ଗଣନା ପୁସ୍ତକ 10:3 · ଓଡ଼ିଆ ବାଇବେଲ
ସମାନେେ ଯେତବେେଳେ ଦୁଇଟି ତୁରୀ ବଜାଇବେ ସମସ୍ତ ଲୋକମାନେ ସମାଗମ ତମ୍ବୁ ରେ ତୁମ୍ଭ ନିକଟରେ ଏକତ୍ରୀତ ହବୋ ଉଚିତ୍।
Cross references
ଯିରିମିୟ 4:5
ତୁମ୍ଭମାନେେ ଯିହୁଦାର ଲୋକମାନଙ୍କୁ ଏହି ବାର୍ତ୍ତା ଦିଅ ଓ ୟିରୁଶାଲମ ରେ ଏହିକଥା ପ୍ରଚାର କର। 'ସମଗ୍ର ଦେଶ ରେ ତୂରୀ ବଜାଅ' ଓ ଉଚ୍ଚସ୍ବର ରେ ଚିତ୍କାର କର, 'ତୁମ୍ଭମାନେେ ଏକତ୍ରୀତ ହୁଅ। ଆଉ କୁହ, ଆସ ସୁଦୃଢ଼ ନଗରକୁ ପଳାଇବା।'
ଯୋୟେଲ 2:1
ତୁମ୍ଭମାନେେ ସିୟୋନ ରେ ତୂରୀ ବଜାଅ। ଆମ୍ଭର ପବିତ୍ର ପର୍ବତ ଉପ ରେ ଗୋଟିଏ ବିପଦ ସଂକତେ କରି ପାଟି କର। ସମଗ୍ର ଦେଶବାସୀ ଭୟ ରେ କମ୍ପିତ ହବେ। ସଦାପ୍ରଭୁଙ୍କର ବିଶଷେ ଦିନ ଆସୁଛି। ସହେି ବିଶଷେ ଦିନଟି ଅତି ସନ୍ନିକଟ।
ଯୋୟେଲ 2:15
ସିୟୋନ ରେ ତୂରୀ ବଜାଅ। ମହାସଭା ପାଇଁ ଆହ୍ବାନ କର। ପ୍ରଭୁଙ୍କ ପାଇଁ ଉପବାସ କରିବାକୁ ଆହ୍ବାନ କର।