ସହେି ମାସ ଚବିଶ ଦିନ ରେ ଇଶ୍ରାୟେଲର ଲୋକମାନେ ଏକତ୍ରୀତ ହେଲେ। ସମାନେେ ଉପବାସ କରି ଦୁଃଖଦ ବସ୍ତ୍ର ପିନ୍ଧି ଏବଂ ସମାନଙ୍କେ ମୁଣ୍ତ ରେ କାଦୁଅ ବୋଳି ଏକତ୍ର ଠିଆ ହେଲେ।
Cross references
ତୁମ୍ଭେ ଇଶ୍ରାୟେଲର ସନ୍ତାନଗଣଙ୍କୁ କୁହ, ସପ୍ତମ ମାସର ପଞ୍ଚଦଶ ଦିନଠାରୁ ସାତଦିନ ୟାଏ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ପତ୍ରକୁଟୀର ପର୍ବ ପାଳିତ ହବେ।
ସପ୍ତମ ମାସର ପଞ୍ଚଦଶ ଦିନ ଯେତବେେଳେ ତୁମ୍ଭମାନେେ ଭୂମିରୁ ଶସ୍ଯ ସଂଗ୍ରହ କରିସାରିବ ତୁମ୍ଭମାନେେ ସାତଦିନ ୟାଏ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଅବଶ୍ଯ ପର୍ବ ପାଳନ କରିବ। ପ୍ରଥମ ଦିନ ସ୍ବତନ୍ତ୍ର ବିଶ୍ରାମଦିନ ହବେ ଓ ଅଷ୍ଟମ ଦିନ ସ୍ବତନ୍ତ୍ର ବିଶ୍ରାମଦିନ ହବେ।
ଯେତବେେଳେ ୟିହୋଶୂଯ ଏହା ଶୁଣିଲେ। ସେ ତାଙ୍କର ଦକ୍ସ୍ଟଃଖ ଜଣାଇବା ପାଇଁ, ତାଙ୍କର ବସ୍ତ୍ରକକ୍ସ୍ଟ ଚିରି ଦେଲେ। ସେ ସଦାପ୍ରଭୁଙ୍କ ପବିତ୍ର ସିନ୍ଦକ୍ସ୍ଟକ ନିକଟରେ ମଥାମାଡି ଭୂମିରେ ପଡି ରହିଲେ। ଯିହାଶୂେୟ ଇଶ୍ରାୟେଲର ନତେୃବର୍ଗଙ୍କ ସହିତ ସଠାେରେ ରହିଲେ, ଯେଉଁମାନେ ସନ୍ଧ୍ଯା ପର୍ୟ୍ଯନ୍ତ ଦକ୍ସ୍ଟଃଖ ଜଣାଇ ସମାନଙ୍କେର ମସ୍ତକରେ ଧୂଳି ଫିଙ୍ଗିଲେ।
ଏହାପରେ ଇଶ୍ରାୟେଲର ସମସ୍ତ ଲୋକ ବୈଥଲହମେକକ୍ସ୍ଟ ଗଲେ। ସହେି ସ୍ଥାନ ରେ ସମାନେେ ବସି ସଦାପ୍ରଭୁଙ୍କୁ ଗକ୍ସ୍ଟହାରି ଜଣାଇଲେ। ସମାନେେ ସଠାେରେ ଦିନ ତମାମ କିଛି ଖାଇଲେ ନାହିଁ। ସମାନେେ ମଧ୍ଯ ମଦାପ୍ରଭକ୍ସ୍ଟଙ୍କକ୍ସ୍ଟ ହାମବେଳି ଓ ମଙ୍ଗଳାର୍ଥକ ବଳି ପ୍ରଦାନ କଲେ।
ସୈନ୍ଯମାନଙ୍କ ମଧ୍ଯରକ୍ସ୍ଟ ଜଣେ ବିନ୍ଯାମୀନିଯ ଲୋକ ୟକ୍ସ୍ଟଦ୍ଧଭୂମି ଛାଡି ଦଲୋ ଓ ସାରା ରାସ୍ତା ରେ ସିଯୋଲ ଆଡକକ୍ସ୍ଟ ଦୌଡିଲା। ତା'ର ବସ୍ତ୍ରଗକ୍ସ୍ଟଡିକ ଚିରିଗଲା ଏବଂ ତା'ର ମସ୍ତକରେ ମାଟି ଥିଲା। ସହେିଦିନ ସେ ସିଯୋଲ ରେ ପହଞ୍ଚିଲା
