ଆହୁରି ଅନ୍ୟ ଲୋକମାନେେ କହିଲେ, ଆମ୍ଭମାନେେ ରାଜକର ପାଇଁ ଆମ୍ଭମାନଙ୍କର ଶସ୍ଯକ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର ବନ୍ଧକ ରଖି ମୁଦ୍ରାଋଣ କରିଛୁ।
Cross references
କାରଣ ତୁମ୍ଭେ ସର୍ବପ୍ରକାର ସଐତ୍ତି ବହକ୍ସ୍ଟଳରୂପେ ପାଇଲେ ହେଁ ଆନନ୍ଦ ଚିତ୍ତ ରେ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶଓରଙ୍କୁ ସବୋ କଲ ନାହିଁ।
କିଣାନୀଯମାନଙ୍କୁ ଗଷେରକକ୍ସ୍ଟ ତଡିବା ପାଇଁ। କିନ୍ତୁ ଇଫ୍ରଯିମ ଲୋକମାନେ ସକ୍ଷମ ହେଲେ ନାହିଁ। ତେଣୁ କିଣାନୀଯ ଲୋକମାନେ ଆଜି ପର୍ୟ୍ଯନ୍ତ ମଧ୍ଯ ଇଫ୍ରଯିମ ଲୋକମାନଙ୍କ ସହିତ ବାସ କରୁଛନ୍ତି। କିନ୍ତୁ କିଣାନୀଯ ଲୋକମାନେ ଇଫ୍ରଯିମ ଲୋକମାନଙ୍କର ଦାସ ହାଇେ ରହିଲେ।
ଇଶ୍ରାୟେଲୀୟମାନେ ସମାନଙ୍କେୁ ବିନାଶ କରିବାକୁ କ୍ଷମ ହାଇେ ନ ଥିଲେ। ମାତ୍ର ଶଲୋମନ ସମାନଙ୍କେୁ ବେଠିକର୍ମ କରିବାକୁ ଦାସରୂପେ ସଂଗ୍ରହ କଲେ। ଅବଧି ସମାନେେ ଦାସ ହାଇେ ରହିଛନ୍ତି।
ଆମ୍ଭମାନେେ ରାଜାଙ୍କୁ କହିବା ପାଇଁ ଗ୍ଭହୁଁ ଯେ, ଯେତବେେଳେ ଏହି ନଗର ନିର୍ମିତ ଓ ପ୍ରାଚୀର କାର୍ୟ୍ଯ ସମାପ୍ତ ହବେ, ସେତବେେଳେ ସହେି ଲୋକମାନେ କର, ରାଜସ୍ବ ବା ମାଶୁଲ ଦବେେ ନାହିଁ। ପୁଣି ଶଷେ ରେ ତାହା ରାଜାଙ୍କ ପାଇଁ କ୍ଷତିକାରକ ହବେ।
ମଧ୍ଯ ୟିରୁଶାଲମ ରେ ପରାକ୍ରାନ୍ତ ରାଜଗଣ ଥିଲେ। ସମାନେେ ନଦୀ ସପୋରିସ୍ଥ ତାବତ୍ ଦେଶ ରେ ରାଜତ୍ବ କଲେ। ଆଉ ସମାନଙ୍କେୁ କର, ରାଜସ୍ବ ଓ ମାଶୁଲ ଦିଆଗଲା।
ଆହୁରି ଯାଜକମାନଙ୍କର, ଲବେୀୟମାନଙ୍କର, ଗାଯକମାଙ୍କର, ଦ୍ବାରପାଳମାନଙ୍କର ନାଥୀନୀଯମାନଙ୍କର ଓ ପରମେଶ୍ବରଙ୍କ ଏହି ମନ୍ଦିରର ସବେକମାନଙ୍କର କାହାରି ଉପରେ କର, ରାଜସ୍ବ ବା ମାସୁଲ ବସାଇବା ବ୍ଯବସ୍ଥା ବିରୁଦ୍ଧ ହବେ ବୋଲି ଆମ୍ଭମାନେେ ତୁମ୍ଭକୁ ଜଣାଉ ଅଛୁ।
ଆଉ ଆମ୍ଭମାନଙ୍କ ପାପ ହତେୁ ତୁମ୍ଭେ ଯେଉଁ ରାଜଗଣଙ୍କୁ ଆମ୍ଭମାନଙ୍କ ଉପରେ ସ୍ଥାପନ କରିଅଛ, ସମାନଙ୍କେ ପ୍ରତି ସହେି ଦେଶ ପ୍ରଚୁର ଫଳ ଉତ୍ସର୍ଗ କରୁଅଛି। ଆମ୍ଭମାନଙ୍କ ଶରୀର ଉପରେ ଓ ଆମ୍ଭମାନଙ୍କ ପଶୁଗଣ ଉପରେ ସମାନଙ୍କେର ସ୍ବଚ୍ଛାମତ କ୍ଷମତା ଅଛି। ଆଉ ଆମ୍ଭମାନେେ ମହା କ୍ଲେଶ ରେ ଅଛୁ।
ଧନବାନ ଦରିଦ୍ର ଉପ ରେ କତ୍ତୃର୍ତ୍ବ କରେ, ପୁଣି ଋଣୀ ମହାଜନର ଦାସ ହୁଏ।