ପୁଣି ସହେି ମାଟିର ଉତ୍କର୍ଷଣ ଖୋଳ, ଉର୍ବର କି ଅନୁର୍ବର। ତହିଁ ମଧିଅରେ ବୃକ୍ଷ ଅଛି କି ନାହିଁ, ତାହା ଦେଖ। ଆଉ ତୁମ୍ଭମାନେେ ସାହସୀ ହାଇେ ସହେି ଦେଶର ଫଳରୁ କିଛି ସଙ୍ଗ ରେ ଆଣ। ସହେି ସମୟରେ ପ୍ରଥମ ଦ୍ରାକ୍ଷାଫଳ ପାଚିବାର ଥିଲା।
Cross references
ଏହାପରେ ସମାନେେ ଇଷ୍କୋଲ ଉପତ୍ୟକା ରେ ଉପସ୍ଥିତ ହାଇେ ସଠାେରେ ଏକ ପନ୍ଡୋ ଫଳୟୁକ୍ତ ଦ୍ରାକ୍ଷାଲତାର ଏକ ଡାଳ କାଟି ତାହା ଦୁଇଜଣ ସାଙ୍ଗୀ ରେ ବହନ କଲେ, ସମାନେେ ମଧ୍ଯ କିଛି ଡାଳିମ୍ବ ଓ ଡିମ୍ବିରି ଫଳ ଆଣିଲେ।
କାଲେବ୍ ମାଶାଙ୍କେ ନିକଟରେ ଥିବା ଲୋକମାନଙ୍କୁ କହିଲେ, ଆସ ଆମ୍ଭମାନେେ ଏହାକୁ ଅକ୍ତିଆର କରିବା, ସମାନଙ୍କେୁ ପରାସ୍ତ କିରିବାକୁ ଆମ୍ଭମାନଙ୍କର ୟଥେଷ୍ଟ ବଳ ଅଛି।
ସମାନେେ କିଛି ଫଳଧରି ସହେି ସ୍ଥାନରକ୍ସ୍ଟ ଆମ୍ଭମାନଙ୍କ ନିକଟକକ୍ସ୍ଟ ଆସିଲେ। ସମାନେେ ସହେି ଦେଶ ବିଷଯ ରେ ଆମ୍ଭମାନଙ୍କୁ କହିଲେ, 'ସଦାପ୍ରଭୁ ଆମ୍ଭର ପରମେଶ୍ବର ଆମ୍ଭମାନଙ୍କୁ ଏକ ଉତ୍ତମ ଦେଶ ଦଇେଛନ୍ତି।'
ତୁମ୍ଭେ ଶକ୍ତିଶାଳୀ ଓ ସାହାସୀ ହକ୍ସ୍ଟଅ। ତୁମ୍ଭମାନେେ ସହେି ଲୋକମାନଙ୍କୁ ଭୟ କର ନାହିଁ, କାରଣ ସଦାପ୍ରଭୁ ତୁମ୍ଭର ପରମେଶ୍ବର ତୁମ୍ଭମାନଙ୍କ ସହିତ ଅଛନ୍ତି। ସେ ତୁମ୍ଭକୁ ଅକୃତକାର୍ୟ୍ଯ କରିବେ ନାହିଁ କିଅବା ଛାଡିବେ ନାହିଁ।
ଏହାପରେ ମାଶାେ ଯିହାଶୂେୟଙ୍କକ୍ସ୍ଟ ଡାକିଲେ। ସମସ୍ତ ଇଶ୍ରାୟେଲୀୟମାନଙ୍କ ସମ୍ମକ୍ସ୍ଟଖ ରେ ମାଶାେ ଯିହାଶୂେୟଙ୍କକ୍ସ୍ଟ କହିଲେ, ଶକ୍ତିଶାଳୀ ଓ ସାହାସୀ ହକ୍ସ୍ଟଅ। ତୁମ୍ଭେ ଏହି ଲୋକମାନଙ୍କୁ ସହେି ଦେଶକକ୍ସ୍ଟ ଆଗଇେ ନବେ ଯେଉଁ ଦେଶ ଦବୋ ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ତୁମ୍ଭର ପୂର୍ବପୁରୁଷମାନଙ୍କ ସହିତ ଚକ୍ସ୍ଟକ୍ତି କରିଥିଲେ। ସହେି ଦେଶ ତୁମ୍ଭମାନଙ୍କ ଅଧିକାର କରିବା ପାଇଁ ତୁମ୍ଭେ ଇଶ୍ରାୟେଲୀୟ ଲୋକମାନଙ୍କୁ ସାହାୟ୍ଯ କରିବ।