ତା'ପରେ ତୃତୀୟ ଦିନ ଶାଉଲଙ୍କର ଛାଉଣୀରକ୍ସ୍ଟ ଜଣେ ସୈନ୍ଯ ସିକ୍ଲଗ୍କକ୍ସ୍ଟ ଆସିଲା। ସେ ଲୋକଟି ଅତ୍ଯନ୍ତ ଦକ୍ସ୍ଟଃଖିତ ଥିଲା। ତା'ର ବସ୍ତ୍ର ଚିରି ୟାଇଥିଲା ଏବଂ ତା' ମକ୍ସ୍ଟଣ୍ତ ରେ ମାଟି ବୋଳି ହାଇେଥିଲା। ଉକ୍ତ ଲୋକ ଜଣକ ଦାଉଦଙ୍କ ପାଖକକ୍ସ୍ଟ ଆସି ଭୂମିଷ୍ଠ ପ୍ରଣାମ କଲା।
ସପ୍ତମ ମାସର ତଇେଶତମ ଦିନ ରେ ଶଲୋମନ ଲୋକମାନଙ୍କୁ ସମାନଙ୍କେ ଗୃହମାନଙ୍କୁ ପଠାଇ ଦେଲେ। ଲୋକମାନେ ଅତ୍ଯନ୍ତ ଆନନ୍ଦିତ ଥିଲେ ଓ ସମାନଙ୍କେ ହୃଦଯ ଆନନ୍ଦ ରେ ପୂର୍ଣ୍ଣ ଥିଲା, କାରଣ ସଦାପ୍ରଭୁ ଦାଉଦ, ଶଲୋମନ ଓ ତାଙ୍କ ଲୋକ ଇଶ୍ରାୟେଲ ପ୍ରତି ଅତ୍ଯନ୍ତ ମଙ୍ଗଳମଯ ହାଇେଥିଲେ।
ଯିହାଶାଫେଟ୍ ଏହା ଶୁଣି ଭୟଭୀତ ହାଇପେଡ଼ିଲେ ଓ କ'ଣ କରିବାକୁ ହବେ, ତାହା ସଦାପ୍ରଭୁଙ୍କଠାରୁ ପଚାରିବା ନିମନ୍ତେ ସ୍ଥିର କଲେ, ସେ ସାରା ଯିହୁଦା ରେ ଉପବାସର ସମୟ ଘୋଷଣା କଲେ।
ଏହାପରେ ଆମ୍ଭମାନଙ୍କ ନିମନ୍ତେ, ଆମ୍ଭମାନଙ୍କ ସନ୍ତାନମାନଙ୍କ ନିମନ୍ତେ, ଆମ୍ଭମାନଙ୍କର ସମସ୍ତ ସାମଗ୍ରୀ ନିମନ୍ତେ ଓ ସକଳ ସମ୍ପତ୍ତି ପାଇଁ ସରଳ ପଥ ପ୍ରାର୍ଥନା କରିବା ଅଭିପ୍ରାଯ ରେ ଆମ୍ଭମାନଙ୍କ ପରମେଶ୍ବରଙ୍କ ସାକ୍ଷାତ ରେ ଆପଣାମାନଙ୍କୁ ନମ୍ରକରିବା ପାଇଁ ମୁଁ ଅହିବାନଦୀ ନିକଟରେ ଉପବାସ ଘାଷେଣା କଲି।
ଏଣୁ ଆମ୍ଭମାନେେ ଉପବାସ କଲୁ ଏବଂ ଆମ୍ଭମାନଙ୍କ ପରମେଶ୍ବରଙ୍କ ନିକଟରେ ବିନତୀ କଲୁ ଏବଂ ସେ ଆମ୍ଭମାନଙ୍କ ପ୍ରାର୍ଥନାର ଉତ୍ତର ଦେଲେ।
ସପ୍ତମ ମାସର ପ୍ରଥମ ଦିନ ରେ ଯାଜକ ଏଜ୍ରା, ପୁରୁଷ ଓ ସ୍ତ୍ରୀ ସମ୍ମୁଖ ରେ ବ୍ଯବସ୍ଥାପୁସ୍ତକ ଆଣିଲେ। ସମସ୍ତେ ଯେଉଁମାନେ ଶୁଣିପାରିବେ ଓ ବୁଝିପାରିଲେ।
ପ୍ରେତ୍ୟକକ ପ୍ରଦେଶର ଯେଉଁ ଯେଉଁ ସ୍ଥାନକୁ ଏହି ରାଜା ଆଜ୍ଞା ଓ ନିଯମ ପତ୍ର ଗଲା, ସହେିସବୁ ସ୍ଥାନର ୟିହୁଦୀଯମାନଙ୍କ ମଧିଅରେ ମହାଶୋକ ଓ ଉପବାସ ଓ କ୍ରନ୍ଦନ ଓ ବିଳାପ ହେଲା। ପୁଣି ଅନକେେ ଅଖା ଓ ଭସ୍ମ ରେ ଶଯନ କଲେ।
