ରୂପାର ଦୁଇଟି ତୂରୀ ନିର୍ମାଣ କର ଓ ତାହା ପିଟା ରୂପା ରେ ନିର୍ମିତ ହବେ। ତୁମ୍ଭେ ଲୋକମାନଙ୍କୁ ଏକତ୍ରୀତ କରିବା ପାଇଁ ଓ ସଗେୁଡିକୁ ୟାତ୍ରାରମ୍ଭ ରେ ବ୍ଯବହାର କରିବ।
Cross references
ଏହାପରେ ତୁମ୍ଭମାନେେ ପିଟା ସୁବର୍ଣ୍ଣରୁ ଦୁଇଟି କିରୁବ ଦୂତ କରିବ। ଏବଂ ସଗେୁଡିକୁ ସହେି ପାପାଚ୍ଛାଦନର ଦୁଇ ମୁଣ୍ଡ ରେ ଦବେ।
ଏହାପରେ ତୁମ୍ଭମାନେେ ଏକ ଦୀପ ବୃକ୍ଷ ତିଆରି କରିବ। ଏହା ନିର୍ମଳ ସୁପର୍ଣ୍ଣ ରେ ପିଟା କର୍ମ ରେ ଏହାର ଗଣ୍ଡି ଓ ଶାଖା ନିର୍ମାଣ କର। ଆଉ ଗୋଲାଧାର ଓ କଳିକା ଓ ପୁଷ୍ପ ତହିଁରେ ସଂଲଗ୍ନ ରହିବ।
ଲୋକମାନଙ୍କୁ ଏକତ୍ରୀତ କରିବା ସମୟରେ ତୁମ୍ଭମାନେେ ଲଗାତର ଅଧା ସ୍ବର ନୁହଁ, ଦୀର୍ଘସ୍ବର କରି ତୂରୀ ବଜାଇବ।
ମାତ୍ର ଯାଜକମାନେ ସଦାପ୍ରଭୁଙ୍କ ମନ୍ଦିରକୁ ଆନୀତ ମୁଦ୍ରା ରେ ଗୃହ ନିମନ୍ତେ ରୋପ୍ଯ ପାତ୍ର, କତୁରିକୁଣ୍ତ, ତୂରୀ କୌଣସି ସୁବର୍ଣ୍ଣ ପାତ୍ର କିମ୍ବା ରୋପ୍ଯପାତ୍ର ନିର୍ମାଣ କଲେ ନାହିଁ।
ଲବେୀୟ ଗାଯକମାନେ ୟଜ୍ଞବଦେୀର ପୂର୍ବପଟେ ଠିଆ ହେଲେ। ଆସଫ୍, ହମେନ୍ ଓ ୟିଦୂଥୂନ୍ଙ୍କ ଗାଯକଦଳର ପ୍ରେତ୍ୟକକ ସଠାେରେ ଥିଲେ। ଆଉ ସମାନଙ୍କେର ପୁତ୍ରଗଣ ଓ ଭ୍ରତାଗଣ ମଧ୍ଯ ସଠାେରେ ଥିଲେ। ସହେି ଲବେୀୟ ଗାଯକମାନେ ଶୁଭ୍ର କାର୍ପାସ ବସ୍ତ୍ର ପିନ୍ଧିଥିଲେ। ସମାନଙ୍କେ ନିକଟରେ ଗିନି, ସାରଙ୍ଗ ଓ ବୀଣାୟନ୍ତ୍ର ଥିଲା। ସହେି ଲବେୀୟ ଗାଯକମାନଙ୍କ ନିକଟରେ 120 ଜଣ ଯାଜକ ଥିଲେ। ସହେି 120 ଜଣ ଯାଜକ ତୂରୀ ବଜାଇଲେ।
ଅମାବାସ୍ଯା ଦିନରେ ମେଣ୍ଢା ଶିଙ୍ଗା ବଜାଅ। ଆମ୍ଭର ପର୍ବଦିନରେ, ପୂର୍ଣ୍ଣିମାରେ ଏହାକୁ ବଜାଅ।
