Home Bibles ଗଣନା ପୁସ୍ତକ 10:36 · ଓଡ଼ିଆ ବାଇବେଲ
ଗଣନା ପୁସ୍ତକ 10:36 · ଓଡ଼ିଆ ବାଇବେଲ

ଆଉ ପବିତ୍ର ସିନ୍ଦୁକ ଅଟକି ଗଲା ବେଳେ ମାଶାେ କହନ୍ତି,

Cross references

ଆଦି ପୁସ୍ତକ 24:60

ଯେତବେେଳେ ରିବିକା ସହେି ସ୍ଥାନ ଛାଡ଼ିଲା ସମାନେେ ତାଙ୍କୁ ଆଶୀର୍ବାଦ କରି କହିଲେ,

ଦିତୀୟ ବିବରଣ 1:10

ବର୍ତ୍ତମାନ ତୁମ୍ଭମାନଙ୍କର ସଂଖ୍ଯା ବେଶୀ ଏବଂ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ତୁମ୍ଭମାନଙ୍କର ସଂଖ୍ଯା ବୃଦ୍ଧି କରିଛନ୍ତି, ତେଣୁ ତୁମ୍ଭମାନେେ ଆକାଶର ତାରାମାନଙ୍କ ତକ୍ସ୍ଟଲ୍ଯ ବହକ୍ସ୍ଟତ।

ଗୀତସଂହିତା 90:13

ହେ ସଦାପ୍ରଭୁ, ଆମ୍ଭ ପାଖକୁ ଫରେି ଆସ, ଆଉ କେତେ ଦିନ ତୁମ୍ଭେ ଅପେକ୍ଷା କରିବ ? ଆପଣା ଦାସ ପ୍ରତି ଦୟା କର।

ଗୀତସଂହିତା 132:8

ସଦାପ୍ରଭୁ, ଉଠ ଏବଂ ତୁମ୍ଭର ବିଶ୍ରାମ ସ୍ଥାନକୁ ୟାଅ, ସିନ୍ଦୁକ ସହିତ ୟାଅ, ତାହା ତୁମ୍ଭର ଶକ୍ତିକୁ ପ୍ରଦର୍ଶନ କରେ।

ଯିଶାଇୟ 63:17

ହେ ସଦାପ୍ରଭୁ, ଆମ୍ଭମାନଙ୍କୁ କାହିଁକି ତୁମ୍ଭ ପଥରୁ ବିଭ୍ରାନ୍ତ କରୁଅଛି ଓ ତୁମ୍ଭକୁ ଭୟ କରିବାକୁ ଆମ୍ଭର ଅନ୍ତଃକରଣକୁ କଠିନ କରୁଅଛ ? ନିଜର ଦାସମାନଙ୍କ ପାଇଁ ଓ ନିଜର ଅଧିକାର ସ୍ବରୂପ ଗୋଷ୍ଠୀଗଣଙ୍କ ପାଇଁ ଫରେିଆସ।

Interlinear

Choose Theme