Home Bibles ନିହିମିୟା 6:5 · ଓଡ଼ିଆ ବାଇବେଲ
ନିହିମିୟା 6:5 · ଓଡ଼ିଆ ବାଇବେଲ

ଏହାପରେ ସନ୍ବଲ୍ଲଟ୍ ଆପଣା ଦାସ ହାତ ରେ ଖଣ୍ଡେ ଚିଠିଦଇେ ପଞ୍ଚମ ଥର ସହେି ସମବାର୍ତ୍ତା ପଠାଇଲା।

Cross references

ଦିତୀୟ ରାଜାବଳୀ 18:26

ତା'ପରେ ହିଲକିଯର ପୁତ୍ର ଇଲିଯାକୀମ୍, ଶିବନ ଓ ୟୋଯାହ ରବଶାକିକୁ କହିଲେ, ବିନଯ କରୁଅଛୁ, ଆପଣ ଅରାମୀଯ ଭାଷା ରେ ଦାସମାନଙ୍କୁ କୁହନ୍ତୁ। ଆମ୍ଭମାନେେ ତାହା ବୁଝୁଅଛୁ। କିନ୍ତୁ ଆପଣ ୟିହୁଦୀଯ ଭାଷା ରେ କୁହନ୍ତୁ ନାହିଁ କାରଣ ପ୍ରାଚୀର ଉପରିସ୍ଥ ଲୋକମାନେ ଆମ୍ଭମାନଙ୍କ କଥା ଶୁଣି ପାରିବେ।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 2:11

ଏପରି କରିବା ଉଦ୍ଦେଶ୍ଯ ଯେ, ଶୟତାନ ଆମଠାରୁ ବିଜୟ ନ ହେଉ। ଆମ୍ଭେ ଶୟତାନର ଯୋଜନାଗୁଡ଼ିକ ବିଷୟ ରେ ଅତି ଭଲ ଭାବରେ ଜାଣୁ।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 11:13

ସମାନେେ ସବୁବେଳେ ଦେଖଇବାକୁ ଚେଷ୍ଟା କରନ୍ତି ଯେ, ଯେଉଁ କାରଣ ପାଇଁ ଆମ୍ଭେ ଗର୍ବ କରୁଛୁ, ସମାନେେ ମଧ୍ଯ ସେଥିପାଇଁ ଗର୍ବ କରନ୍ତି। ସମାନେେ ଭଣ୍ଡ ପ୍ ରରେିତ। ସମାନେେ ପ୍ରତାରକ। ଲୋକେ ଯେପରି ସମାନଙ୍କେୁ ଖ୍ରୀଷ୍ଟଙ୍କର ପ୍ ରରେିତ ବୋଲି ଭାବିବେ, ଏଥିପାଇଁ ସମାନେେ ନିଜର ବେଶ ବଦଳାଇଥାନ୍ତି।

ଏଫିସୀୟଙ୍କ ପ୍ରତି ପତ୍ର 6:11

ପରମେଶ୍ବରଙ୍କର ଆତ୍ମରକ୍ଷଣ ଅସ୍ତ୍ର ପିନ୍ଧ। ଏହା ପିନ୍ଧିବା ଦ୍ବାରା ତୁମ୍ଭେ ଶୟତାନର ମନ୍ଦ ଚତୁରତା ବିରୁଦ୍ଧ ରେ ସଂଘର୍ଷ କରି ପାରିବ।

ଥେସଲନୀକୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 2:10

ଯେଉଁ ଲୋକମାନେ ହଜିଯାଇଛନ୍ତି, ସମାନଙ୍କେୁ ଠକିବାକୁ ଏହି ମନ୍ଦବ୍ଯକ୍ତି ପ୍ରେତ୍ୟକକ ପ୍ରକାରର ମନ୍ଦ ଫାନ୍ଦ ସୃଷ୍ଟି କରିବ। କାରଣ ସମାନେେ ସତ୍ଯକୁ ଭଲ ପାଇବା ପାଇଁ ଅସ୍ବୀକାର କଲେ, ଯାହା ଦ୍ବାର ସମାନେେ ଉଦ୍ଧାର ପାଇଥାନ୍ତେ।

Interlinear

Choose Theme