ସଦାପ୍ରଭୁ! ଯେଉଁମାନେ ତୁମ୍ଭକୁ ପ୍ରଶଂସା କରନ୍ତି, ଆଶୀର୍ବାଦ ପ୍ରାପ୍ତ ହୁଅନ୍ତି। ସମାନେେ ତୁମ୍ଭର ଦୟାର ଆ ଲୋକରେ ବଞ୍ଚନ୍ତି।
ତୁମ୍ଭମାନେେ ମାେତେ ଆଉ ଏହି ଅର୍ଥହୀନ ବଳିଦାନ ଉତ୍ସର୍ଗ ଆଣ ନାହିଁ। ତୁମ୍ଭର ଧୂପକୁ ମୁଁ ଘୃଣା କରେ। ତୁମ୍ଭର ଅମାବାସ୍ଯା, ସ୍ବତନ୍ତ୍ର ପର୍ବ ଓ ବିଶ୍ରାମଦିନ ଉତ୍ସବକୁ ମୁଁ ସହି ପାରୁ ନାହିଁ। ତୁମ୍ଭମାନେେ ପବିତ୍ର ମହାସଭା ରେ ଯେଉଁ ଅଧର୍ମ କରିଛ ମୁଁ ତାହା ସହିପାରୁ ନାହିଁ।
ତୁମ୍ଭମାନେେ ଯିହୁଦାର ଲୋକମାନଙ୍କୁ ଏହି ବାର୍ତ୍ତା ଦିଅ ଓ ୟିରୁଶାଲମ ରେ ଏହିକଥା ପ୍ରଚାର କର। 'ସମଗ୍ର ଦେଶ ରେ ତୂରୀ ବଜାଅ' ଓ ଉଚ୍ଚସ୍ବର ରେ ଚିତ୍କାର କର, 'ତୁମ୍ଭମାନେେ ଏକତ୍ରୀତ ହୁଅ। ଆଉ କୁହ, ଆସ ସୁଦୃଢ଼ ନଗରକୁ ପଳାଇବା।'
ତୂରୀ ବାଦନ କରି ଲୋକମାନଙ୍କୁ ସତର୍କ କରିଦିଅ। ସଦାପ୍ରଭୁଙ୍କ ଗୃହ ଉପ ରେ ବାଜପକ୍ଷୀ ପରି ଜଗି ରୁହ। ଇଶ୍ରାୟେଲ ଅଧିବାସୀଗଣ ଆମ୍ଭ ଚୁକ୍ତି ଭଙ୍ଗ କରିଛନ୍ତି। ସମାନେେ ଆମ୍ଭ ବ୍ଯବସ୍ଥା ବିଷଯକୁ ଅମାନ୍ଯ କରିଛନ୍ତି।
ଲୋକମାନଙ୍କୁ କୁହ ଯେ ଉପବାସ ପାଇଁ ଗୋଟିଏ ସ୍ବତନ୍ତ୍ର ସମୟ ହବେ। ସମସ୍ତ ଲୋକଙ୍କୁ ଏକ ସ୍ବତନ୍ତ୍ର ସଭାକୁ ଆହ୍ବାନ କର। ପ୍ରାଚୀନ ଲୋକମାନଙ୍କୁ ଓ ନାଗରିକମାନଙ୍କୁ ଏକତ୍ରୀତ କର। ସମାନଙ୍କେୁ ସଦାପ୍ରଭୁଙ୍କ ମନ୍ଦିରକୁ ଆଣି ସାରିଲା ପ ରେ ପରମେଶ୍ବରଙ୍କୁ ପ୍ରାର୍ଥନା କରିବାକୁ ସମାନଙ୍କେୁ କୁହ।
ତୁମ୍ଭମାନେେ ସିୟୋନ ରେ ତୂରୀ ବଜାଅ। ଆମ୍ଭର ପବିତ୍ର ପର୍ବତ ଉପ ରେ ଗୋଟିଏ ବିପଦ ସଂକତେ କରି ପାଟି କର। ସମଗ୍ର ଦେଶବାସୀ ଭୟ ରେ କମ୍ପିତ ହବେ। ସଦାପ୍ରଭୁଙ୍କର ବିଶଷେ ଦିନ ଆସୁଛି। ସହେି ବିଶଷେ ଦିନଟି ଅତି ସନ୍ନିକଟ।
ପ୍ରଭୁ ଏକ, ବିଶ୍ବାସ ଏକ ଓ ବାପ୍ତିସ୍ମ ମଧ୍ଯ ଏକ।