ଆଉ ଯେଉଁ ସମୟରେ ତୁମ୍ଭମାନେେ ଆପଣା ଦେଶ ରେ ଶତୃମାନଙ୍କ ୟୁଦ୍ଧ କରିବାକୁ ଯାଉଛି, ତୁମ୍ଭମାନେେ ତୂରୀ ରେ ରଣବାଦ୍ଯ ବଜାଇବା ଉଚିତ୍। ତହିଁରେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ବର ତୁମ୍ଭଙ୍କୁ ମନେ କରିବେ ଓ ତୁମ୍ଭମାନଙ୍କୁ ଆପଣା ଶତୃଗଣ ଠାରୁ ରକ୍ଷା କରିବେ।
Cross references
ପରମେଶ୍ବର ନୋହ ଏବଂ ତାଙ୍କ ସହିତ ଜାହାଜ ରେ ଥିବା ସମସ୍ତ ଜୀବିତ ପ୍ରାଣୀକୁ ମନେ ପକାଇଲେ। ପରମେଶ୍ବର ପୃଥିବୀ ଉପରେ ପବନ ବୁହାଇଲେ ଏବଂ ବନ୍ଯା ଜଳ କମିଗଲା।
ମାଶାେ ସହେି 12,000 ଲୋକଙ୍କୁ, ୟୁଦ୍ଧ ଭୂମିକୁ ପଠାଇଲେ। ପୁଣି ଯାଜକ ଇଲିଯାସରର ପୁତ୍ର ପୀନ୍ହସର ହସ୍ତ ରେ ପବିତ୍ର ପାତ୍ର ଓ ରଣତୂରୀ ଦଇେ ତାହାକୁ ସମାନଙ୍କେ ସଙ୍ଗେ ୟୁଦ୍ଧ କ୍ଷେତ୍ରକୁ ପଠାଇଲେ।
ଯେତବେେଳେ ତୁମ୍ଭେ ଆପଣା ଶତୃମାନଙ୍କ ବିରକ୍ସ୍ଟଦ୍ଧ ରେ ୟକ୍ସ୍ଟଦ୍ଧ କରିବାକୁ ବାହାରିବ, ଯଦି ତୁମ୍ଭମାନେେ ତାଙ୍କର ଅନକେ ଅଶ୍ବାରୋହୀ, ରଥା ରୋହୀ ଏବଂ ଯଦି ତାଙ୍କର ଅଧିକ ସଂଖ୍ଯକ ସୈନ୍ଯ ଥାନ୍ତି, ତବେେ ତୁମ୍ଭମାନେେ ସମାନଙ୍କେୁ ଭୟ କରିବାର କିଛି ନାହିଁ କାରଣ ସଦାପ୍ରଭୁ ତୁମ୍ଭର ପରମେଶ୍ବର ତକ୍ସ୍ଟମ୍ଭ ସହିତ ସର୍ବଦା ଅଛନ୍ତି। ଏବଂ ସହେି ସଦାପ୍ରଭୁ ତୁମ୍ଭମାନଙ୍କୁ ମିଶର ମଧ୍ଯରକ୍ସ୍ଟ ବାହାରକରି ଆଣିଛନ୍ତି।
ସମସ୍ତ ଯାଜକମାନେ ମଷେ ଶିଙ୍ଗା ରେ ଦୀର୍ଘ୍ଯ ଧ୍ବନୀ କରିବେ ଓ ଯେତବେେଳେ ତୁମ୍ଭମାନେେ ସହେି ଶିଙ୍ଗା ଶଦ୍ଦ ଶକ୍ସ୍ଟଣିବ ସେତବେେଳେ ସମସ୍ତ ଲୋକ ମହାଜଯ ଜଯଧ୍ବନୀ କରିବେ ଏବଂ ପ୍ରାଚୀର ପଡିୟିବ ଓ ସମସ୍ତ ଲୋକମାନେ ସିଧା ନଗରକକ୍ସ୍ଟ ୟିବାକକ୍ସ୍ଟ ସକ୍ଷମ ହବେେ।
