Home Bibles ☰ Books ଗଣନା ପୁସ୍ତକ 1:46 · ଓଡ଼ିଆ ବାଇବେଲ
ଗଣନା ପୁସ୍ତକ 1:46 · ଓଡ଼ିଆ ବାଇବେଲ

ଗଣନା ଅନୁସାରେ ସମସ୍ତ ମନୁଷ୍ଯଙ୍କ ସଂଖ୍ଯା 6,03,550 ହୋଲା।

Cross references

ଆଦି ପୁସ୍ତକ 12:2

ମୁଁ ତୁମ୍ଭଠାରୁ ଏକ ମହାନ ଗୋଷ୍ଠୀ ଉତ୍ପନ୍ନ କରିବି। ମୁଁ ତୁମ୍ଭକୁ ଆଶୀର୍ବାଦ କରିବି ଓ ତୁମ୍ଭକୁ ମହାନ କରିବି ଏବଂ ତୁମ୍ଭେ ଆଶୀର୍ବାଦର ସଂକତେ ହବେ।

ଆଦି ପୁସ୍ତକ 13:16

ପୃଥିବୀ ରେ ଧୂଳିପରି ମୁଁ ତୁମ୍ଭର ବଂଶ ବୃଦ୍ଧି କରାଇବି। ଯଦି କହେି ପୃଥିବୀର ଧୂଳି ଗଣିପା ରେ ତବେେ ସେ ତୁମ୍ଭର ବଂଶର ଲୋକମାନଙ୍କୁ ଗଣିପାରିବ।

ଆଦି ପୁସ୍ତକ 15:5

ଏହାପରେ ପରମେଶ୍ବର ତାଙ୍କୁ ବାହାରକୁ ନେଲେ ଓ କହିଲେ, ଉର୍ଦ୍ଧ ରେ ଆକାଶକୁ ଦେଖ ଏବଂ ତାରାଗଣ ଗଣନା କର, ତୁମ୍ଭେ ଯଦି ତାକୁ ଗଣନା କରିପାରିବ। ଏବଂ ସେ ମଧ୍ଯ କହିଲେ, ତୁମ୍ଭର ବଂଶଧର ତାରାଗଣ ପରି ବହୁସଂଖ୍ଯକ ହବେେ।

ଆଦି ପୁସ୍ତକ 17:6

ଆମ୍ଭେ ତୁମ୍ଭକୁ ବହୁତ ବଂଶଧର କରିବୁ। ନୂଆ ଜାତି ଓ ନୂତନ ରାଜା ତୁମ୍ଭଠାରୁ ସୃଷ୍ଟି ହବେେ।

ଆଦି ପୁସ୍ତକ 22:17

ମୁଁ ତୁମ୍ଭକୁ ଆଶୀର୍ବାଦ କରିବି। ଆକାଶର ତାରାତୁଲ୍ଯ ଓ ସମୁଦ୍ର କୂଳର ଅସଂଖ୍ଯ ବାଲି ତୁଲ୍ଯ ତୁମ୍ଭର ବଂଶଧର ବଢ଼ାଇବି। ଏବଂ ତୁମ୍ଭର ଲୋକମାନେ ଯେଉଁ ସହର ଅଧିକାର କରିଛନ୍ତି ସହେି ସହର ରେ ବାସକରିବ।

ଆଦି ପୁସ୍ତକ 26:3

ତୁମ୍ଭେ ଏହି ଦେଶ ରେ ପ୍ରବାସ କର। ତହିଁରେ ମୁଁ ତୁମ୍ଭକୁ ସାହାୟ୍ଯ ଓ ଆଶୀର୍ବାଦ କରିବି। ପୁଣି ମୁଁ ତୁମ୍ଭକୁ ଓ ତୁମ୍ଭ ବଂଶକୁ ଏହି ସମସ୍ତ ଭୂମି ଦବେି। ତୁମ୍ଭ ପିତା ଅବ୍ରାହାମଙ୍କ ନିକଟରେ କରିଥବା ଶପଥ ମୁଁ ସଫଳ କରିବି।

