Home Bibles ଗଣନା ପୁସ୍ତକ 11:3 · ଓଡ଼ିଆ ବାଇବେଲ
ଗଣନା ପୁସ୍ତକ 11:3 · ଓଡ଼ିଆ ବାଇବେଲ

ତେଣୁ ସହେି ସ୍ଥାନର ନାମ ତବିଯରୋ ହେଲା କାରଣ ସଦାପ୍ରଭୁଙ୍କ ଅଗ୍ନି ସମାନଙ୍କେ ମଧିଅରେ ଦହନ କଲା।

Cross references

ଗଣନା ପୁସ୍ତକ 16:35

ଏହାପରେ ସଦାପ୍ରଭୁଙ୍କଠାରୁ ଅଗ୍ନି ନିର୍ଗତ ହାଇେ ସହେି 250ଧୁପ ଉତ୍ସର୍ଗକାରୀଙ୍କୁ ଗ୍ରାସ କଲା।

ଦିତୀୟ ବିବରଣ 9:22

ତୁମ୍ଭମାନେେ ତବିଯରୋ ରେ ଓ ମଃସା ରେ ଓ କିବ୍ରୋତ୍ହତ୍ତାବା ରେ ସଦାପ୍ରଭୁଙ୍କୁ କୋରଧ କରାଇଲ।

ଗୀତସଂହିତା 78:21

ସହେି ଲୋକଙ୍କର କଥା ସଦାପ୍ରଭୁ ଶୁଣିଲେ, ପରମେଶ୍ବର ୟାକୁବ ଉପରେ ବହୁତ କୋର୍ଧ ହେଲେ ଓ ପରମେଶ୍ବର ଇଶ୍ରାୟେଲ ବିରୁଦ୍ଧରେ ବହୁତ କୋର୍ଧାନ୍ବିତ ହେଲେ।

Interlinear

Choose Theme