Home Bibles ☰ Books ଗଣନା ପୁସ୍ତକ 1:32 · ଓଡ଼ିଆ ବାଇବେଲ
ଗଣନା ପୁସ୍ତକ 1:32 · ଓଡ଼ିଆ ବାଇବେଲ

ଇଫ୍ରଯିମଙ୍କର ବଂଶଧର ସମାନଙ୍କେର ପିତୃଗୃହ, ପୁରୁଷମାନଙ୍କର ନାମ ଏବଂ ସଂଖ୍ଯା, ଯେଉଁମାନେ କୋଡିଏ ବର୍ଷ ଏବଂ ତାଠୁ ଅଧିକ ସୈନ୍ଯ ବିଭାଗ ରେ ୟୋଗ ଦବୋପାଇଁ ଯୋଗ୍ଯ, ସମାନଙ୍କେର ତାଲିକା ଭୁକ୍ତ କରାଗଲା।

Cross references

ଆଦି ପୁସ୍ତକ 30:24

ସେ ମଧ୍ଯ କହିଲା, ପରମେଶ୍ବର ମାେତେ ଆଉ ଗୋଟିଏ ପୁତ୍ର ଅଧିକ ଦିଅନ୍ତୁ। ସେଥିପାଇଁ ରାହେଲ ତା'ର ନାମ ଯୋଷଫେ ରଖିଲା।

ଆଦି ପୁସ୍ତକ 37:1

ଯାକୁବ କିଣାନ ଦେଶ ରେ ବାସ କଲେ। ଯେଉଁ ସ୍ଥାନ ରେ ତାଙ୍କର ପିତା ବାସ କରିଥିଲେ।

ଆଦି ପୁସ୍ତକ 39:1

ଯୋଷଫେ ମିଶର ଦେଶକୁ ଅଣା ଯାନ୍ତେ ଫାରୋଙ୍କର ଜଣେ ଭୃତ୍ଯ ଅର୍ଥାତ୍ ମିସ୍ରୀଯ ପୋଟୀଫର ନାମକ ରକ୍ଷକ ସନୋପତି ତାଙ୍କର ଅନଯନକାରୀ ଇଶ୍ମାଯଲେୀଯମାନଙ୍କଠାରୁ ଯୋଷଫଙ୍କେୁ କିଣିଲା।

ଆଦି ପୁସ୍ତକ 46:20

ମିଶର ରେ ଯୋଷଫଙ୍କେର ଦୁଇ ପୁତ୍ର ଥିଲେ। ମନଃଶି ଓ ଇଫ୍ରଯିମ। ଯୋଷଫଙ୍କେ ସ୍ତ୍ରୀ ଆସନତ, ସମାନଙ୍କେୁ ଜନ୍ମ କରିଥିଲେ। ୟିଏ ଓନ୍ ନଗରସ୍ଥ ପୋଟୀଫର ଯାଜକର କନ୍ଯା ଥିଲେ।

ଆଦି ପୁସ୍ତକ 48:1

ପରେ, ଯୋଷଫେ ଜାଣିବାକୁ ପାଇଲେ ଯେ ତାଙ୍କର ପିତା ବହୁତ ଅସୁସ୍ଥ ହାଇେ ପଡ଼ିଛନ୍ତି। ତେଣୁ ଯୋଷଫେ ତାଙ୍କର ଦୁଇ ପୁତ୍ର ମନଃଶ ଓ ଅଫ୍ରାଯିମଙ୍କୁ ନଇେ ତାଙ୍କର ପିତାଙ୍କ ନିକଟକୁ ଗଲେ।

ଆଦି ପୁସ୍ତକ 48:5

ଏବଂ ବର୍ତ୍ତମାନ ତୁମ୍ଭର ଦୁଇ ପୁତ୍ର ଅଛନ୍ତି। ଏହି ଦୁଇ ପୁତ୍ର ମିଶର ରେ ମାରେ ଆସିବା ପୂର୍ବରୁ ଜନ୍ମିଛନ୍ତି। ତୁମ୍ଭର ଦୁଇ ପୁତ୍ର ଇଫ୍ରଯିମ ଓ ମନଃଶି ମାେ ନିଜର ପୁତ୍ର ପରି। ସମାନେେ ରୂବନେ ଓ ସିମିଯୋନଙ୍କ ପରି ମାେ ପାଇଁ ଅଟନ୍ତି।

ଆଦି ପୁସ୍ତକ 49:22

ଯୋଷଫେ ଫଳଦାଯୀ ବୃକ୍ଷର ପଲ୍ଲବ। ସେ ନିର୍ଝର ଫଳଦାଯୀ ବୃକ୍ଷର ପଲ୍ଲବ ସ୍ବରୂପ। ତା'ର ଶାଖା ସକଳ ପ୍ରାଚୀର ଉପରେ ଚଢ଼ିବ।

ଗଣନା ପୁସ୍ତକ 2:18

ଇଫ୍ରଯିମ ବିଭାଗର ଛାଉଣୀର ଧ୍ବଜା ପଶ୍ଚିମ ଦିଗକୁ ରହିବ। ପୁଣି ଅମ୍ମୀହୂଦର ପୁତ୍ର ଇଲୀଶାମା ଇଫ୍ରଯିମ ଲୋକମାନଙ୍କର ଅଧିପତି ହବେ।

ଗଣନା ପୁସ୍ତକ 26:35

ଇଫ୍ରଯିମ ପରିବାରବର୍ଗର ଗୋଷ୍ଠୀଗୁଡିକ ହେଲେ: ଶୂଥଲହଠାରୁ ଶୂଥଲହୀଯ ଗୋଷ୍ଠୀ, ବେଖରଠାରୁ ବେଖ୍ରୀଯ ଗୋଷ୍ଠୀ, ତହନଠାରୁ ତହନୀଯ ଗୋଷ୍ଠୀ।

ଦିତୀୟ ବିବରଣ 33:17

ଯୋଷଫେ ହେଉଛନ୍ତି, ଶକ୍ତିଶାଳୀ ବୃଷଭ ପରି। ତାଙ୍କର ଦକ୍ସ୍ଟଇପକ୍ସ୍ଟତ୍ର ତାଙ୍କର ଶିଙ୍ଗ ସଦୃଶ। ସମାନେେ ଅନ୍ୟ ଲୋକମାନଙ୍କୁ ଆକ୍ରମଣ କରିବେ ଏବଂ ପୃଥିବୀର ଶଷେ ସୀମାକକ୍ସ୍ଟ ସମାନଙ୍କେୁ ତଡି ଦବେେ। ସମାନେେ ମନଃଶିର ହଜାର ହଜାର ଲୋକପରି, ଇଫ୍ରଯିମଙ୍କ ଦଶହଜାର ଲୋକଙ୍କ ତକ୍ସ୍ଟଲ୍ଯ।

Interlinear

Choose Theme