ତୁମ୍ଭେ ସମ୍ପୂର୍ଣ୍ଣ ଏକମାସ ମାଂସ ଭକ୍ଷଣ କରିବ। ତୁମ୍ଭେ ମାଂସକୁ ଭକ୍ଷଣ କରିବ, ଘୃଣା ଯୋଗ୍ଯ ନ ହବୋ ପର୍ୟ୍ଯନ୍ତ। ଆଉ ଯେ ପର୍ୟ୍ଯନ୍ତ ତାହା ତୁମ୍ଭମାନଙ୍କ ନାସିକାରୁ ନିର୍ଗତ ନହୁଏ। କାରଣ ତୁମ୍ଭମାନେେ ସଦାପ୍ରଭୁଙ୍କୁ ପ୍ରତ୍ଯାଖ୍ଯାନ କରିଛ, ୟିଏ ତୁମ୍ଭ ସହିତ ଅଛନ୍ତି ଏବଂ ତୁମ୍ଭମାନେେ ତାଙ୍କଠା ରେ ଆପତ୍ତି କରିବ ଏହା କହି, 'ଆମ୍ଭମାନେେ କାହିଁକି ମିଶରରୁ ବାହାରି ଆସିଲୁ?'
Cross references
ଲୋକମାନେ କହିଲେ, ଏହା ବହୁତ ଭଲ ହାଇେଥାନ୍ତା, ଯଦି ସଦାପ୍ରଭୁ ଆମ୍ଭମାନଙ୍କୁ ମିଶର ରେ ହତ୍ଯା କରିଥାନ୍ତେ। ସଠାେରେ ଆମ୍ଭର ପ୍ରଚୁର ଖାଦ୍ୟ ଥିଲା। ଆମ୍ଭେ ଆବଶ୍ଯକ ପରିମାଣର ଖାଦ୍ୟ ସଠାେରେ ପାଉଥିଲୁ। କିନ୍ତୁ ତୁମ୍ଭେ ଆମ୍ଭଙ୍କୁ ଏଠାକୁ ଆଣିଲ। ତୁମ୍ଭେ ଏଠା ରେ ଆମ୍ଭକୁ ଭୋକରେ ମାରିବାକୁ ଚାହଁ କି?
ଏବଂ ମାଶାେ କହିଲେ, ତେଣୁ ଆଜି ରାତ୍ର ରେ ସେ ତୁମ୍ଭମାନଙ୍କୁ ମାଂସ ଭୋଜନ ଦବେେ। ଏବଂ ପ୍ରଭାତ ରେ ସେ ତୁମ୍ଭମାନଙ୍କୁ ଆବଶ୍ଯକ ପରିମାଣ ରେ ରୋଟୀ ମଧ୍ଯ ଦବେେ। ସଦାପ୍ରଭୁ ତୁମ୍ଭମାନଙ୍କର ଅଭିଯୋଗ ଶୁଣିଛନ୍ତି। ଯାହା ତୁମ୍ଭେ ଆମ୍ଭ ବିରୁଦ୍ଧ ରେ କଲ। କିନ୍ତୁ ଆମ୍ଭେ କିଏ? ପ୍ରକୃତ ରେ ତୁମ୍ଭମାନେେ ଆମ୍ଭମାନଙ୍କ ବିରୁଦ୍ଧ ରେ ଆପତ୍ତି କରୁନାହଁ। ମାତ୍ର ସଦାପ୍ରଭୁଙ୍କ ବିରୁଦ୍ଧ ରେ ଆପତ୍ତି କରୁଅଛ।
ସହେି ରାତି ରେ ଭାଟୁଇ ପକ୍ଷୀଗଣ ଆସିଲେ ଏବଂ ଛାଉଣୀକୁ ଆଚ୍ଛାଦିତ କଲେ। ଏବଂ ପ୍ରଭାତ ରେ ଛାଉଣୀ ସ୍ଥାନ ରେ ଚାରିଆଡେ କାକରର ଏକ ସ୍ତର ଥିଲା।
ମୁଁ ଏହି ସମସ୍ତ ଲୋକଙ୍କୁ ମାଂସ ଦବୋ ପାଇଁ କେଉଁଠା ରେ ପାଇବି? କାରଣ ସମାନେେ ମାେ ନିକଟରେ କାନ୍ଦି କହୁଛନ୍ତି, ସମାନେେ ପାଟି କରନ୍ତି, 'ଆମ୍ଭମାନଙ୍କୁ ମାଂସ ଦିଅ, ଆମ୍ଭମାନଙ୍କୁ ମାଂସ ଦିଅ।'