ସଦାପ୍ରଭୁ ଯେତବେେଳେ ସମାନଙ୍କେ ନିମନ୍ତେ ଜଣେ ବିଗ୍ଭରକର୍ତ୍ତାଙ୍କକ୍ସ୍ଟ ବାଛିଲେ, ସେ ତାଙ୍କ ସଙ୍ଗ ରେ ଥିଲେ ଓ ସେ ସମାନଙ୍କେୁ ବିଗ୍ଭରକର୍ତ୍ତାର ଜୀବନକାଳ ପର୍ୟ୍ଯନ୍ତ ସମାନଙ୍କେର ଶତୃମାନଙ୍କଠାରକ୍ସ୍ଟ ରକ୍ଷା କଲେ। ସଦାପ୍ରଭୁ ସମାନଙ୍କେ ପ୍ରତି ସଦଯ ହେଲେ, ଯେପରି ସମାନେେ ଦକ୍ସ୍ଟଃଖ ଓ ତାଡନା ରେ ଆସକ୍ତ ଥିଲେ।
ଏହୂଦଦ୍ ଯେତବେେଳେ ସିଯୀରା ରେ ପହଁଞ୍ଚିଲେ, ସେ ଇଫ୍ରଯିମ ପର୍ବତମଯ ଦେଶ ରେ ତୂରୀ ବଜାଇଲେ। ଇଶ୍ରାୟେଲ ସନ୍ତାନଗଣ ତୂରୀର ଶଦ୍ଦଶକ୍ସ୍ଟଣି ପର୍ବତରକ୍ସ୍ଟ ଓହ୍ଲାଇ ଆସିଲେ। ଏହୂଦ୍ ସମାନଙ୍କେର ନତେୃତ୍ବ ନେଲେ।
ତେଣୁ ସଦାପ୍ରଭୁ ହାତ୍ସୋର ରେ ରାଜତ୍ବକାରୀ କିଣାନୀଯ ରାଜା ୟାବୀନର ହସ୍ତ ରେ ଇଶ୍ରାୟେଲ ସନ୍ତାନଗଣକକ୍ସ୍ଟ ପରାସ୍ତ କରାଇଲେ। ୟାବିନ୍ର ହାରୋଶୋତ୍ ରେ ରାଜତ୍ବ କରୁଥିଲେ। ଅନ୍ୟ ଦେଶୀଯମାନଙ୍କ ହାରୋଶୋତ୍ ନିବାସୀ ସୀଷରା ତା'ର ସନୋପତି ଥିଲା।
ମୁ ତୁମ୍ଭକୁ ଶକ୍ତିଶାଳୀ ମିଶରୀଯମାନଙ୍କଠାରକ୍ସ୍ଟ ଉଦ୍ଧାର କଲି। ମୁ ତୁମ୍ଭମାନଙ୍କୁ ସହେିମାନଙ୍କଠାରକ୍ସ୍ଟ ରକ୍ଷା କଲି। ଯେଉଁମାନେ ତୁମ୍ଭକୁ କିଣାନ ରେ ଉପଦ୍ରବ କଲେ। ମୁ ସମାନଙ୍କେୁ ସମାନଙ୍କେର ଦେଶରକ୍ସ୍ଟ ଘଉଡାଇ ଦଲେି ଓ ସହେି ଦେଶ ତୁମ୍ଭକୁ ଦଲେି।'
ଯେ ହତେକ୍ସ୍ଟ ସଦାପ୍ରଭୁଙ୍କର ଆତ୍ମା ଗିଦ୍ଦିୟୋନ ଉପରେ ଅବତରଣ ହେଲା। ସେ ତୂରୀ ବଜାଇଲା, ଅବୀଯେଷ୍ରୀଯର ଲୋକମାନେ ନିବିଡ ଭାବରେ ତାକକ୍ସ୍ଟ ଅନକ୍ସ୍ଟସରଣ କଲେ।
ଏହାପରେ ଗିଦ୍ଦିୟୋନ ସହେି 300 ସୈନ୍ଯଙ୍କକ୍ସ୍ଟ ତିନି ଦଳ ରେ ବିଭକ୍ତ କଲେ। ତା'ପରେ ସେ ସମାନଙ୍କେୁ ଗୋଟିଏ ଗୋଟିଏ ଶିଙ୍ଗା ଓ ଗୋଟିଏ ଗୋଟିଏ ଶକ୍ସ୍ଟନ୍ଯ ପାତ୍ର ପ୍ରେତ୍ୟକକଙ୍କକ୍ସ୍ଟ ଦେଲେ। ପ୍ରେତ୍ୟକକ ପାତ୍ର ମଧିଅରେ ଗୋଟିଏ ଗୋଟିଏ ଜଳନ୍ତା ମଶାଲ ଥିଲା।