ଆଦି ପୁସ୍ତକ 28:14

ତୁମ୍ଭର ବହୁତ ବଂଶ ହବେେ। ତାହା ପୃଥିବୀର ଧୂଳୀପରି ଅସଂଖ୍ଯ ହବେେ। ସମାନେେ ପୂର୍ବ, ପଶ୍ଚିମ, ଉତ୍ତର ଓ ଦକ୍ଷିଣକୁ ବ୍ଯାପିବେ। ପୃଥିବୀର ସମସ୍ତ ପରିବାର ତୁମ୍ଭ ବଂଶଧରମାନଙ୍କ ଦ୍ବାରା ଆଶୀର୍ବାଦ ପ୍ରପ୍ତ ହବେେ।

ଆଦି ପୁସ୍ତକ 46:3

ଏହାପରେ ପରମେଶ୍ବର କହିଲେ, ଆମ୍ଭେ ପରମେଶ୍ବର ତୁମ୍ଭ ପିତାଙ୍କର ପରମେଶ୍ବର। ମିଶରକୁ ୟିବାକୁ ଭୟ କର ନାହିଁ। ମିଶର ରେ ଆମ୍ଭେ ତୁମ୍ଭର ଏକ ବଡ଼ ବଂଶ କରିବା।

ଯାତ୍ରା ପୁସ୍ତକ 12:37

ଇଶ୍ରାୟେଲୀୟ ଲୋକମାନେ ରମିଷେଷ୍ଠାରୁ ସୁକ୍କୋତ୍କୁ ୟାତ୍ରା କଲେ। ସମାନେେ ପିଲାମାନଙ୍କୁ ଛାଡି ମାଟେ ରେ 6,00,000 ଲୋକ ଥିଲେ।

ଯାତ୍ରା ପୁସ୍ତକ 38:26

ଯେତେ ଲୋକ ଗଣତି ହାଇେଥିଲେ, ସମାନଙ୍କେର ବଯସ ଥିଲା କୋଡିଏ ବର୍ଷ ବା ତଦୁଦ୍ଧର୍‌ବ। ସମାନଙ୍କେର ସଂଖ୍ଯା ଥିଲା 6,03,550। ସମାନେେ ପ୍ରେତ୍ୟକକ ଏକ ଦୁଇ ବକୋ ଅର୍ଥାତ୍ ପବିତ୍ର ସ୍ଥାନର କାର୍ୟ୍ଯାଳଯ ମାପ ଓଜନ ହାଇେଥିବା ସକେଲ ଅନୁସାରେ ଅର୍ଦ୍ଧ ଅର୍ଦ୍ଧ ଶକେଲ ଦଇେଥିଲେ।

ଗଣନା ପୁସ୍ତକ 2:32

ସମାନେେ ସବୁ ଇଶ୍ରାୟେଲ ଲୋକମାନେ ଓ ସମାନେେ ନିଜର ପିତୃଗୃହ ଅନୁସାରେ ଗଣ୍ଯ ହେଲେ। ସମାନଙ୍କେର ଛାଉଣୀର ମାଟେ ସୈନ୍ଯ ସଂଖ୍ଯା ଗଣନା ଅନୁସାରେ 6,03,500

ଗଣନା ପୁସ୍ତକ 11:21

ତବେେ ମାଶାେ କହିଲେ, ସଦାପ୍ରଭୁ, ମୁଁ ଯେଉଁ ଲୋକମାନଙ୍କ ମଧିଅରେ ଅଛି ସମାନେେ ଛଅ ଲକ୍ଷ ପଦାତିକ। ତଥାପି ତୁମ୍ଭେ କହୁଅଛ, 'ଆମ୍ଭେ ସମାନଙ୍କେୁ ମାଂସ ଦବୋ, ସମାନେେ ତାହା ସମ୍ପୂର୍ଣ ଏକ ମାସ ଖାଇବେ!'

Interlinear

Choose Theme