ସଦାପ୍ରଭୁ ଆମ୍ଭମାନଙ୍କୁ ଖଡ୍ଗ ରେ ନିପାତ କରିବାକୁ କାହିଁକି ଏ ଦେଶକୁ ଆଣିଲେ? ଆମ୍ଭମାନଙ୍କ ସ୍ତ୍ରୀ ଓ ବାଳକମାନେ ବନ୍ଦୀରୂପେ ନିଆଯିବେ। ମିଶରକୁ ଫରେି ୟିବାଟା ଆମ୍ଭମାନଙ୍କ ପକ୍ଷ ରେ ଭଲ ହୁଅନ୍ତା।
ସମାନେେ ପରପ୍ପର ମଧିଅରେ କଥା ହେଲେ, ଆସ, ଆମ୍ଭମାନେେ ଜଣକୁ ପ୍ରାଧାନ କରି ମିଶରକୁ ଫରେିୟିବା।
ତୁମ୍ଭେ ଆମ୍ଭମାନଙ୍କୁ ଦୁଗ୍ଧମଧୁ ପ୍ରବାହୀ ଦେଶରୁ ବାହାର କରି ଏହି ପ୍ରାନ୍ତର ରେ ମାରିବାକୁ ଆଣିଅଛ। ଏହା କ'ଣ କ୍ଷୁଦ୍ର ବିଷଯ? ଆହୁରି ତୁମ୍ଭେ ନିଜକୁ ଆମ୍ଭମାନଙ୍କ ଉପରେ ଶାସକ ହବୋକୁ ଚାହୁଁଛ।
ତୁମ୍ଭମାନେେ କାହିଁକି ସଦାପ୍ରଭୁଙ୍କ ସମାଜକୁ ଏହି ମରୁଭୂମିକୁ ଆଣିଲ? ତୁମ୍ଭେ ଚାହୁଁଛ ଯେପରିକି ଆମ୍ଭମାନେେ ଓ ଆମ୍ଭମାନଙ୍କର ପଶୁମାନେ ଏଠା ରେ ମରିବୁ?
ତହିଁରେ ଲୋକମାନେ ପରମେଶ୍ବର ଓ ମାଶାଙ୍କେ ବିରୁଦ୍ଧ ରେ ଅଭିଯୋଗ କଲେ ଏବଂ କହିଲେ, କାହିଁକି ତୁମ୍ଭମାନେେ ଆମ୍ଭମାନଙ୍କୁ ଏହି ମରୁଭୂମିରେ ମାରିବାକୁ ମିଶର ଦେଶରୁ ବାହାର କରି ଆଣିଲ? ଏଠା ରେ ରୋଟୀ ନାହିଁ କି ଜଳ ନାହିଁ। ଆମ୍ଭମାନେେ ଏହି ଅଖାଦ୍ୟକୁ ଘୃଣା କରୁ।
ଏହାପରେ ଯିହାଶୂେୟ ଲୋକମାନଙ୍କୁ କହିଲେ, ଏହି ପ୍ରସ୍ତର ଆମ୍ଭମାନଙ୍କ ପ୍ରତିକୂଳ ରେ ସାକ୍ଷୀ ହବେ। କାରଣ ସଦାପ୍ରଭୁ ଆମ୍ଭମାନଙ୍କୁ ଯେଉଁସବୁ କଥା କହିଥିଲେ, ପ୍ରେତ୍ୟକକ କଥାକକ୍ସ୍ଟ ଏହା ଶକ୍ସ୍ଟଣି ଅଛି। ତେଣୁ ଏହା ସାକ୍ଷୀ ହାଇେ ଠିଆ ହବେ, ଯାହା ଫଳ ରେ ତୁମ୍ଭେ ସଦାପଭକ୍ସ୍ଟ ତୁମ୍ଭମାନଙ୍କ ପରମେଶ୍ବର ବିରକ୍ସ୍ଟଦ୍ଧ ରେ ୟାଅନାହିଁ।