ସହେିବର୍ଷ ସମାନେେ ଇଶ୍ରାୟେଲୀୟଙ୍କୁ ବିନାଶ ଓ ଅତ୍ଯାଗ୍ଭର କଲେ। ଅଠର ବର୍ଷ ପର୍ୟ୍ଯନ୍ତ, ଇଶ୍ରାୟେଲମାନେ ଯେଉଁମାନେ କି ୟର୍ଦ୍ଦନ ନଦୀର ଅନ୍ୟ ପାଶର୍ବ ରେ ଗିଲିଯଦର ଅଞ୍ଚଳ ରେ ବାସ କଲେ ଏବଂ ସମାନଙ୍କେ ସକାେଶ କଷ୍ଟ ଭୋଗ କଲେ। ସହେି ଦେଶ ଯେଉଁଠା ରେ ଅ ମାରେୀତ୍ ବାସ କରୁଥିଲେ।
ତୁମ୍ଭମାନେେ ମାେ ପାଖ ରେ କ୍ରନ୍ଦନ କଲ ଯେତବେେଳେ, ସୀଦୋନୀଯମାନେ, ଆମାଲକେୀଯମାନେ ଓ ମାଯୋନୀଯମାନେ ତୁମ୍ଭମାନଙ୍କୁ ଅତ୍ଯାଗ୍ଭର କଲେ। ମୁ ମଧ୍ଯ ସମାନଙ୍କେଠାରକ୍ସ୍ଟ ତୁମ୍ଭମାନଙ୍କୁ ରକ୍ଷା କରିଥିଲି।
ସେ ଇଶ୍ରାୟେଲବାସୀଙ୍କକ୍ସ୍ଟ କହିଲେ, ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର କହନ୍ତି, ମୁ ଇଶ୍ରାୟେଲକକ୍ସ୍ଟ ମିଶରରକ୍ସ୍ଟ ବାହାର କରି ଆଣିଲି, ମୁ ତୁମ୍ଭମାନଙ୍କୁ ମିଶରୀଯମାନଙ୍କଠାରକ୍ସ୍ଟ ରକ୍ଷା କଲି ଓ ଅନ୍ୟ ଦେଶମାନଙ୍କର ନିଯନ୍ତ୍ରଣରକ୍ସ୍ଟ ତୁମ୍ଭକୁ ରକ୍ଷା କଲି।'
ପରମେଶ୍ବର ସ୍ବଯଂ ଆମ୍ଭମାନଙ୍କ ସହିତ ରହିଛନ୍ତି। ସେ ଆମ୍ଭମାନଙ୍କର ଶାସକ ଅଟନ୍ତି, ଆଉ ତାଙ୍କର ଯାଜକମାନେ ଆମ୍ଭମାନଙ୍କ ସହିତ ଅଛନ୍ତି। ତୁମ୍ଭ ବିରୁଦ୍ଧ ରେ ୟୁଦ୍ଧର ଆହ୍ବାନ ରୂପେ ପରମେଶ୍ବରଙ୍କ ଯାଜକମାନେ ତାଙ୍କର ତୂରୀ ବଜାନ୍ତି। ହେ ଇଶ୍ରାୟେଲର ଲୋକମାନେ, ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କର ସଦାପ୍ରଭୁ ପରମେଶ୍ବରଙ୍କ ବିରୁଦ୍ଧ ରେ ୟୁଦ୍ଧ କର ନାହିଁ। ତୁମ୍ଭମାନେେ କବେେ ସଫଳ ହବେ ନାହିଁ।
ଅବିଯଙ୍କ ସୈନ୍ଯଦଳ ରେ ଥିବା ଯିହୁଦାର ସୈନ୍ଯଗଣ ଯେତବେେଳେ ଚତୁର୍ଦ୍ଦିଗକୁ ଚାହିଁଲେ, ସମାନେେ ଦେଖିଲେ ଯେ, ୟାରବିଯାମ୍ଙ୍କ ସୈନ୍ଯଦଳ ସମ୍ମୁଖରୁ ଓ ପଶ୍ଚାତ୍ରୁ ଉଭୟ ପାଶର୍ବରୁ ଆକ୍ରମଣ କରୁଛନ୍ତି। ଯିହୁଦାର ଲୋକମାନେ ସଦାପ୍ରଭୁଙ୍କ ନିକଟରେ ପାଟି କରି ଡାକ ପକାଇଲେ ଓ ଯାଜକମାନେ ତୂରୀ ବଜାଇଲେ।