ତା'ପରେ ସଦାପ୍ରଭୁ ନୂନର ପକ୍ସ୍ଟତ୍ର ୟିହୋଶୂଯଙ୍କକ୍ସ୍ଟ କହିଲେ, ଶକ୍ତିଶାଳୀ ଓ ସାହାସୀ ହକ୍ସ୍ଟଅ। ତୁମ୍ଭେ ଇଶ୍ରାୟେଲୀୟମାନଙ୍କୁ ଆମ୍ଭେ ଯେଉଁ ଦେଶ ପାଇଁ ପ୍ରତିଜ୍ଞା କରିଅଛକ୍ସ୍ଟ, ସହେି ଦେଶକକ୍ସ୍ଟ ନଇେ ୟିବ ଏବଂ ଆମ୍ଭେ ତକ୍ସ୍ଟମ୍ଭ ସହିତ ସର୍ବଦା ରହିବା।
ଯିହାଶୂେୟ, ତୁମ୍ଭେ ବଳବାନ୍ ଓ ସାହାସୀ ହକ୍ସ୍ଟଅ। ତୁମ୍ଭେ ଏହି ଲୋକମାନଙ୍କୁ ଆଗଇେ ନିଅ, ଯେପରି କି ସମାନେେ ସମାନଙ୍କେର ଦେଶ ଅଧିକାର କରି ପାରିବେ। ମୁ ତାଙ୍କ ପୂର୍ବପୁରୁଷମାନଙ୍କ ଠା ରେ ପ୍ରତିଜ୍ଞା କରିଥିଲି ଯେ, ମୁ ସମାନଙ୍କେୁ ସହେି ଦେଶ ଦବେି।
ମନରେଖ, ମୁ ତୁମ୍ଭକୁ ସାହାସୀ ଓ ଶକ୍ତିଶାଳୀ ହବୋ ପାଇଁ ନିର୍ଦ୍ଧେଶ ଦଇେଅଛି। ତେଣୁ ତୁମ୍ଭେ ଭୟଭୀତ କିଅବା ହତାଶ ହକ୍ସ୍ଟଅ ନାହିଁ, କାରଣ ତୁମ୍ଭେ ଯେଉଁ ଆଡେ ୟିବ, ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ତୁମ୍ଭର ସଙ୍ଗି ହବେେ।
ନୂନର ପକ୍ସ୍ଟତ୍ର ଯିହାଶୂେୟ ଏବଂ ସମସ୍ତ ଲୋକ ଆକାସିଆ ରେ ଛାଉଣୀ ସ୍ଥାପନ କଲେ। ଯିହାଶୂେୟ ଦକ୍ସ୍ଟଇଜଣ ଗକ୍ସ୍ଟଲ୍ଗଚରଙ୍କକ୍ସ୍ଟ ପଠାଇଲେ, କୌଣସି ଲୋକ ଏକଥା ଜାଣି ନ ଥିଲେ, ସେ ଏମାନଙ୍କୁ ଗୋପନ ରେ ପଠାଇ ଥିଲେ। ଯିହାଶୂେୟ ଦକ୍ସ୍ଟଇ ଜଣଙ୍କକ୍ସ୍ଟ କହିଲେ, ୟାଅ ବିଶଷେତଃ ଯିରୀହାେ ନଗର ନିରୀକ୍ଷଣ କର।
ତେଣୁ ଯିରୀହାରେ ରାଜା ଏହି ବାର୍ତ୍ତା ରାହବ ନିକଟକକ୍ସ୍ଟ ପଠାଇଲେ, ଯେଉଁ ଲୋକମାନେ ଆସି ତକ୍ସ୍ଟମ୍ଭ ଗୃହ ରେ ପ୍ରବେଶ କରିଛନ୍ତି, ସମାନଙ୍କେୁ ବାହାର କରି ଆଣ। ଯେ ହତେକ୍ସ୍ଟ ସମାନେେ ସମସ୍ତେ ଦେଶ ଅନକ୍ସ୍ଟସନ୍ଧାନ ରେ ଆସିଛନ୍ତି।
