Home Bibles ନିହିମିୟା 9:12 · ଓଡ଼ିଆ ବାଇବେଲ
ନିହିମିୟା 9:12 · ଓଡ଼ିଆ ବାଇବେଲ

ତୁମ୍ଭେ ଦିବସ ରେ ମେଘ ସ୍ତମ୍ଭ ଦ୍ବାରା, ରାତ୍ର ରେ ସମାନଙ୍କେ ୟିବା ବାଟକୁ ଦୀପ୍ତି ଦବୋ ନିମନ୍ତେ ଅଗ୍ନିସ୍ତମ୍ଭ ଦ୍ବାରା ଗମନ କରାଇଲ।

Cross references

ଯାତ୍ରା ପୁସ୍ତକ 13:21

ସଦାପ୍ରଭୁ ସମାନଙ୍କେୁ ଆଗକୁ ପଥ କଢାଇ ନେଲେ, ଦିନ ବେଳେ ସଦାପ୍ରଭୁ ସମାନଙ୍କେୁ ମେଘସ୍ତମ୍ଭ ଦ୍ବାରା ରାସ୍ତା ଦଖାଇେଲେ ଏବଂ ରାତି ରେ ସେ ସମାନଙ୍କେୁ ଅଗ୍ନିସ୍ତମ୍ଭ ସାହାୟ୍ଯ ରେ ଆଗଇେ ନେଲେ।

ଯାତ୍ରା ପୁସ୍ତକ 14:19

ଏହାପରେ ସଦାପ୍ରଭୁଙ୍କର ଦୂତ ୟିଏକି ଇଶ୍ରାୟେଲୀୟ ସୈନ୍ଯମାନଙ୍କ ଆଗ ରେ ଥିଲେ, ସମାନଙ୍କେ ପଛକୁ ଗଲେ। ତେଣୁ ଘନମେଘ ସହେି ଲୋକମାନଙ୍କ ସମ୍ମୁଖ ରେ ଗତିକରି ପଛ ପଟକୁ ଗଲା।

ଗଣନା ପୁସ୍ତକ 9:16

ଏହା ସବୁ ସମୟରେ ଘଟେ। ମେଘ ପବିତ୍ର ତମ୍ବୁକୁ ଆଚ୍ଛାଦନ କଲା ଏବଂ ରାତି ରେ ଏହା ଅଗ୍ନିତୁଲ୍ଯ ଦଖାଗେଲା।

ଗଣନା ପୁସ୍ତକ 9:21

ବେଳେ ବେଳେ ପବିତ୍ର ତମ୍ବୁ ଉପରେ ମେଘ ସନ୍ଧ୍ଯାଠାରୁ ପ୍ରଭାତ ପର୍ୟ୍ଯନ୍ତ ରହିଲା ଓ ପ୍ରଭାତ ରେ ମେଘ ଗତିକଲା। ତେଣୁ ଇଶ୍ରାୟେଲ ଲୋକମାନେ ମଧ୍ଯ ଗତି କଲେ। ସହେି ଦିନ ରେ କିମ୍ବା ରାତି ରେ ମେଘ ଗତି କରୁଥିଲା, ଇଶ୍ରାୟେଲର ଲୋକମାନେ ୟାତ୍ର ଆରମ୍ଭ କଲେ।

ଦିତୀୟ ବିବରଣ 1:33

ଯେତବେେଳେ ତୁମ୍ଭମାନେେ ୟାତ୍ରା କରୁଥିଲ, ସେ ତୁମ୍ଭର ଆଗେ ଆଗେ ୟାଇ ତୁମ୍ଭମାନଙ୍କର ତମ୍ବୁ ପକାଇବା ନିମନ୍ତେ, ସ୍ଥାନ ନରକ୍ସ୍ଟପଣ କରୁଥିଲେ। ଏବଂ ତୁମ୍ଭମାନଙ୍କୁ ପଥ ଦଖାଇବୋ ପାଇଁ ସେ ରାତ୍ର ରେ ଅଗ୍ନିଶିଖା, ଦିନ ରେ ମେଘସ୍ତମ୍ଭଦ୍ବାରା ଗମନ କଲେ।

ନିହିମିୟା 9:19

ସେତବେେଳେ ତୁମ୍ଭେ ତୁମ୍ଭର ମହାନ କରୁଣା ଯୋଗୁଁ ସମାନଙ୍କେୁ ପ୍ରାନ୍ତର ରେ ପରିତ୍ଯାଗ କଲ ନାହିଁ। ପଥ ପଢାଇବା ନିମନ୍ତେ ଦିବସ ରେ ମେଘସ୍ତମ୍ଭ ଓ ରାତ୍ରି ରେ ଅଗ୍ନି ମଶାଲକୁ ସମାନଙ୍କେଠାରୁ ଛଡାଇ ନଇେ ନାହିଁ।

ଗୀତସଂହିତା 78:14

ପ୍ରତିଦିନ ଏବଂ ରାତ୍ରିରେ ପରମେଶ୍ବର ମେଘଦ୍ବାରା ଓ ଅଗ୍ନିତଜେ ଦ୍ବାରା ସମାନଙ୍କେୁ ପଥ କଢ଼ାଇଲେ।

ଗୀତସଂହିତା 105:39

ପରମେଶ୍ବର କମ୍ବଳ ସ୍ବରୂପ ବାଦଲକୁ ମଲେି ଦେଲେ। ପରମେଶ୍ବର ନିଜ ଲୋକମାନଙ୍କୁ ରାତିରେ ଦଖାଇବୋ ପାଇଁ ଏକ ଅଗ୍ନିସ୍ତମ୍ବ ପ୍ରଜ୍ବଳନ କଲେ।

ଗୀତସଂହିତା 107:7

ପରମେଶ୍ବର ସମାନଙ୍କେୁ ବସତି ନଗରକୁ ଆଗଇେ ନଲେେ, ଯେଉଁଠାରେ ସମାନେେ ବାସ କରିପାରିବେ।

ଗୀତସଂହିତା 143:8

ସଦାପ୍ରଭୁ ତୁମ୍ଭର ସ୍ନହପେୂର୍ଣ୍ଣ କରୁଣା ମାେତେ ପ୍ରଭାତରେ ଦଖାେଅ। ମୁଁ ତୁମ୍ଭ ଉପରେ ଭରସା କରେ। ମୁଁ ଯେଉଁ ପଥରେ ୟିବା ଉଚିତ୍ ମାେତେ ସହେି ପଥ ଦଖାେଅ। କାରଣ ମୁଁ ମାରେ ପ୍ରାଣ ତୁମ୍ଭ ହାତରେ ଟକେି ଦଇେଅଛି।

ଯିହିଜିକଲ 20:6

ସହେିଦିନ ମୁଁ ସମାନଙ୍କେୁ ମିଶର ଦେଶରୁ ବାହାର କରି ଆଣିଲି ଓ ସମାନଙ୍କେୁ ଏପରି ଏକ ଦେଶକୁ ନଇଗେଲି ଯେଉଁଠା ରେ ଦୁଗ୍ଧ ମଧୁ ପ୍ରଚୁର ଥିଲା ଓ ଯେଉଁ ଦେଶ ସମସ୍ତ ଦେଶ ମଧିଅରେ ଗୌରବମଯ ଥିଲା।

Interlinear

Choose Theme