ଗଣନା ପୁସ୍ତକ 1:38 · ଓଡ଼ିଆ ବାଇବେଲ
ଦାନ ବଂଶଧର ସମାନଙ୍କେର ପିତୃଗୃହ, ପୁରୁଷମାନଙ୍କର ନାମ ଏବଂ ସଂଖ୍ଯା, ଯେଉଁମାନେ କୋଡିଏ ବର୍ଷ ଏବଂ ତାଠୁ ଅଧିକ ସୈନ୍ଯ ବିଭାଗ ରେ ୟୋଗ ଦବୋପାଇଁ ଯୋଗ୍ଯ, ସମାନଙ୍କେର ତାଲିକା ଭୁକ୍ତ କରାଗଲା।
Cross references
ଆଦି ପୁସ୍ତକ 30:5
ଏହାପରେ ବିଲହା ଗର୍ଭବତୀ ହାଇେ ପିଲାଜନ୍ମ କଲା।
ଆଦି ପୁସ୍ତକ 46:23
ଦାନ୍ର ପୁତ୍ର ହୁଶୀମ ଥିଲେ।
ଆଦି ପୁସ୍ତକ 49:16
ଦାନ, ଇଶ୍ରାୟେଲର ଅନ୍ଯାନ୍ଯ ବଂଶ ତୁଲ୍ଯ ହାଇେ ଆପଣା ଆପଣା ଲୋକମାନଙ୍କର ବିଚାର କରିବ।
ଗଣନା ପୁସ୍ତକ 26:42
ଦାନ ପରିବାରବର୍ଗର ପରିବାରଗୁଡିକ ହେଲେ: ଶୂହମଠାରୁ ଶୂହମୀଯ ଗୋଷ୍ଠୀ,