ଗଣନା ପୁସ୍ତକ 1:49 · ଓଡ଼ିଆ ବାଇବେଲ
ଲବେୀୟମାନଙ୍କୁ ଇଶ୍ରାୟେଲର ଲୋକମାନଙ୍କ ସନ୍ତାନଗଣଙ୍କ ସହିତ ଗଣନା ବେଳେ ମିଶାଇବ ନାହିଁ।
Cross references
ଗଣନା ପୁସ୍ତକ 2:33
ମାତ୍ର ସଦାପ୍ରଭୁଙ୍କ ଆଜ୍ଞାନୁସା ରେ ମାଶାେ ଲବେୀୟମାନଙ୍କୁ ଇଶ୍ରାୟେଲ ଲୋକମାନଙ୍କ ମଧିଅରେ ଗଣନା କଲେ ନାହିଁ।
ଗଣନା ପୁସ୍ତକ 26:62
ଲବେୀୟମାନଙ୍କର ସମୁଦାଯ ଏକ ମାସର ପୁରୁଷ ଓ ବଯଜେଷ୍ଠ ସଂଖ୍ଯା 23,000 ହେଲା। କିନ୍ତୁ ସମାନଙ୍କେୁ ଇଶ୍ରାୟେଲର ଲୋକ ବୋଲି ଗଣନା କରାଗଲା ନାହିଁ କାରଣ ଇଶ୍ରାୟେଲର ଲୋକମାନଙ୍କର ପରି ସମାନଙ୍କେୁ ଭୂମି ଦିଆଗଲା ନାହିଁ।