ତୁମ୍ଭେ ଗ୍ଭଳିଶ ବର୍ଷ ପର୍ୟ୍ଯନ୍ତ ପ୍ରାନ୍ତର ରେ ସମାନଙ୍କେୁ ପ୍ରତିପାଳନ କଲ। ସମାନଙ୍କେର କିଛି ଅଭାବ ହେଲା ନାହିଁ। ସମାନଙ୍କେର ବସ୍ତ୍ର ଜୀର୍ଣ୍ଣ ହେଲା ନାହିଁ ଓ ସମାନଙ୍କେର ପାଦ ଫୁଲିଲା ନାହିଁ।
Cross references
ଲୋକମାନେ ଚାଳିଷ ବର୍ଷ ପର୍ୟ୍ଯନ୍ତ ଏହି ମାନ୍ନା ଖାଇଲେ। ସମାନେେ ଏହି ମାନ୍ନା ବସତିଦେଶ ରେ ଉପସ୍ଥିତ ନ ହବୋ ୟାଏ ଏହିପରି ଭୋଜନ କଲେ। କିଣାନ ଦେଶର ସୀମା ରେ ପହଁଞ୍ଚିବା ପର୍ୟ୍ଯନ୍ତ ସମାନେେ ମାନ୍ନା ଖାଇଲେ।
'ତୁମ୍ଭମାନଙ୍କ ସନ୍ତାନଗଣ ଚାଳିଶ ବର୍ଷ ଏହି ପ୍ରାନ୍ତର ରେ ଭ୍ରମଣ କରିବେ ଓ ସମାନେେ ତୁମ୍ଭମାନଙ୍କର ଅବିଶ୍ବସ୍ତତା ପାଇଁ ୟନ୍ତ୍ରଣା ଭୋଗ କରିବେ। ତୁମ୍ଭମାନଙ୍କ ଶବ ଏହି ମରୁଭୂମିରେ ବିନଷ୍ଟ ନ ହବୋ ପର୍ୟ୍ଯନ୍ତ ସମାନେେ ତୁମ୍ଭମାନଙ୍କ ବ୍ଯଭିଚାରର, ତୁମ୍ଭେ ତୁମ୍ଭର ପାପର ଫଳ ଭୋଗିବ।
ମନରେଖ, ସଦାପ୍ରଭୁ ତୁମ୍ଭର ପରମେଶ୍ବର ତକ୍ସ୍ଟମ୍ଭ ହସ୍ତର ସମସ୍ତ କର୍ମ ରେ ତୁମ୍ଭକୁ ଆଶୀର୍ବାଦ କରିଛନ୍ତି। ସେ ଏହି ବିସ୍ତୀର୍ଣ ପ୍ରାନ୍ତର ରେ ୟିବାର ସେ ମଧ୍ଯ ଜାଣନ୍ତି। ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ଦୀର୍ଘ ଚାଳିଶ ବର୍ଷ ଧରି ତୁମ୍ଭର ସହାୟ ହାଇେ ଆସିଛନ୍ତି। ତୁମ୍ଭର କୌଣସି ଅଭାବ ସେ କରି ନାହାଁନ୍ତି।'
ଆଉ ତୁମ୍ଭମାନେେ ସ୍ମରଣ କର ଯେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ଯେଉଁ ଚାଳିଶ ବର୍ଷ ପ୍ରାନ୍ତର ମଧିଅରେ ତୁମ୍ଭମାନଙ୍କୁ ଯେଉଁ ଭଳି ଭାବରେ ଗମନ କରାଇ ଅଛନ୍ତି, ସେ ତୁମ୍ଭର ପରୀକ୍ଷା ନବୋ ପାଇଁ ତୁମ୍ଭମାନେେ ତାଙ୍କର ଆଜ୍ଞାପାଳନ କରିବ କି ନାହିଁ ଏବଂ ତୁମ୍ଭର ମନ ଜାଣିବା ପାଇଁ ଏହା କରିଛନ୍ତି।
ଏହି ଚାଳିଶ ବର୍ଷ ତୁମ୍ଭମାନଙ୍କ ବସ୍ତ୍ର ଜୀର୍ଣ ହେଲାନାହିଁ ଓ ତୁମ୍ଭମାନଙ୍କର ପାଦ ଫକ୍ସ୍ଟଲିଲା ନାହିଁ।
ସଦାପ୍ରଭୁ ତୁମ୍ଭମାନଙ୍କୁ ଗ୍ଭଳିଶ ବର୍ଷ ମରକ୍ସ୍ଟ ଅଞ୍ଚଳ ରେ ଆଗଇେ ଆଣିଲେ ତୁମ୍ଭମାନେେ ଦେଖିଲ ଯେ ତୁମ୍ଭର ପୋଷାକ ଆଦୌ ଚିରିନଥିଲା। ତୁମ୍ଭର ୟୋତା ମଧ୍ଯ ନଷ୍ଟ ହାଇେ ନଥିଲା।
ଶକ୍ତିଶାଳୀ ଲୋକମାନେ ମଧ୍ଯ ଦୁର୍ବଳ ଓ ଭୋକିଲା ହବେେ। କିନ୍ତୁ ଯେଉଁ ଲୋକମାନେ ପରମେଶ୍ବରଙ୍କ ସହାୟତା ପ୍ରାର୍ଥନା କରନ୍ତି, ସମାନଙ୍କେର ସବୁକିଛି ମଙ୍ଗଳ ଘଟିବ।
ହେ ଇଶ୍ରାୟେଲୀୟମାନେ, ତୁମ୍ଭମାନେେ ଦୀର୍ଘ ଗ୍ଭଳିଶ ବର୍ଷ ମରୁଭୂମିରେ ଥିଲା ବେଳେ ତୁମ୍ଭର ସବୋ ଓ ବଳିଦାନ ଆମ୍ଭକୁ ଦଇେଥିଲ କି?
ପରମେଶ୍ବର ଚ଼ାଳିଶ ବର୍ଷ ପର୍ୟ୍ଯନ୍ତ ମରୁଭୂମିରେ ସମାନଙ୍କେର ଆଚ଼ରଣ ସହିଲେ।