Home Bibles ନିହିମିୟା 8:4 · ଓଡ଼ିଆ ବାଇବେଲ
ନିହିମିୟା 8:4 · ଓଡ଼ିଆ ବାଇବେଲ

ଏଜ୍ରା ଯାଜକ ସହେି କାର୍ୟ୍ଯ ନିମନ୍ତେ ନିର୍ମିତ କାଠମଯ ମଞ୍ଚା ଉପରେ ଠିଆ ହେଲେ। ଆଉ ଦକ୍ଷିଣ ପାଶର୍‌ବ ରେ ତାଙ୍କ ନିକଟରେ ମତ୍ତଥିଯ, ଶମାେ, ଅନାଯ, ଊରିଯ, ହିଲ୍କିଯ, ମା ସଯେ ଠିଆ ହେଲେ, ଏବଂ ତାଙ୍କ ବାମ ପାଶର୍‌ବ ରେ ପଦାଯ ଓ ମୀଶାଯଲେ, ମଲକିଯ, ହଶୁମ ଓ ହଶ୍ବଦ୍ଦାନା, ଜିଖରିଯ ଓ ମଶୁଲ୍ଲମ ଠିଆ ହେଲେ।

Cross references

ଦିତୀୟ ବଂଶାବଳୀ 6:13

ଶଲୋମନ 26 ମିଟର ଲମ୍ବ ଓ 26 ମଟର ପ୍ରସ୍ଥ ଓ 15 ମିଟର ଉଚ୍ଚତା ବିଶିଷ୍ଟ ପିତ୍ତଳର ଏକ ମଞ୍ଚ ନିର୍ମାଣ କରିଥିଲେ ଓ ତାହାକୁ ବାହାର ପ୍ରାଙ୍ଗଣର ମଧ୍ଯଭାଗ ରେ ସ୍ଥାପିତ କରିଥିଲେ। ଏହାପରେ, ସେ ସହେି ମଞ୍ଚ ଉପରେ ଠିଆ ହେଲେ ଓ ଏକତ୍ରୀତ ହାଇେଥିବା ସମଗ୍ର ଇଶ୍ରାୟେଲର ଲୋକମାନଙ୍କ ସମ୍ମୁଖ ରେ ଆଣ୍ଠାଇେ ପଡ଼ିଲେ। ଶଲୋମନ ଆକାଶ ଆଡ଼େ ଆପଣା ଦୁଇ ହସ୍ତ ବିସ୍ତାର କଲେ।

ଏଜ୍ରା 10:29

ଆଉ ବାନିର ବଂଶଧରଗଣ ମଧ୍ଯରୁ ମଶୁଲ୍ଲମ୍, ମଲ୍ଲକ ଓ ଅଦାଯା, ଯାଶୂବ୍, ଶାଲ ଓ ଯି ରମୋେତ୍।

ଏଜ୍ରା 10:33

ହଶୂମର ବଂଶଧରଗଣ ମଧ୍ଯରୁ ମତ୍ତନଯ ମତ୍ତତ୍ତ, ସାବଦ୍, ଇଲିଫଲେଟ୍, ୟି ରମେଯ, ମନଃଶି, ଶିମିଯି।

ନିହିମିୟା 9:4

ଏହାପରେ, ଯଶୂେଯ, ବାନି, କଦ୍ମୀଯେଲ୍, ଶବନିଯ, ବୁନ୍ନି, ଶେ ରବେିଯ, ବାନି ଓ କନାନି ଲବେୀୟମାନଙ୍କ ପଛ ରେ ଛିଡା ହାଇେ ସଦାପ୍ରଭୁ ସମାନଙ୍କେର ପରମେଶ୍ବରଙ୍କଠା ରେ ଉଚ୍ଚସ୍ବର ରେ କ୍ରନ୍ଦନ କଲେ।

ନିହିମିୟା 10:3

ପଶ୍ହୂର, ଅମରିଯ ମଲକିଯ,

ନିହିମିୟା 10:7

ମଶୁଲ୍ଲମ୍, ଅବିଯ, ମିଯାମୀନ,

ନିହିମିୟା 10:18

ହୋଦିଯ, ହଶୁମ୍, ବେତ୍ସଯ,

ନିହିମିୟା 10:20

ମଗ୍ପୀଯସ, ମଶୁଲ୍ଲମ୍ ଓ ହଷେୀର,

ନିହିମିୟା 10:25

ରହୂମ୍, ହଶବ୍ନା ଓ ମା ସଯେ,

ନିହିମିୟା 11:5

ବାଋକର ପୁତ୍ର ମା ସଯେ, ବାଋକ୍ କଲ୍-ହୋଷିର ପୁତ୍ର ଥିଲା। କଲ-ହୋଷି ହସାଯର ପୁତ୍ର, ହସାଯ ଅଦାଯାର ପୁତ୍ର, ଅଦାଯା ୟୋଯାରୀବର ପୁତ୍ର, ୟୋଯାରୀବ୍ ଜିଖରିଯର ପୁତ୍ର ଥିଲା। ଜିଖରିଯ ଶୀଲୋନିଯମାନଙ୍କର ଭବିଷ୍ଯତ୍ ବଂଶଧର ଥିଲା।

ନିହିମିୟା 11:7

ବିନ୍ଯାମୀନର ବଂଶଧରମାନେ, ଯଥା: ମଶୁଲ୍ଲମର ପୁତ୍ର ସଲ୍ଲୁ, ମଶୁଲ୍ଲମ ୟୋଯଦରେ ପୁତ୍ର, ୟୋଯେଦ୍ ପଦାଯର ପୁତ୍ର ଥିଲା, ପଦାଯ କୋଲାଯାର ପୁତ୍ରଥିଲା, କୋଲାଯା ମା ସଯରେ ପୁତ୍ର ଥିଲା, ମା ସଯେ ଇଥୀଯଲରେ ପୁତ୍ର, ଇଥୀଯଲେ ୟିଶାଯାହର ପୁତ୍ର ଥିଲା।

ନିହିମିୟା 12:13

ଏଜ୍ରା ପରିବାରର ମୁଖ୍ଯ ଥିଲେ ମଶୁଲ୍ଲମ୍। ଅମରିଯ ପରିବାରର ଯିହାହୋନନ୍ ମୁଖ୍ଯ ଥିଲେ।

Interlinear

Choose Theme