Home Bibles ଗଣନା ପୁସ୍ତକ 10:32 · ଓଡ଼ିଆ ବାଇବେଲ
ଗଣନା ପୁସ୍ତକ 10:32 · ଓଡ଼ିଆ ବାଇବେଲ

ଯଦି ତୁମ୍ଭେ ଆମ୍ଭମାନଙ୍କ ସହିତ ୟିବ, ସଦାପ୍ରଭୁ ଆମ୍ଭମାନଙ୍କ ପ୍ରତି ଯେ କୌଣସି ଉତ୍ତମ ଜିନିଷ ଦବେେ, ତାହା ଆମ୍ଭମାନେେ ତୁମ୍ଭ ସହିତ ବାଣ୍ଟ କରିବୁ।

Cross references

ଦିତୀୟ ବିବରଣ 10:18

ସେ ପିତୃହୀନ ଓ ବିଧିବାର ବିଗ୍ଭର ନିଷ୍ପତ୍ତି କରନ୍ତି ଓ ବିଦେଶୀକ ଅନ୍ନବସ୍ତ୍ର ଦଇେ ପ୍ ରମେ କରନ୍ତି।

ବିଚାରକର୍ତାମାନଙ୍କ ବିବରଣ 1:16

କିଣାନୀଯମାନେ ଖଜକ୍ସ୍ଟରୀପକ୍ସ୍ଟରସ୍ଥର ସହର ଯରେିକୋକକ୍ସ୍ଟ ପରିତ୍ଯାଗ କଲେ ଏବଂ ୟିହକ୍ସ୍ଟଦାର ଲୋକମାନଙ୍କ ସହିତ ୟିହକ୍ସ୍ଟଦାର ମରକ୍ସ୍ଟଅଞ୍ଚଳ ରେ ଲୋକମାନଙ୍କ ସହିତ ବାସ କରିବାକୁ ଗଲେ। ଏହା ଅରାଦର ନିକଟବର୍ତ୍ତୀ ଥିଲା, କନେୀଯ ଲୋକମାନେ ମାଶାଙ୍କେର ଶ୍ବଶକ୍ସ୍ଟର ଘର ପରିବାରରକ୍ସ୍ଟ ଥିଲେ।

ବିଚାରକର୍ତାମାନଙ୍କ ବିବରଣ 4:11

ବର୍ତ୍ତମାନ ହବରେ ନାମକ ଜଣେ ଲୋକ କନେୀଯରକ୍ସ୍ଟ ଥିଲେ। ସେ ଅନ୍ୟ କନେୀଯଙ୍କକ୍ସ୍ଟ ପରିତ୍ଯାଗ କଲେ। ସମାନେେ ହୋବରର ବଂଶଧରଗଣ ଯେ କି ମାଶାରେ ଶ୍ବଶୂର ଥିଲେ। ହବରେ, ସାନନ୍ନୀମ ନାମକ ଗୋଟିଏ ସ୍ଥାନ କଦେେଶ ପାଖ ରେ ତାଙ୍କର ତମ୍ବୁ ଆଲୋନ୍ ବୃକ୍ଷ ଦ୍ବାରା ସ୍ଥାପନ କଲେ।

ପ୍ରଥମ ଶାମୁୟେଲ 14:6

ଯୋନାଥନ ତାଙ୍କ ଆଜ୍ଞାକାରୀ ୟକ୍ସ୍ଟବକଙ୍କକ୍ସ୍ଟ ୟିଏ ଅସ୍ତ୍ର ଶସ୍ତ୍ର ବୋହିଥାଏ ତାକକ୍ସ୍ଟ କହିଲେ, ଆସ, ଆମ୍ଭେ ବିଦେଶୀଙ୍କର ଶିବିର ଆଡକକ୍ସ୍ଟ ୟିବା। ସଦାପ୍ରଭୁ ଆମ୍ଭମାନଙ୍କୁ ବ୍ଯବହାର କରି ସମାନଙ୍କେୁ ପରାସ୍ତ କରିପାରନ୍ତି, କାରଣ ଅଳ୍ପ ବା ବେଶୀ ସୈନ୍ଯ ହକ୍ସ୍ଟଅନ୍ତକ୍ସ୍ଟ ସଦାପ୍ରଭୁଙ୍କୁ ସମାନଙ୍କେୁ ରକ୍ଷା କରିବାରକ୍ସ୍ଟ କହେି ଅଟକାଇ ପାରିବ ନାହିଁ।

ଗୀତସଂହିତା 22:27

ଦୂର ଦୂରାନ୍ତ ଦେଶର ଲୋକମାନେ ସଦାପ୍ରଭୁଙ୍କୁ ସ୍ମରଣ ରଖି ତାଙ୍କ ନିକଟକୁ ଆସନ୍ତୁ। ବିଦେଶର ଲୋକମାନେ ତାଙ୍କୁ ପ୍ରଣାମ କରନ୍ତୁ।

ଗୀତସଂହିତା 67:5

ହେ ପରମେଶ୍ବର, ଗୋଷ୍ଠୀଯମାନେ ତୁମ୍ଭର ପ୍ରଶଂସା କରନ୍ତୁ। ସମସ୍ତ ଗୋଷ୍ଠୀ ତୁମ୍ଭର ପ୍ରଶଂସା କରନ୍ତୁ।

ଯୋହନଙ୍କ ପ୍ରଥମ ପତ୍ର 1:3

ବର୍ତ୍ତମାନ ତୁମ୍ଭମାନଙ୍କୁ ସହେି ସମ୍ବନ୍ଧ ରେ କହିବୁ ଯାହା ଆମ୍ଭମାନେେ ଦେଖିଛୁ ଓ ଶୁଣିଛୁ। କାରଣ ଏହା ଦ୍ବାରା ତୁମ୍ଭମାନେେ ଆମ୍ଭର ସହଭାଗୀ ହାଇପୋରିବ। ପରମପିତା ଓ ତାହାଙ୍କ ପୁତ୍ର ଯୀଶୁଖ୍ରୀଷ୍ଟଙ୍କ ସହ ଆମ୍ଭେ ମଧ୍ଯ ସହଭାଗୀ।

Interlinear

Choose Theme