Home Bibles ନିହିମିୟା 8:2 · ଓଡ଼ିଆ ବାଇବେଲ
ନିହିମିୟା 8:2 · ଓଡ଼ିଆ ବାଇବେଲ

ସପ୍ତମ ମାସର ପ୍ରଥମ ଦିନ ରେ ଯାଜକ ଏଜ୍ରା, ପୁରୁଷ ଓ ସ୍ତ୍ରୀ ସମ୍ମୁଖ ରେ ବ୍ଯବସ୍ଥାପୁସ୍ତକ ଆଣିଲେ। ସମସ୍ତେ ଯେଉଁମାନେ ଶୁଣିପାରିବେ ଓ ବୁଝିପାରିଲେ।

Cross references

ଲେବୀୟ ପୁସ୍ତକ 23:24

ଇଶ୍ରାୟେଲର ସନ୍ତାନଗଣଙ୍କୁ ତୁମ୍ଭେ କୁହ, ସପ୍ତମ ମାସର ପ୍ରଥମ ଦିନ ରେ ତୁମ୍ଭମାନଙ୍କର ମହାବିଶ୍ରାମ, ତୂରୀଧ୍ଯନି ଦ୍ବାରା ସ୍ମରଣାର୍ଥକ ପବିତ୍ର ସଭା ହବେ।

ଗଣନା ପୁସ୍ତକ 29:1

ଆଉ ସପ୍ତମ ମାସର ପ୍ରଥମ ଦିନ ରେ, ତୁମ୍ଭମାନଙ୍କର ଗୋଟିଏ ପବିତ୍ରସଭା ହବୋ ଉଚିତ୍। ସହେି ଦିନ ରେ ତୁମ୍ଭମାନେେ କୌଣସି କାର୍ୟ୍ଯ କରିବା ଉଚିତ୍ ନୁହଁ। ସହେି ଦିନଟି ତୁମ୍ଭମାନଙ୍କ ପାଇଁ ତୂରୀଧ୍ବନି କରିବାର ଦିନ।

ଦିତୀୟ ବିବରଣ 17:18

ଏବଂ ସେ ଯେତବେେଳେ ଶାସନ କରିବାକୁ ସିଂହାସନ ରେ ବ ସେ, ଲବେୀୟ ଯାଜକମାନେ ରଖିଥିବା ନଳାକାର ନିଯମ ପସ୍ତକରେ ଏକ ନକଲ ସେ ନିଜ ପାଇଁ କରିବା ଉଚିତ୍।

ଦିତୀୟ ବିବରଣ 31:9

ଏହାପରେ ମାଶାେ ବ୍ଯବସ୍ଥା ଲେଖି ଲବେୀ ବଂଶୀଯ ଯାଜକମାନଙ୍କୁ ଦେଲେ। ଯେଉଁମାନେ ସଦାପ୍ରଭୁଙ୍କର ନିଯମ ସିନ୍ଦକ୍ସ୍ଟକ ବାହକ ଥିଲେ। ମାଶାେ ଇଶ୍ରାୟେଲ ପ୍ରାଚୀନବର୍ଗମାନଙ୍କୁ ମଧ୍ଯ ଏହି ବ୍ଯବସ୍ଥା ଦେଲେ।

ଯିହୋଶୂୟ 8:35

ଇଶ୍ରାୟେଲର ସମସ୍ତ ଲୋକମାନେ ସଠାେରେ ଉପସ୍ଥିତ ଥିଲେ। ସଠାେରେ ମଧ୍ଯ ସମସ୍ତ ସ୍ତ୍ରୀ ଲୋକ, ପୁରୁଷ ଲୋକ, ପିଲାମାନେ, ଏବଂ ବିଦେଶୀମାନେ ସଠାେରେ ଉପସ୍ଥିତ ଥିଲେ। ବିଦେଶୀମାନେ ଇଶ୍ରାୟେଲଗଣଙ୍କ ସହିତ ବାସ କରୁଥିଲେ। ଏବଂ ସଠାେରେ ଯିହାଶୂେୟ ସମସ୍ତ ନିଯମ ପାଠ କରିଥିଲେ, ଯାହାକି ମାଶାଙ୍କେ ଦ୍ବାରା ସ୍ଥାପିତ ହାଇେଥିଲା।

ଦିତୀୟ ବଂଶାବଳୀ 17:7

ଯିହାଶାଫେଟ୍ ତାଙ୍କର ନେତାଗଣଙ୍କୁ ଯିହୁଦାର ସହରମାନଙ୍କୁ ଶିକ୍ଷା ଦବୋ ନିମନ୍ତେ ପଠାଇଲେ। ଏହା ଯିହାଶାଫେଟ୍ଙ୍କ ରାଜତ୍ବର ତୃତୀୟ ବର୍ଷ ରେ ଘଟିଲା। ସହେି ନେତାମାନେ ଥିଲେ ବିନ୍ହଯିଲ, ଓବଦିଯ, ଜିଖରିଯ, ନଥନେଲ୍ ଓ ମୀଖାଯ,

