ଆହୁରି ସହେି ସମୟରେ ଯିହୁଦାର କୁଳିନମାନେ ଟୋବିୟ ନିକଟକୁ ଅନକେ ପତ୍ର ପଠାଇଲେ ଓ ଟୋବିୟର ନାନା ପତ୍ର ସମାନଙ୍କେ ନିକଟକୁ ଆସିଲା।
Cross references
ତକୋଯୀଯ ଲୋକମାନେ ମରାମତି କଲେ। ସମାନଙ୍କେ କୁଳିନ ବର୍ଗ ଆପଣାମାନଙ୍କ ପ୍ରଭୁଙ୍କ କର୍ମ ରେ ହସ୍ତକ୍ଷପେ କଲେ ନାହିଁ।
ମୁଁ ଏ ବିଷଯ ରେ ଚିନ୍ତା କଲି, ତା'ପରେ ମୁଁ କୁଳିନମାନଙ୍କ ଓ ଅଧିକାରୀମାନଙ୍କ ବିରୁଦ୍ଧ ରେ ଏକ ନ୍ଯାଯିକ ବାଦାନୁବାଦ କଲି। ମୁଁ ସମାନଙ୍କେୁ କହିଲି, ତୁମ୍ଭମାନେେ ତୁମ୍ଭ ଭାଇମାନଙ୍କଠାରୁ ସୁଧ ନେଉଛ, ତୁମ୍ଭର ସଇଟୋ ବନ୍ଦକରିବା ଉଚିତ୍। ଏହାପରେ ମୁଁ ଏକ ମହାସଭା ଡାକିବି।
ମହାୟାଜକ ଇଲିଯାଶୀବ୍ର ପୁତ୍ର ଯିହାୟୋଦାରଦାର ପୁତ୍ରମାନଙ୍କ ମଧ୍ଯରୁ ଜଣେ ପୁତ୍ର ହାରୋଣୀଯ ସନ୍ବଲ୍ଲଟର ଜ୍ବାଇଁ ଥିଲା। ମୁଁ ସହେି ଲୋକଙ୍କୁ ମାଠାରୁେ ଗ୍ଭଲିୟିବା ପାଇଁ ବାଧ୍ଯ କରିଥିଲି।
ମୁଁ ବିବ୍ରତ, କାରଣ ଫଳ ତୋଳିଲା ପ ରେ ଫଳ ବଗିଗ୍ଭ ଶ୍ରୀହୀନ ହେଲାପରି ମୁଁ ହାଇେଅଛି ଏବଂ ଦ୍ରାକ୍ଷାଲତାରୁ ଦ୍ରାକ୍ଷାଫଳ ତୋଳା ସରିଗଲା ପରି ମୁଁ ହାଇେଅଛି। ଗୋଟିଏ ହେଲେ ଫଳ ଦ୍ରାକ୍ଷାଲତା ରେ ଖାଇବାକୁ ନାହିଁ କି ମାରେ ପ୍ରିଯ ପ୍ରଥମ ପକ୍ବ ଡିମିରି ଫଳ ନାହିଁ।
ସେତବେେଳେ ଅନକେ ବିଶ୍ବସୀ ଲୋକ ବିଶ୍ବାସ ହ ରଇେ ବସିବେ। ସମାନେେ ପରସ୍ପରର ବିରୋଧୀ ହବେ ଓ ପରସ୍ପରକୁ ଘୃଣା କରିବେ।