ମୁଁ ଓ ମାରେ ଦାସୀଗଣ ସହେିପରି ଉପବାସ କରିବୁ, ତହୁଁ ବ୍ଯବସ୍ଥାନୁୟାଯୀ ନୋହିଲେ ହେଁ ମୁଁ ରାଜାଙ୍କ ନିକଟକୁ ୟିବି, ସେଥି ରେ ମଲେ ପେଛ ମରିବି।
କିନ୍ତୁ ଯେତବେେଳେ ସହେି ତିନି ବନ୍ଧୁ ଦୂରରୁ ଆୟୁବକୁ ଦେଖିଲେ, ସମାନେେ ତାକୁ ଚିହ୍ନି ପାରି ଉଚ୍ଚ ସ୍ବର ରେ କ୍ରନ୍ଦନ କରିବାକୁ ଲାଗିଲେ। ଆଉ ସମାନେେ ଆପଣା ବସ୍ତ୍ର ଚିରି ସ୍ବର୍ଗ ଆଡ଼କୁ ଚାହିଁ ଆପଣା ମୁଣ୍ଡ ଉପରେ ଧୂଳି ଫିଙ୍ଗିଲେ।
ତେଣୁ ମାରେ ପ୍ରଭୁ ସର୍ବଶକ୍ତିମାନ ସଦାପ୍ରଭୁ ଲୋକମାନଙ୍କୁ ରୋଦନ ଓ ବିଳାପ, ମସ୍ତକମୁଣ୍ଡନ ଓ କଟିଦେଶ ରେ ଚଟବସ୍ତ୍ର ପରିଧାନ କରିବାକୁ ଡ଼ାକି କହିଲେ।
ହେ ଯାଜକଗଣ, ଚଟ ବସ୍ତ୍ର ପରିଧାନ କରି ଉଚ୍ଚ ସ୍ବର ରେ ବିଳାପ କର। ହେ ୟଜ୍ଞବଦେୀର ପରିଗ୍ଭଳକ ଗଣ, ତୁମ୍ଭମାନେେ ଚଟ ବସ୍ତ୍ର ପରିଧାନ କରି ରାତ୍ରିୟାପନ କର। କାରଣ ପରମେଶ୍ବରଙ୍କ ମନ୍ଦିର ରେ ଶସ୍ଯ ନବୈେଦ୍ଯ ଓ ପଯେ ନବୈେଦ୍ଯ ମିଳିବ ନାହିଁ।
ଏହା ସଦାପ୍ରଭୁଙ୍କର ବାର୍ତ୍ତା: ବର୍ତ୍ତମାନ ତୁମ୍ଭମାନେେ ସର୍ବାନ୍ତକରଣ ରେ ଆମ୍ଭ ନିକଟକୁ ଫରେିଆସ। ମନ୍ଦ କର୍ମ କରିଥିଲ ବୋଲି ବିଳାପ କର। ସେଥିପାଇଁ ଉପବାସ କରି ପ୍ରାର୍ଥନା କର।
ସିୟୋନ ରେ ତୂରୀ ବଜାଅ। ମହାସଭା ପାଇଁ ଆହ୍ବାନ କର। ପ୍ରଭୁଙ୍କ ପାଇଁ ଉପବାସ କରିବାକୁ ଆହ୍ବାନ କର।
ନୀନିବୀର ଲୋକମାନେ ପରମେଶ୍ବରଙ୍କର ଏହି ବାର୍ତ୍ତାକୁ ବିଶ୍ବାସ କଲେ। କିଛିଦିନ ଉପବାସ କରିବାକୁ ସ୍ଥିର କଲେ। ସମାନେେ ଚଟ ବସ୍ତ୍ର ପରିଧାନ କଲେ ଏବଂ ଅନୁତାପ କଲେ। ସାନ ବଡ ସମସ୍ତ ଲୋକେ ଏହି କାର୍ୟ୍ଯ କଲେ।
ସମାନେେ ପ୍ରଭୁଙ୍କର ସବୋ ଓ ଉପବାସ କରୁଥିବା ସମୟରେ ପବିତ୍ର ଆତ୍ମା ସମାନଙ୍କେୁ କହିଲେ, ତୁମ୍ଭମାନେେ ମାେ ପାଇଁ ବର୍ଣ୍ଣବ୍ବା ଓ ଶାଉଲଙ୍କୁ ସ୍ବତନ୍ତ୍ର ଭାବେ ପୃଥକ କର, କାରଣ ମୁଁ ସମାନଙ୍କେୁ ଗୋଟିଏ ବିଶଷେ କାର୍ୟ୍ଯ କରିବା ପାଇଁ ଆହ୍ବାନ କରିଅଛି।