Cross references
ଗଣନା ପୁସ୍ତକ 2:22
ବିଦ୍ଯାମୀନ ଗୋଷ୍ଠୀ ଇଫ୍ରଯିମ ଗୋଷ୍ଠୀ ଭୟ ରେ ଛାଉଣୀ ସ୍ଥାପନ କରିବେ। ପୁଣି ଗିଦିଯୋନିର ପୁତ୍ର ଅବୀନାସ ବିଦ୍ଯାମୀନ ଲୋକମାନଙ୍କର ଅଧିପତି ହବେ।
ଗଣନା ପୁସ୍ତକ 7:60
ନବମ ଦିନ ବିନ୍ୟାମୀନ ସନ୍ତାନଗଣର ଅଧିପତି ଗିଦିୟୋନର ପୁତ୍ର ଅବୀଦାନ ଉପହାର ଆଣିଲା।
ଗଣନା ପୁସ୍ତକ 10:24
ତତ୍ପରେ ବିନ୍ଯାମୀନ ଗୋଷ୍ଠୀ ଆସିଲେ ଓ ଗିଦିଯୋନିର ପୁତ୍ର ଅବୀଦାନ ସମାନଙ୍କେର ଅଧିନାଯକ ଥିଲେ।