ଆଜି ଆମ୍ଭମାନେେ ଦାସ ହାଇେଅଛୁ। ପୁଣି ତୁମ୍ଭେ ଆମ୍ଭମାନଙ୍କ ପିତୃପୁରୁଷଗଣକୁ ଯେଉଁ ଦେଶର ଫଳ ଓ ଉତ୍ତମ ଦ୍ରବ୍ଯ ଭୋଗ କରିବାକୁ ଦଇେଥିଲେ। ସହେି ଦେଶ ରେ ଆମ୍ଭମାନେେ ଦାସ ହାଇେଅଛୁ।
Cross references
ତେଣୁ ସଦାପ୍ରଭୁ ଯେଉଁ ଶତୃମାନଙ୍କୁ ତକ୍ସ୍ଟମ୍ଭ ବିରକ୍ସ୍ଟଦ୍ଧ ରେ ପଠାଇବେ, ତୁମ୍ଭେ କ୍ଷକ୍ସ୍ଟଧା ରେ ଓ ତୃଷା ରେ ଓ ଉଲଙ୍ଗତା ରେ ଏବଂ ସବୁପ୍ରକାର ଅଭାବରେ ସମାନଙ୍କେର ଦାସକର୍ମ କରିବ। ଆଉ ଶତୃ ତୁମ୍ଭକୁ ବିନଷ୍ଟ କରିବା ୟାଏ ତକ୍ସ୍ଟମ୍ଭ କାନ୍ଧ ରେ ଲକ୍ସ୍ଟହାର ଜକ୍ସ୍ଟଆଳି ଦବେ।
କିନ୍ତୁ ୟିରୁଶାଲମର ଲୋକମାନେ ଶୀଶକ୍ର ଦାସ ହବେେ। ସମାନେେ ଯେପରି ଶିକ୍ଷା କରିବେ, ଆମ୍ଭର ସବୋ କରିବା ଅନ୍ୟ ଦେଶୀଯ ରାଜାମାନଙ୍କର ସବୋ କରିବାଠାରୁ ସମ୍ପୂର୍ଣ୍ଣ ଭିନ୍ନ ଅଟେ, ଏଥିନିମନ୍ତେ ଏହା ଘଟିବ।
ହଁ, ଆମ୍ଭମାନେେ ବନ୍ଦୀ ଥିଲୁ। କିନ୍ତୁ ତୁମ୍ଭେ ଆମ୍ଭକୁ ବେଶିଦିନ ନିର୍ବାସିତ କରି ରଖି ନଥିଲ। ତୁମ୍ଭେ ଆମ୍ଭପ୍ରତି ଦୟା କରିଥିଲ। ତୁମ୍ଭ ୟୋଗୁ ପାରସ୍ଯର ରାଜା ଆମ୍ଭପ୍ରତି ଦୟା ଦଖାଇେ ଥିଲେ। ତୁମ୍ଭର ମନ୍ଦିର ଧ୍ବଂସ ହାଇେ ୟାଇଥିଲା। ଏବଂ ଆମ୍ଭେ ଏହାକୁ ପୁନଃନିର୍ମାଣ କରି ଏହାକୁ ନୂତନ ଜୀବନ ଦଲେୁ। ପରମେଶ୍ବର, ତୁମ୍ଭେ ଯିହୁଦା ଓ ୟିରୁଶାଲମ ରେ ପ୍ରାଚୀର ଦବୋପାଇଁ ଆମ୍ଭର ସହାୟ ହେଲ।
ଆମ୍ଭମାନେେ ଆମ୍ଭମାନଙ୍କର ନିଜ ଜଳକୁ ରୂପା ଦଇେ ପାନ କରିଅଛୁ ଓ ଆମ୍ଭମାନେେ କାଠ କିଣି ବ୍ଯବହାର କରିଅଛୁ।