ନିହିମିୟା 7:71 · ଓଡ଼ିଆ ବାଇବେଲ
ଆଉ ପରିବାରର କେତକେ ପ୍ରଧାନ ଲୋକ କୋଷାଗାରକୁ 20,000 ସ୍ବର୍ଣ୍ଣ ମୁଦ୍ରା ଓ 2,200 ରୂପାମୁଦ୍ରା ଦେଲେ।
Cross references
ଆୟୁବ ପୁସ୍ତକ 34:19
ପରମେଶ୍ବର ଅନ୍ୟମାନଙ୍କଠାରୁ ନେତାମାନଙ୍କୁ ଭଲ ପାଆନ୍ତି ନାହିଁ। ଏବଂ ପରମେଶ୍ବର ଧନୀ ଲୋକମାନଙ୍କୁ ଗରିବ ଲୋକମାନଙ୍କ ଠାରୁ ଅଧିକ ଭଲ ପାଆନ୍ତି ନାହିଁ। କାହିଁକି ? କାରଣ ପରମେଶ୍ବର ସମସ୍ତଙ୍କୁ ସୃଷ୍ଟି କରିଛନ୍ତି।
ଲୂକଲିଖିତ ସୁସମାଚାର 21:1
ଯୀଶୁ ଦେଖିଲେ ଯେ କେତକେ ଧନୀଲୋକ ମନ୍ଦିରର ଦାନବାକ୍ସ ରେ ପରମେଶ୍ବରଙ୍କ ପାଇଁ ଦାନ ଦେଉଛନ୍ତି।
କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 8:12
ଯଦି ତୁମ୍ଭମାନଙ୍କର ଦାନ ଦବୋର ଇଚ୍ଛା ଅଛି, ତା' ହେଲେ ତୁମ୍ଭମାନଙ୍କର ଦାନ ଗ୍ରହଣୀୟ ହବେ। ତୁମ୍ଭମାନଙ୍କ ପାଖ ରେ ଯାହା ଅଛି, ସହେି ଅନୁସାରେ ତୁମ୍ଭମାନଙ୍କ ଦାନ ଗ୍ରାହ୍ଯ କରାୟିବ ; ତୁମ୍ଭମାନଙ୍କ ପାଖ ରେ ଯାହା ନାହିଁ, ସେ ଅନୁସାରେ ନୁହେଁ।