Cross references
ଗଣନା ପୁସ୍ତକ 2:27
ଦାନ ଗୋଷ୍ଠୀର ଛାଉଣୀ ପାଖ ରେ ଆଶରେ ଗୋଷ୍ଠୀର ଛାଉଣୀ ରହିବ; ଆକ୍ରଣର ପୁତ୍ର ପଗୀଯଲେ ଆଶରେ ସନ୍ତାନଗଣର ଅଧିପତି ହବେ।
ଗଣନା ପୁସ୍ତକ 7:72
ଏକାଦଶ ଦିନ ଆଶେର ସନ୍ତାନଗଣର ଅଧିପତି ଅକ୍ରଣର ପୁତ୍ର ପଗୀୟେଲ ନିଜ ଉପହାର ଉତ୍ସର୍ଗ କଲା।
ଗଣନା ପୁସ୍ତକ 10:26
ତା'ପରେ ଆସିଲେ ଆଶରେ ଲୋକମାନଙ୍କର ବଂଶ ଓ ଅକ୍ରଣର ପୁତ୍ର ପଗୀଯଲେ ତାଙ୍କର ସନୋଧ୍ଯକ୍ଷ ଥିଲେ।