ତହୁଁ ସଦାପ୍ରଭୁ ମାଶାଙ୍କେୁ କହିଲେ, କ'ଣ ସଦାପ୍ରଭୁଙ୍କ ଶକ୍ତି ସିମୀତ? ତୁମ୍ଭମାନେେ ବର୍ତ୍ତମାନ ଦେଖିବ, ଯଦି ସଦାପ୍ରଭୁଙ୍କ ବାକ୍ଯ ତୁମ୍ଭ ପ୍ରତି ସତ ହବେ।
Cross references
ସଦାପ୍ରଭୁଙ୍କ ପାଇଁ କ'ଣ କିଛି କଷ୍ଟସାଧ୍ଯ? ନାଁ! ମୁଁ ନୁଶ୍ଚିତ ଏହି ବସନ୍ତ ରେ ପୁନ୍ନରାଯ ଏଠାକୁ ଆସିବି, ମୁଁ କହୁଛି ପୁନ୍ନରାଯ ଆସିବି। ଏବଂ ତୁମ୍ଭର ସ୍ତ୍ରୀ ସାରା ଏକ ପୁତ୍ରସନ୍ତାନ ଜନ୍ମ ଦବେ।
ଏହାପରେ ସଦାପ୍ରଭୁ ମାଶାଙ୍କେୁ କହିଲେ, ବର୍ତ୍ତମାନ ତୁମ୍ଭେ ଦେଖିବ ମୁଁ ଫାରୋଙ୍କୁ କ'ଣ କରିବି। ମାରେ ମହାନ ଶକ୍ତି ତାଙ୍କ ବିରୁଦ୍ଧ ରେ କାର୍ୟ୍ଯ କରିବ ଏବଂ ସେ ମାରେ ଲୋକମାନଙ୍କୁ ୟିବାକୁ ଦବେ। ବର୍ତ୍ତମାନ ସେ ଲୋକମାନଙ୍କୁ ବାଧ୍ଯ କରିବ ତାଙ୍କର ଦେଶ ଛାଡ଼ି ୟିବା ପାଇଁ?
ପରମେଶ୍ବର ମନୁଷ୍ଯ ନୁହଁନ୍ତି, ସେ ମିଥ୍ଯା କହିବେ ନାହିଁ। ସେ ମଧ୍ଯ ମନୁଷ୍ଯ ନୁହଁନ୍ତି। ସେ ତାଙ୍କର ସିଦ୍ଧାନ୍ତ ବଦଳାଇବେ ନାହିଁ। ସେ କହିବେ କି ଯାହା ସେ କରିବେ ନାହିଁ? ନା! ସେ କହିବେ କି ଏବଂ ତାହା ହବେ ନାହିଁ? ନା!
ତହୁଁ ଇଲୀଶାୟଙ୍କ ସବେକ କହିଲା, ଏଠା ରେ ତ 100 ଲୋକ ଅଛନ୍ତି। ଏତିକି ରୋଟୀ କିପରି ଏତେ ଲୋକଙ୍କୁ ଦବେି?
ସନୋପତି ୟିଏ ରାଜା ଙ୍କର ନିକଟର ଥିଲେ ପରମେଶ୍ବର ଲୋକଙ୍କୁ ଉତ୍ତର ଦେଲେ। ଦେଖ, ଯବେେ ସଦାପ୍ରଭୁ ସ୍ବର୍ଗ ରେ ଦ୍ବାର ଖୋଲନ୍ତି ତବେେ ମଧ୍ଯ ସମ୍ଭବ ହାଇେ ପାରିବ ନାହିଁ?