ଏଣୁ ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର କହନ୍ତି, ତକ୍ସ୍ଟମ୍ଭ ଗୃହରକ୍ସ୍ଟ ଓ ତକ୍ସ୍ଟମ୍ଭ ପକ୍ସ୍ଟତୃଗୃହରକ୍ସ୍ଟ ଚିରଦିନ ପାଇଁ ମାରେ ଯାଜକ ହବେ ବୋଲି ମୁ ପ୍ରତିଜ୍ଞା କଲି। କିନ୍ତୁ ଏବେ ସଦାପ୍ରଭୁ କହନ୍ତି, 'ତାହା ଆଉ କବେେ ଘଟିବ ନାହିଁ। କାରଣ ଯେଉଁମାନେ ମାେତେ ସମ୍ମାନ କରନ୍ତି, ମୁ ସମାନଙ୍କେୁ ସମ୍ମାନ କରିବି। କିନ୍ତୁ ଯେଉଁମାନେ ମାେତେ ତକ୍ସ୍ଟଚ୍ଛଜ୍ଞାନ କରନ୍ତି, ସମାନଙ୍କେୁ ଅସମ୍ମାନ କରାୟିବ।
କିନ୍ତୁ ତୁମ୍ଭମାନେେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶଓରଙ୍କୁ ଆଜି ପରିତ୍ଯାଗ କଲ। ପରମେଶ୍ବର ତୁମ୍ଭମାନଙ୍କୁ ସବୁ ଅସକ୍ସ୍ଟବିଧାରକ୍ସ୍ଟ ଓ ସମସ୍ଯାରକ୍ସ୍ଟ ରକ୍ଷା କରନ୍ତି। କିନ୍ତୁ ତୁମ୍ଭମାନେେ କହିଲ, 'ଆମ୍ଭମାନଙ୍କୁ ଶାସନ କରିବାକୁ ଆମ୍ଭେ ଜଣେ ରାଜା ଗ୍ଭହକ୍ସ୍ଟଁ।' ସେଥିପାଇଁ ତୁମ୍ଭମାନଙ୍କର ଜାତି ଓ ପରିବାରବର୍ଗ ଅନକ୍ସ୍ଟସା ରେ ସଦାପ୍ରଭୁଙ୍କ ନିକଟରେ ଉପସ୍ଥିତ ହକ୍ସ୍ଟଅ।
ତେଣୁ ଖଡ୍ଗ ତୁମ୍ଭର ପରିବାରର ଜୀବନ ନବୋ ଚିରଦିନ ଗ୍ଭଲକ୍ସ୍ଟରଖିବ। କାରଣ ହିତ୍ତୀଯ ଊରିଯର ସ୍ତ୍ରୀକକ୍ସ୍ଟ ନଇେ ତୁମ୍ଭର ସ୍ତ୍ରୀ କରି ମାେତେ ତକ୍ସ୍ଟଚ୍ଛ ଜ୍ଞାନ କରିଅଛ।'
ପରମେଶ୍ବର ତାଙ୍କର ଲୋକମାନଙ୍କ ଉପରେ ସମାନଙ୍କେର ମାଂସ ପାଇଁ ପକ୍ଷୀଗଣ ବୃଷ୍ଟି କରାଇଲେ। ପକ୍ଷୀଗୁଡ଼ିକ ଧୂଳି ପରି ବହଳରେ ପଡ଼ିଲେ ଓ ସମୁଦ୍ରକୂଳର ବାଲୁକା ତୁଲ୍ଯ ବହୁତ ଥିଲେ।
କିନ୍ତୁ ପରମେଶ୍ବର ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କର ଇଚ୍ଛାନୁରୂପେ ଫଳ ଦେଲେ। କିନ୍ତୁ ପରମେଶ୍ବର ସମାନଙ୍କେୁ ଭୟଙ୍କର ରୋଗ ଦେଲେ।