ଗଣନା ପୁସ୍ତକ 13:25 · ଓଡ଼ିଆ ବାଇବେଲ
ସମାନେେ ଚାଳିଶ ଦିନ ସହେି ଦେଶ ଅନୁସନ୍ଧାନ କଲାପରେ ଫରେି ଆସିଲେ।
Cross references
ଯାତ୍ରା ପୁସ୍ତକ 24:18
ପୁଣି ମାଶାେ ମେଘ ମଧିଅରେ ପ୍ରବେଶ କରି ପର୍ବତ ଉପରକୁ ଉଠି ଚାଳିଶ ଦିନ ସହେି ପର୍ବତ ଉପରେ ରହିଲେ।
ଯାତ୍ରା ପୁସ୍ତକ 34:28
ମାଶାେ ସଠାେରେ ସଦାପ୍ରଭୁଙ୍କ ସହିତ ଚାଳିଶ ଦିନ ଓ ଚାଳିଶ ରାତି ରହିଲେ. ମାଶାେ କୌଣସି ଖାଦ୍ୟ କିମ୍ବା ପାନୀଯ ସଠାେରେ ଗ୍ରହଣ କଲେ ନାହିଁ। ଏବଂ ସେ ଚୁକ୍ତିର ବାକ୍ଯସବୁ ସହେି ଦଶଆଜ୍ଞା ପ୍ରସ୍ତର ଫଳକରେ ଖୋଦିତ କଲେ।
ଗଣନା ପୁସ୍ତକ 14:33
'ତୁମ୍ଭମାନଙ୍କ ସନ୍ତାନଗଣ ଚାଳିଶ ବର୍ଷ ଏହି ପ୍ରାନ୍ତର ରେ ଭ୍ରମଣ କରିବେ ଓ ସମାନେେ ତୁମ୍ଭମାନଙ୍କର ଅବିଶ୍ବସ୍ତତା ପାଇଁ ୟନ୍ତ୍ରଣା ଭୋଗ କରିବେ। ତୁମ୍ଭମାନଙ୍କ ଶବ ଏହି ମରୁଭୂମିରେ ବିନଷ୍ଟ ନ ହବୋ ପର୍ୟ୍ଯନ୍ତ ସମାନେେ ତୁମ୍ଭମାନଙ୍କ ବ୍ଯଭିଚାରର, ତୁମ୍ଭେ ତୁମ୍ଭର ପାପର ଫଳ ଭୋଗିବ।
ଗଣନା ପୁସ୍ତକ 14:34
ଗୋଟିଏ ବର୍ଷ ଗୋଟିଏ ଦିନ ହିସାବ ରେ ତୁମ୍ଭମାନେେ ଚାଳିଶ ବର୍ଷ ସହେି ଦେଶ ଅନୁସନ୍ଧାନ କରିବା ସମୟରେ ପ୍ରାନ୍ତରର ଏଣେ ତଣେେ ବୁଲିବ, ତା'ପରେ ମାରେ କୋରଧ ତୁମ୍ଭେ ଜାଣିବ।