ରାଜା ତାଙ୍କ ଅତି ନିକଟ ସନୋପତିଙ୍କୁ ନଗରଦ୍ବାର ରକ୍ଷା କରିବାକୁ ନିୟୁକ୍ତି କଲେ। ମାତ୍ର ଲୋକମାନେ ଖାଦ୍ୟ ଆଣିବାକୁ ଗଲା ବେଳେ ସମାନେେ ସନୋପତିକଙ୍କ ଲୋକକୁ ଦଳି ଦେଲେ ତହିଁରେ ସେ ମରିଗଲା। ରାଜା ଯେତବେେଳେ ଇଲୀଶାୟ ଗୃହକୁ ୟାଇଥିଲେ ଇଲୀଶାୟ ଯାହା କହିଥିଲେ ତାହାହିଁ ସବୁ ଘଟିଲା।
ସମାନେେ ବାରମ୍ବାର ପରମେଶ୍ବରଙ୍କୁ ପରୀକ୍ଷା କଲେ। ସମାନେେ ପ୍ରକୃତରେ ଇଶ୍ରାୟେଲର ପବିତ୍ର ସ୍ବରୂପଙ୍କୁ ବିରକ୍ତ କଲେ।
ଆମ୍ଭେ ଆସିଲା ବେଳେ କାହିଁକି କହେି ଉପସ୍ଥିତ ନ ଥିଲ ? ଆମ୍ଭେ ଡ଼ାକିଲା ବେଳେ କହେି ଉତ୍ତର ଦବୋକୁ କାହିଁକି ନ ଥିଲ ? ଆମ୍ଭର ହସ୍ତ କ'ଣ େଛାଟ ଯେ ତାହା ମୁକ୍ତ କରିପାରିବ ନାହିଁ ? କିମ୍ବା ଉଦ୍ଧାର କରିବା ପାଇଁ ଆମ୍ଭର କ'ଣ ପରାକ୍ରମ ନାହିଁ ? ଦେଖ, ଆମ୍ଭର ଆଦେଶ ରେ ସମୁଦ୍ର ଶୁଖିୟାଇପା ରେ ଓ ନଦନଦୀକୁ ପ୍ରାନ୍ତର କରିଦଇେ ପାରୁ। ସେଥି ରେ ଥିବା ମତ୍ସ୍ଯ ଜଳ ଅଭାବରୁ ତୃଷାର୍ତ୍ତ ହାଇେ ମରିଯିବେ ଓ ଦୁର୍ଗନ୍ଧ ହବେ।
ମୁଁ ଏଠା ରେ ଦେଖୁଛି, ଦେଖ ! ସଦାପ୍ରଭୁଙ୍କର ହସ୍ତ ଏତେ େଛାଟ ହାଇୟୋଇ ନାହିଁ, ଯାହାକି ତୁମ୍ଭକୁ ପରିତ୍ରାଣ କରି ନ ପାରିବ। ତାଙ୍କର କର୍ଣ୍ଣ ତୁମ୍ଭକୁ ଶୁଣିବାକୁ ଏତେ ଭାରୀ ହାଇେ ନାହିଁ।
ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ଆପଣା ମହାପରାକ୍ରମ ଓ ବିଶାଳ ବାହୁ ଦ୍ବାରା ଆକାଶମଣ୍ଡଳ ଓ ପୃଥିବୀ ନିର୍ମାଣ କରିଅଛ। ତୁମ୍ଭର ଅସାଧ୍ଯ କିଛି ନାହିଁ।
ହେ ଯିରିମିୟ, ଦେଖ, ଆମ୍ଭେ ସଦାପ୍ରଭୁ, ସମଗ୍ର ମର୍ତ୍ତ୍ଯ ରେ ପରମେଶ୍ବର, ଆମ୍ଭର ଅସାଧ୍ଯ ହାଇେ କିଛି ନାହିଁ।
ଖଡ୍ଗରୁ ରକ୍ଷା ପାଇ ଅଳ୍ପ କେତକେ ଲୋକ ମିଶରରୁ ଯିହୁଦାକୁ ଫରେିଯିବେ। ତହିଁରେ ଯେଉଁମାନେ ପ୍ରବାସ କରିବା ପାଇଁ ମିଶର ଦେଶକୁ ୟାଇଅଛନ୍ତି, ଯିହୁଦାର ସହେି ଅବଶିଷ୍ଟାଂଶ ଲୋକେ, ସମାନେେ ଜାଣିବେ ତାହାର ବାକ୍ଯ ବିଶ୍ବାସ ଯୋଗ୍ଯ, ମାରେି ନା ସବୋନଙ୍କର।
କାରଣ ଆମ୍ଭେ ସଦାପ୍ରଭୁ, ଆମ୍ଭେ ଯାହା କହିବାକୁ ଚାହୁଁ, ତାହା କହିବା ଓ ଏହା ଘଟିବ। ଆଉ ଅଧିକ ବିଳମ୍ବ ହବେ ନାହିଁ। ବିଦ୍ରୋହୀ ଲୋକମାନେ, ତୁମ୍ଭ ସମୟରେ ଆମ୍ଭେ ଏକ ଘାଷେଣା କରିବା ଓ ଏହା ଘଟିବ। ଏହା ହିଁ ସଦାପ୍ରଭୁ ମାରେ ପ୍ରଭୁ କହନ୍ତି।
ମୁଁ ସଦାପ୍ରଭୁ ଏହା କହିଅଛି, ଏହା ସିଦ୍ଧ ହବେ ଓ ମୁଁ ଏହା ସାଧନ କରିବି। ମୁଁ ପଛକୁ ଫରେିବି ନାହିଁ କିନ୍ତୁ ମୁଁ ଦୁଃଖ ପ୍ରକାଶ କରିବି ନାହିଁ। ଆଉ ମୁଁ ଦୟା ମଧ୍ଯ କରିବି ନାହିଁ। ମୁଁ ତୁମ୍ଭର ବିଚାର ଓ ଦଣ୍ଡ ତୁମ୍ଭର ଆଚରଣ ଏବଂ କୁକର୍ମ ଅନୁସାରେ କରିବି।' ଏହା ସଦାପ୍ରଭୁ, ମାରେ ପ୍ରଭୁ କହନ୍ତି।