Cross references
ଗଣନା ପୁସ୍ତକ 2:3
ୟିହୂଦାର ବିଭାଗ ଛାଉଣୀ ସ୍ଥାପନ କରିବେ ତାଙ୍କ ଧ୍ବଜା ସହିତ ପୂର୍ବଦିଗର ସୂୟ୍ଯର୍ୋଦଯ ଆଡେ, ପୁଣି ଅମ୍ମୀନାଦବର ପୁତ୍ର ନ ହଶାେନ ଯିହୁଦାର ଲୋକମାନଙ୍କର ନେତା ହବେ।
ଗଣନା ପୁସ୍ତକ 26:22
ଯିହୁଦାର ପରିବାରବର୍ଗର ପୁରୁଷମାନଙ୍କ ସଂଖ୍ଯା 76,500 ଥିଲେ।
ଦିତୀୟ ଶାମୁୟେଲ 24:9
ଯୋୟାବ ରାଜାଙ୍କକ୍ସ୍ଟ ଗଣନାର ଚିଠା ଦେଲେ। ଇଶ୍ରାୟେଲ ରେ ଖଡ୍ଗଧାରୀ 8,00,000 ବଳବାନ ଲୋକ ଓ ୟିହକ୍ସ୍ଟଦାର 5 ,00,000 ଲୋକ ଥିଲେ।
ଦିତୀୟ ବଂଶାବଳୀ 17:14
ସହେି ସୈନ୍ଯମାନଙ୍କୁ ସମାନଙ୍କେ ପରିବାରବର୍ଗ ରେ ତାଲିକାଭୁକ୍ତ କରାଗଲା। ୟିରୁଶାଲମ ରେ ଅବସ୍ଥାପିତ ସହେି ସୈନ୍ଯମାନଙ୍କର ତାଲିକା ଏହି :