ସହେି ଲୋକମାନେ ସେ ସ୍ଥାନ ପରିତ୍ଯାଗ କରି ପର୍ବତ ରେ ପହନ୍ଚିଲେ। ସମାନେେ ସଠାେରେ ତିନିଦିନ ରହିଲେ, ରାଜାଙ୍କର ଲୋକମାନେ ସମାନଙ୍କେୁ ଗ୍ଭରିଆଡେ ଖାଜୋ ଖାଜେି କଲେ। ତିନିଦିନ ପରେ, ରାଜାଙ୍କ ଲୋକମାନେ ଖାଜେିବା ବନ୍ଦ କରି ନିଜ ସହରକକ୍ସ୍ଟ ପ୍ରତ୍ଯାବର୍ତ୍ତନ କଲେ।
ଦାଉଦ ଆହୁରି ମଧ୍ଯ କହିଲେ, ବର୍ତ୍ତମାନ ପୁତ୍ର, ସଦାପ୍ରଭୁ ତୁମ୍ଭ ସହିତ ରେ ରୁହନ୍ତୁ। ତୁମ୍ଭେ ସଫଳ ହୁଅ ଓ ସଦାପ୍ରଭୁ ତୁମ୍ଭର ପରମେଶ୍ବର ତୁମ୍ଭକୁ ଯେପରି କହିଅଛନ୍ତି, ସପରେି ତୁମ୍ଭେ ତାହାଙ୍କ ନିମନ୍ତେ ଏକ ମନ୍ଦିର ନିର୍ମାଣ କରିବ।
ତହିଁରେ ସମାନେେ ପ୍ରାଚୀର ବେଷ୍ଟୀତ ନଗର ସକଳ ଓ ଉର୍ବର ଭୂମି ଦେଲେ। ସର୍ବପ୍ରକାର ଉତ୍ତମ ଦ୍ରବ୍ଯ ରେ ପରିପୂର୍ଣ୍ଣ ଗୃହ, ଖାଦେିତ କୂପ, ଦ୍ରାକ୍ଷାକ୍ଷେତ୍ର, ଜିତକ୍ଷେତ୍ର ଓ ଅପାର ଫଳବୃକ୍ଷ ଅଧିକାର କଲେ। ସମାନେେ ତୃପ୍ତ ହବୋ ପର୍ୟ୍ଯନ୍ତ ଖାଇଲେ। ସମାନେେ ତୁମ୍ଭର ମହା ମଙ୍ଗଳ ଦାନ ରେ ଆନନ୍ଦ କଲେ।
ହତେୁ ସମାନେେ ଆପଣାମାନଙ୍କ ରାଜ୍ଯ ରେ ସମାନଙ୍କେୁ ତୁମ୍ଭର ପ୍ରଦତ୍ତ ମହାମଙ୍ଗଳ ରେ ଓ ସମାନଙ୍କେ ସମ୍ମୁଖ ରେ ତୁମ୍ଭର ସମର୍ପିତ ପ୍ରଶସ୍ତ ଓ ଉର୍ବର ଦେଶ ରେ ତୁମ୍ଭର ସବୋ କରି ନାହାଁନ୍ତି। କି ନିଜ ନିଜ ଦୁଷ୍କର୍ମରୁ ଫରେି ନାହାଁନ୍ତି।
ମୁଁ ସମାନଙ୍କେୁ ଉତ୍ତମ ଚାରଣ ଭୂମିରେ ଚରାଇବି। ଏବଂ ଇଶ୍ରାୟେଲର ଉଚ୍ଚସ୍ଥଳୀର ପର୍ବତମାନଙ୍କ ଉପ ରେ ସମାନଙ୍କେର ଗୋଠ ହବେ। ସହେି ସ୍ଥାନ ରେ ସମାନେେ ଉତ୍ତମ ଗୋଠ ରେ ଶଯନ କରିବେ ଓ ଇଶ୍ରାୟେଲର ପର୍ବତଗୁଡ଼ିକର ପୁଷ୍ଟିକର ଚାରଣ ଭୂମିରେ ସମାନେେ ଚରିବେ।
ମୁଁ ବିବ୍ରତ, କାରଣ ଫଳ ତୋଳିଲା ପ ରେ ଫଳ ବଗିଗ୍ଭ ଶ୍ରୀହୀନ ହେଲାପରି ମୁଁ ହାଇେଅଛି ଏବଂ ଦ୍ରାକ୍ଷାଲତାରୁ ଦ୍ରାକ୍ଷାଫଳ ତୋଳା ସରିଗଲା ପରି ମୁଁ ହାଇେଅଛି। ଗୋଟିଏ ହେଲେ ଫଳ ଦ୍ରାକ୍ଷାଲତା ରେ ଖାଇବାକୁ ନାହିଁ କି ମାରେ ପ୍ରିଯ ପ୍ରଥମ ପକ୍ବ ଡିମିରି ଫଳ ନାହିଁ।
ଅତଏବ ଆମ୍ଭେ ନିଃସନ୍ଦହେ ଭାବରେ କହିପାରିବା :