Home Bibles ଗଣନା ପୁସ୍ତକ 11:8 · ଓଡ଼ିଆ ବାଇବେଲ
ଗଣନା ପୁସ୍ତକ 11:8 · ଓଡ଼ିଆ ବାଇବେଲ

ଲୋକମାନେ ଏଣେ ତଣେେ ବୁଲି ମାନ୍ନା ସଂଗ୍ରହ କଲେ, ଚକି ରେ ତାକୁ ପଷେିଲେ, କିମ୍ବା କୁଟଣୀ ରେ ତାହା ଚୂର୍ଣ କରି କରଇେ ରେ ସିଦ୍ଧକରି ପିଠା ପ୍ରସ୍ତୁତ କଲେ, ଆଉ ଜୀତ ତୈଳ ରେ ପକ୍ବ ପିଠାପରି ତା'ର ସ୍ବାଦ ହେଲା।

Cross references

ଯାତ୍ରା ପୁସ୍ତକ 16:16

ସଦାପ୍ରଭୁ କହନ୍ତି, 'ତୁମ୍ଭମାନେେ ପ୍ରେତ୍ୟକକ ଆପଣା ନିମନ୍ତେ ଯେତେ ଦରକାର ତାହା ସଂଗ୍ରହ କର। ତୁମ୍ଭମାନଙ୍କ ପ୍ରେତ୍ୟକକ ଜଣ ନିଜନିଜ ତମ୍ବୁସ୍ଥିତ ପ୍ରାଣୀମାନଙ୍କ ସଂଖ୍ଯା ଅନୁସାରେ ଏକ ଏକ ଜଣ ପାଇଁ ଏକ ଏକ ଓମର ପରିମାଣ ରେ ତାହା ସଂଗ୍ରହ କର।'

ଯାତ୍ରା ପୁସ୍ତକ 16:23

ମାଶାେ ସମାନଙ୍କେୁ କହିଲେ, ଏପରି କରିବାକୁ ସଦାପ୍ରଭୁ କହିଅଛନ୍ତି, କାରଣ ଆସନ୍ତା କାଲି ମହାବିଶ୍ରାମ ଦିନ ଅର୍ଥାତ୍ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ପବିତ୍ର ବିଶ୍ରାମ ହବେ। ତୁମ୍ଭମାନେେ ଆଜି ଯେତିକି ଖାଦ୍ୟ ଦରକାର କରୁଛି ତାହା ଆଜି ରନ୍ଧନ କର। କିନ୍ତୁ ଯାହା ବଳିଲା, ତାହା ପ୍ରଭାତ ପର୍ୟ୍ଯନ୍ତ ସଂଚଯ କର।

ଯାତ୍ରା ପୁସ୍ତକ 16:31

ତେଣୁ ଇଶ୍ରାୟେଲର ଲୋକମାନେ ସହେି ଖାଦ୍ୟର ନାମ ମାନ୍ନା ଦେଲେ। ତାହା ଧନିଆ ପରି ଶୁକ୍ଲବର୍ଣ୍ଣ ଓ ତାହାର ସ୍ବାଦ ମଧୁ ମିଶ୍ରିତ ପିଷ୍ଟକ ତୁଲ୍ଯ ଥିଲା।

ଯୋହନଲିଖିତ ସୁସମାଚାର 6:27

ପୃଥିବୀର ଖାଦ୍ୟ ପଦାର୍ଥ ନଷ୍ଟ ହାଇଯୋଏ। ତେଣୁ ତୁମ୍ଭେ ସହେିଭଳି ଖାଦ୍ୟ ପାଇବା ପାଇଁ କାର୍ୟ୍ଯ କର ନାହିଁ, ବରଂ ତୁମ୍ଭମାନେେ ଏଭଳି କର ଯାହା ଭଲ ହାଇେ ରହିଥିବ ଓ ତୁମ୍ଭକୁ ସବୁ ଦିନ ପାଇଁ ଜୀବନ ଦବେ। ମନୁଷ୍ଯ ପୁତ୍ର ସହେିପରି ଖାଦ୍ୟ ତୁମ୍ଭକୁ ଦବେେ। ପରମେଶ୍ବର ଦଖାଇେଛନ୍ତି ଯେ, ସେ ମନୁଷ୍ଯ ପୁତ୍ରଙ୍କ ସହିତ ଅଛନ୍ତି।

ଯୋହନଲିଖିତ ସୁସମାଚାର 6:33

ପରମେଶ୍ବରଙ୍କର ଖାଦ୍ୟ କ'ଣ? ପରମେଶ୍ବରଙ୍କର ଖାଦ୍ୟ ହେଉଛି ଜଣେ ବ୍ଯକ୍ତି ୟିଏ ଜଗତକୁ ଜୀବନ ଦବୋ ପାଇଁ ସ୍ବର୍ଗରୁ ଓହ୍ଲାଇଛନ୍ତି।

Interlinear

Choose Theme