Home Bibles ☰ Books ଗଣନା ପୁସ୍ତକ 11:32 · ଓଡ଼ିଆ ବାଇବେଲ
ଗଣନା ପୁସ୍ତକ 11:32 · ଓଡ଼ିଆ ବାଇବେଲ

ତହିଁରେ ଲୋକମାନେ ଛିଡା ହାଇେ ସହେି ସମସ୍ତ ଦିବାରାତ୍ର ଓ ପରଦିନ ସମସ୍ତ ଦିବସ ସହେି ଭାଟୋଇ ପକ୍ଷୀ ସଂଗ୍ରହ କଲେ। କହେି ଦଶ ବୁଶଲରେୁ ଊଣା ସଂଗ୍ରହ କଲାନାହିଁ। ଆଉ ସମାନେେ ନିଜପାଇଁ ଛାଉଣୀର ଚାରିଆଡେ ତାହା ବିଛାଇ ରଖିଲେ।

Cross references

ଯାତ୍ରା ପୁସ୍ତକ 16:36

ଏକ ଓମର ଐଫାର ଦଶମାଂଶ।

ଯିହିଜିକଲ 45:11

ବାତ୍ ଯେପରି ହାମରେର ଏକ ଦଶମାଂଶ ହବେ, ଐଫା ହାମରେର ସହିତ ସମାନ ହବେ। ଏଥିପାଇଁ ଐଫା ଓ ବାତର ଏକ ସମାନ ପରିମାଣ ହବେ। ତହିଁର ପରିମାଣ ହାମରେ ଅନୁସାରେ ହବେ।

Interlinear

Choose Theme