Home Bibles ଗଣନା ପୁସ୍ତକ 1:42 · ଓଡ଼ିଆ ବାଇବେଲ
ଗଣନା ପୁସ୍ତକ 1:42 · ଓଡ଼ିଆ ବାଇବେଲ

ନପ୍ତାଲି ବଂଶଧର ସମାନଙ୍କେର ପିତୃଗୃହ, ପୁରୁଷମାନଙ୍କର ନାମ ଏବଂ ସଂଖ୍ଯା, ଯେଉଁମାନେ କୋଡିଏ ବର୍ଷ ଏବଂ ତାଠୁ ଅଧିକ ସୈନ୍ଯ ବିଭାଗ ରେ ୟୋଗ ଦବୋପାଇଁ ଯୋଗ୍ଯ, ସମାନଙ୍କେର ତାଲିକା ଭୁକ୍ତ କରାଗଲା।

Cross references

ଆଦି ପୁସ୍ତକ 30:7

ରାହେଲର ଦାସୀ ବିଲହା ଆଉଥରେ ଗର୍ଭବତୀ ହେଲା ଏବଂ ସେ ଯାକୁବଙ୍କ ପାଇଁ ଦ୍ବୀତୀଯ ପୁତ୍ର ଜନ୍ମ କଲା।

ଆଦି ପୁସ୍ତକ 46:24

ନପ୍ତାଲିର ପୁତ୍ର ୟହସିଯଲେ, ଗୂନି, ଯେତ୍ସର ଓ ଶିଲମେ ଥିଲେ।

ଆଦି ପୁସ୍ତକ 49:21

ନପ୍ତାଲି ମନୋହର ଏକ ହରିଣୀ ସ୍ବରୂପ, ସେ ଆନନ୍ଦଦାୟକ ବାକ୍ଯ କହିବ।

ଗଣନା ପୁସ୍ତକ 26:48

ପରିବାରବର୍ଗ ଅନୁସାରେ ନପ୍ତାଲି ପରିବାରଗୁଡିକ ହେଲେ: ୟହସୀଯଲଠାରୁେ ୟହସୀଯଲେୀଯ ଗୋଷ୍ଠୀ; ଗୂନିଠାରୁ ଗୂନୀଯ ଗୋଷ୍ଠୀ।

Interlinear

Choose Theme