ହେ ସଦାପ୍ରଭୁ, ତୁମ୍ଭର ଲୋକମାନଙ୍କ ପ୍ରତି ଦୟାକଲା ସମଯରେ ମାେତେ ଟିକେ ମନେ ପକାଅ। ମାେତେ ମଧ୍ଯ ଉଦ୍ଧାର କରିବାକୁ ମନେପକାଅ।
ପରମେଶ୍ବରଙ୍କ ଲୋକମାନଙ୍କର ଶତ୍ରୁମାନେ ସମାନଙ୍କେୁ ନିଯନ୍ତ୍ରଣ କଲେ ଏବଂ ସମାନଙ୍କେର ଜୀବନ ଦୁଃର୍ବିସହ ହାଇଗେଲା।
ପରମେଶ୍ବର ଆମ୍ଭମାନଙ୍କୁ ସ୍ମରଣ କଲେ, ଯେ ତବେଳେ ଆମ୍ଭେ ପରାସ୍ତ ଥିଲୁ। ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।
ଲକ୍ଷ୍ଯ କର, ସେ ଗୋଷ୍ଠୀ ପ୍ରତି କିଛି ଅଘଟଣ ଘଟିବ। ଜଗତର ସମସ୍ତ ନିବାସୀ ଦେଖିବେ ସହେି ଗୋଷ୍ଠୀ ବିନଷ୍ଟ ହେଉଛି। ସମସ୍ତ ଲୋକ ସ୍ପଷ୍ଟ ଭାବରେ ଦେଖି ପାରିବେ ଯେପରି ପର୍ବତ ଉପ ରେ ଧ୍ବଜା ଉଡ଼ି ସଙ୍କତେ ଦିଏ। ସହେି ଦୀର୍ଘକାଯ ଲୋକମାନଙ୍କର ଅନିଷ୍ଟ ଘଟିବ, ଏହା ଜଗତବାସୀ ଗ୍ରହଣ କରିବେ। ୟୁଦ୍ଧ ରେ ତୂରୀ ବାଜି ଘାଷେଣା କଲାପରି ସମାନେେ ସ୍ପଷ୍ଟ ଭାବରେ ଏହା ଶୁଣିବେ।
ଉଚ୍ଚସ୍ବର ରେ ଘାଷେଣା କର, ସ୍ବର କ୍ଷୀଣ କର ନାହିଁ। ତୂରୀପରି ଚିତ୍କାର କର। ଆମ୍ଭ ଲୋକମାନଙ୍କୁ ସମାନଙ୍କେର ଅଧର୍ମ ବିଷଯ ରେ ଓ ଯାକୁବ ବଂଶକୁ ସମାନଙ୍କେ ପାପ ସମ୍ବନ୍ଧ ରେ ଜଣାଅ।
ତୁମ୍ଭମାନେେ ଯିହୁଦାର ଲୋକମାନଙ୍କୁ ଏହି ବାର୍ତ୍ତା ଦିଅ ଓ ୟିରୁଶାଲମ ରେ ଏହିକଥା ପ୍ରଚାର କର। 'ସମଗ୍ର ଦେଶ ରେ ତୂରୀ ବଜାଅ' ଓ ଉଚ୍ଚସ୍ବର ରେ ଚିତ୍କାର କର, 'ତୁମ୍ଭମାନେେ ଏକତ୍ରୀତ ହୁଅ। ଆଉ କୁହ, ଆସ ସୁଦୃଢ଼ ନଗରକୁ ପଳାଇବା।'
ହାୟ, ହାୟ, ମାରେ ଦୁଃଖ ଓ ମାରେ ବ୍ଯସ୍ତତା ମାରେ ଅନ୍ତନାଡ଼ିକୁ ବ୍ଯଥିତ କରୁଛି। ମୁଁ ହୃଦଯ ରେ ଅସ୍ଥିରତା ଅନୁଭବ କରୁଛି। ମୁଁ ସ୍ଥିର ରହିପାରୁ ନାହିଁ, କାରଣ ମୁଁ ସହେି ତୂରୀ ଶବ୍ଦ ଓ ୟୁଦ୍ଧର ନାଦ ଶୁଣିପାରୁଛି।
ହେ ପ୍ରଭୁ, ମୁଁ କେତକୋଳ ପତାକା ଦେଖିବି ଓ ତୂରୀର ଶବ୍ଦ ଶୁଣିବି ?
