ରାକ୍ଷାକ୍ଷେତ୍ର, ଗୃହ ଇତ୍ଯାଦି ବନ୍ଧକଭାବେ ଏକାଥରେ ନଇୟୋଅ।
Cross references
ଏହାପରେ ମିଶର ଦେଶ ରେ ଓ କିଣାନ ଦେଶ ରେ ରୂପାର ଅଭାବ ହୁଅନ୍ତେ ମିଶ୍ରୀଯ ଲୋକ ସମସ୍ତେ ଯୋଷଫଙ୍କେ ନିକଟକୁ ଆସିଲେ ଏବଂ କହିଲେ, ଆମ୍ଭମାନଙ୍କୁ ଖାଦ୍ୟ ସାମଗ୍ରି ଦିଅନ୍ତୁ। ଆମ୍ଭେ କାହିଁକି ତୁମ୍ଭ ସମ୍ମୁଖ ରେ ମରିବୁ। କାରଣ ଆମ୍ଭର ଆଉ ଅଧିକ ରୂପା ନାହିଁ।
ଆଉ ଯବେେ ତୁମ୍ଭର ଭାଇ ଦରିଦ୍ର ହାଇୟୋଏ ଓ ଜୀବିକା ନିର୍ବାହ ପାଇଁ ଅକ୍ଷମ ହୁଏ, ତବେେ ତୁମ୍ଭେ ତାହାକୁ ରଖିବ; ସେ ବିଦେଶୀ ଓ ପ୍ରବାସୀ ପରି ତୁମ୍ଭ ସହିତ ଜୀବନ ଧାରଣ କରିବ।
ତୁମ୍ଭେ ତା'ଠାରୁ ଋଣ ବାବଦ ରେ କୌଣସି ସୁଧ ନବେ ନାହିଁ। ମାତ୍ର ଆପଣା ପରମେଶ୍ବରଙ୍କୁ ଭୟ କର ଏବଂ ତୁମ୍ଭର ଭାଇକୁ ତୁମ୍ଭ ସହିତ ଜୀବନଧାରଣ କରିବାକୁ ଦିଅ।
ଯେତବେେଳେ ତୁମ୍ଭମାନେେ ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ବରଙ୍କ ଦତ୍ତ ଦେଶ ରେ ବାସ କରିବ, ସେତବେେଳେ ତୁମ୍ଭମାନଙ୍କ ମଧିଅରେ ଥିବା ଦରିଦ୍ର ଲୋକମାନଙ୍କୁ ଦୟା କରିବ, ତୁମ୍ଭମାନେେ ସ୍ବାର୍ଥପର ହବେ ନାହିଁ। ତୁମ୍ଭମାନେେ ସମାନଙ୍କେୁ ସାହାୟ୍ଯ କରିବାକୁ ମନା କରିବ ନାହିଁ।
ତୁମ୍ଭମାନେେ ଆଜି ନିଶ୍ଚିତ ସମାନଙ୍କେର ଜମି, ଦ୍ରାକ୍ଷାକ୍ଷେତ୍ର, ଜିତକ୍ଷେତ୍ର ଏବଂ ଗୃହ ଫରୋଇ ଦବେ। ଏହାକୁ ବର୍ତ୍ତମାନ ଫରୋଇ ଦିଅ ଏବଂ ତୁମ୍ଭମାନେେ ସମାନଙ୍କେର ମୁଦ୍ରା, ଶସ୍ଯ, ଦ୍ରାକ୍ଷାରସ ଏବଂ ଜୀତତୈଳ ଯାହା ତୁମ୍ଭମାନେେ ସମାନଙ୍କେଠାରୁ ସୁଧ ହିସାବ ରେ ନଇେଥିଲେ।
ଉତ୍ତର ରେ ସର୍ବଶକ୍ତିମାନ୍ ସଦାପ୍ରଭୁ କହିଲେ,ତୁମ୍ଭମାନେେ ପରମେଶ୍ବରଙ୍କ ଦ୍ରବ୍ଯ ଗ୍ଭରେି କରିବା ବନ୍ଦ କର। ପରମେଶ୍ବରଙ୍କ ଦ୍ରବ୍ଯ ଗ୍ଭରେିକରିବା ଉଚିତ ନୁହେଁ। ମାତ୍ର ତୁମ୍ଭମାନେେ ଆମ୍ଭର ଦ୍ରବ୍ଯ ଗ୍ଭରେିକଲ।