ନିହିମିୟା 8:11 · ଓଡ଼ିଆ ବାଇବେଲ
ଏହିପରି ଭାବରେ ଲବେୀୟମାନେ ସମସ୍ତ ଲୋକଙ୍କୁ ତୁନି କରାଇଲେ। ତୁମ୍ଭେ ସମସ୍ତେ ନିରବ ହୁଅ, କାରଣ ଆଜି ପବିତ୍ର ଦିନ। ତୁମ୍ଭମାନେେ ଦୁଃଖିତ ହୁଅ ନାହିଁ।
Cross references
ଗଣନା ପୁସ୍ତକ 13:30
କାଲେବ୍ ମାଶାଙ୍କେ ନିକଟରେ ଥିବା ଲୋକମାନଙ୍କୁ କହିଲେ, ଆସ ଆମ୍ଭମାନେେ ଏହାକୁ ଅକ୍ତିଆର କରିବା, ସମାନଙ୍କେୁ ପରାସ୍ତ କିରିବାକୁ ଆମ୍ଭମାନଙ୍କର ୟଥେଷ୍ଟ ବଳ ଅଛି।