ହେ ବିନ୍ଯାମୀନ ସନ୍ତାନଗଣ, ତୁମ୍ଭମାନେେ ରକ୍ଷା ପାଇବା ପାଇଁ ୟିରୁଶାଲମରୁ ପଳାଯନ କର। ତିକୋଯ ନଗର ରେ ତୂରୀ ବଜାଅ ଓ ବୈଥହକରମେ ରେ ଧ୍ବଜା ଟକେ। କାରଣ ଉତ୍ତର ଦିଗରୁ ଅମଙ୍ଗଳ ଓ ମହାବିନାଶ ଆସୁଅଛି।
ଆମ୍ଭେ ତୁମ୍ଭମାନଙ୍କ ଉଦ୍ଦେଶ୍ଯ ରେ ପ୍ରହରୀ ନିରୁକ୍ତ କରି କହିଲୁ, 'ତୁରୀର ଶବ୍ଦ ଶୁଣ।' ମାତ୍ର ସମାନେେ କହିଲେ, 'ଆମ୍ଭମାନେେ ଶୁଣିବୁ ନାହିଁ।'
ସମାନେେ ତୂରୀଗୁଡ଼ିକ ବଜାଇ ସମସ୍ତଙ୍କୁ ୟୁଦ୍ଧ ପାଇଁ ପ୍ରସ୍ତୁତ କରିବେ। କିନ୍ତୁ ୟୁଦ୍ଧକୁ କହେି ଯିବେ ନାହିଁ କାରଣ ଆମ୍ଭର କୋର୍ଧ ସମସ୍ତ ଜନଗହଳି ଉପ ରେ ଅଛି।
ଆଉ ସେ ଯଦି ଦେଶ ବିରୁଦ୍ଧ ରେ ଖଡ୍ଗ ଆଣିବାର ଦେଖେ, ତବେେ ସେ ତୂରୀ ବଜାଇ ଲୋକମାନଙ୍କୁ ସଚତନେ କରାଏ।
ଗିବିଯା ରେ ଶିଙ୍ଗା ବଜାଅ। ରାମା ରେ ତୂରୀ ବଜାଅ। ବୈଥ-ଆବନ ରେ ସତର୍କ କରିଦିଅ। ହେ ବିନ୍ଯାମୀନ, ତୁମ୍ଭର ପଛ ରେ ଶତୃଗଣ ଅଛନ୍ତି।
ଯଦି ନଗର ରେ ତୂରୀ ବାଜି ଉଠିବ ତବେେ ଲୋକମାନେ ଭୟ ରେ ଥରହର ହବେେ। ସଦାପ୍ରଭୁ ନ ଗ୍ଭହିଁଲା ପର୍ୟ୍ଯନ୍ତ ନଗର ମଧିଅରେ କୌଣସି ଅସୁବିଧା ଘଟିବ ନାହିଁ।
ଏହା ୟୁଦ୍ଧ ସମୟ ପରି ଏକ ସମୟ ହବେ, ଯେତବେେଳେ ଲୋକମାନେ ପ୍ରତିରକ୍ଷା ଦୁର୍ଗ ଓ ସୁରକ୍ଷିତ ନଗରୀ ରେ ତୂରୀର ଓ ୟୁଦ୍ଧର କାନ୍ଦଣା ଶୁଣିବେ।
ବହୁତ ଦିନ ପୂର୍ବେ ବାସ କରୁଥିବା ନିଜ ପବିତ୍ର ଭବିଷ୍ଯଦ୍ବକ୍ତାମାନଙ୍କ ମାଧ୍ଯମ ରେ ପରମେଶ୍ବର ଏହା କରିବେ ବୋଲି କହିଥିଲେ।
ୟୁଦ୍ଧ ରେ ଯଦି ତୂରୀଟି ସ୍ପଷ୍ଟ ଭାବରେ ନ ଶୁଭେ ତା' ହେଲେ ସୈନିକଗଣ ୟୁଦ୍ଧ ପାଇଁ ପ୍ରସ୍ତୁତ ହବୋର ସମୟ ଜାଣି ପାରିବେ ନାହିଁ।