ନିହିମିୟା 8:18

ଆହୁରି ସେ ପ୍ରଥମ ଦିନାବଧି ଶଷଦେିନ ପର୍ୟ୍ଯନ୍ତ ପ୍ରତିଦିନ ପରମେଶ୍ବରଙ୍କ ବ୍ଯବସ୍ଥା ପୁସ୍ତକରୁ ପାଠ କଲେ। ପୁଣି ଲୋକମାନେ ସାତଦିନ ପର୍ୟ୍ଯନ୍ତ ପର୍ବପାଳନ କଲେ। ଆଉ ନିଯମ ଅନୁସାରେ ଅଷ୍ଟମ ଦିନ ମହାସଭା ହେଲା।

ନିହିମିୟା 10:29

ସମାନେେ ହେଲେ, ଲୋକମାନଙ୍କର ଅବଶିଷ୍ଟାଂଶ ଯାଜକମାନେ, ଲବେୀୟମାନେ, ଦ୍ବାରପାଳମାନେ, ଗାଯକମାନେ, ନଥୀନୀଯମାନେ ଓ ଯେ ସମସ୍ତ ଲୋକ ଯେଉଁମାନେ ସମାନଙ୍କେୁ ଅନ୍ୟ ସ୍ଥାନ ରେ ଲୋକମାନଙ୍କଠାରୁ ଅଲଗା କଲେ, କାରଣ ସମାନେେ ପରମେଶ୍ବରଙ୍କର ବ୍ଯବସ୍ଥା ରଖିପାରିବେ। ସମାନେେ ସମାନଙ୍କେର ସ୍ତ୍ରୀଗଣ, ସମାନଙ୍କେର ପୁତ୍ରଗଣ ଓ ସମାନଙ୍କେର କନ୍ଯାଗଣ, ପ୍ରେତ୍ୟକକ ଜ୍ଞାନବାନ ଓ ବୁଦ୍ଧିମାନ ଲୋକ, ସମାନେେ ସମାନଙ୍କେର ଭାତୃଗଣ, ସମାନଙ୍କେର କୁଳୀନଗଣ ଏହି ଶପଥ ନବୋ ପାଇଁ ରାଜି ଥିଲେ।

ନିହିମିୟା 13:1

ସହେିଦିନ ସମାନେେ ଲୋକମାନଙ୍କୁ ଜଣାଇବାକୁ ମାଶାଙ୍କେ ପୁସ୍ତକରୁ ପାଠ କଲେ। ପୁଣି ତହିଁ ମଧିଅରେ ଲିଖିତ ଏହି କଥା ମିଳିଲା, ଯେ ଅେମ୍ମାନୀୟ ଓ ମାୟୋବୀଯ ଲୋକ କବେେ ପରମେଶ୍ବରଙ୍କ ସଭା ରେ ପ୍ରବେଶ କରିବେ ନାହିଁ।

ଯିଶାଇୟ 28:9

ସଦାପ୍ରଭୁ ଜ୍ଞାନ ଶିକ୍ଷା ଦବୋକୁ ଇଚ୍ଛା କରନ୍ତି। ଓ ତାଙ୍କ ସୁସମାଚାର ବୁଝାଇବାକୁ ଇଚ୍ଛା କରୁଛନ୍ତି। ମାତ୍ର ଲୋକମାନେ ଦୁଗ୍ଧ ପୋଷ୍ଯ ଶିଷ୍ଯ ସଦୃଶ ବୁଝିବାକୁ ଅକ୍ଷମ।

ମଲାଖୀ 2:7

ଜଣେ ଯାଜକ ପରମେଶ୍ବରଙ୍କ ଶିକ୍ଷାସମୂହ ଜାଣିବା ଉଚିତ୍। ଲୋକମାନେ ଯାଜକମାନଙ୍କ ନିକଟକୁ ୟାଇ ପରମେଶ୍ବରଙ୍କ ଶିକ୍ଷାସମୂହ ଗ୍ରହଣ କରିବା ଉଚିତ୍। କାରଣ ଜଣେ ଯାଜକ ସର୍ବଶକ୍ତିମାନ୍ ସଦାପ୍ରଭୁଙ୍କର ଦୂତ ଅଟେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 15:21

ସମାନେେ ଏସବୁ କରିବା ଉଚ଼ିତ ନୁହେଁ, କାରଣ ଆରମ୍ଭରୁ ମାଶାଙ୍କେ ବ୍ଯବସ୍ଥା ପାଠ କରୁଥିବା ଲୋକେ ପ୍ରତି ନଗର ରେ ଏବେ ମଧ୍ଯ ଅଛନ୍ତି ଏବଂ ତାହାଙ୍କର ବ୍ଯବସ୍ଥା ସମାଜଗୃହମାନଙ୍କ ରେ ପ୍ରତି ବିଶ୍ରାମବାର ରେ ପାଠ କରାଯାଏ।

Interlinear

Choose Theme