ଏହିରୂପେ ସମାନେେ ଯେଉଁ ଦେଶ ଅନୁସନ୍ଧାନ କରିଥିଲେ ଇଶ୍ରାୟେଲର ଲୋକମାନଙ୍କ ନିକଟରେ ସହେି ଦେଶର ଅଖ୍ଯାତି କରି କହିଲେ, ଯେଉଁ ଦେଶର ମଧ୍ଯ ଦଇେ ଆମ୍ଭମାନେେ ୟାତ୍ରା କଲୁ, ତାହା ନିଜର ଅଧିବାସୀମାନଙ୍କୁ ଗ୍ରାସ କଲା। ଆମ୍ଭମାନେେ ଯେତେ ଲୋକଙ୍କୁ ସଠାେରେ ଦେଖିଲୁ ସମାନେେ ବଡ ଡେଙ୍ଗା।
Cross references
ତଥାପି ସହେି ଦେଶ ନିବାସିମାନେ ବଳବାନ୍, ନଗରସବୁ ପ୍ରାଚୀର ବେଷ୍ଟିତ ଓ ଅତି ବଡ, ଆହୁରି ଆମ୍ଭମାନେେ ସଠାେରେ ଅନାକର ସନ୍ତାନମାନଙ୍କୁ ଦେଖିଲୁ।
ଯେଉଁ ଲୋକମାନଙ୍କୁ ମାଶାେ ସେ ଦେଶ ଅନୁସନ୍ଧାନ କରିବାକୁ ପ୍ ରରଣେ କରିଥିଲେ, ସମାନେେ ଫରେିଆସି ସହେି ଦେଶର ଅଖ୍ଯାତି ପ୍ରଚାର କଲେ ଓ ସମସ୍ତ ମଣ୍ତଳୀ ବିରୁଦ୍ଧ ରେ ଅଭିଯୋଗ ଆଣିଲେ।
ଆମ୍ଭମାନେେ ବର୍ତ୍ତମାନ କେଉଁଠାକକ୍ସ୍ଟ ୟିବା? ଆମ୍ଭର ଭାଇମାନେ ଆମ୍ଭମାନଙ୍କ ମନ ରେ ତଥ୍ଯ ପ୍ରଦାନ କରି ଭୟ ସଂଚାର କରିଛନ୍ତି। ସମାନେେ କହିଲେ, ସଠାେକାର ଲୋକମାନେ ଆମ୍ଭମାନଙ୍କଠାରକ୍ସ୍ଟ ବଳବାନ ଓ ଦୀର୍ଘ୍ଯକାଯ। ତାଙ୍କର ନଗରମାନ ବୃହତ ଏବଂ ତା'ର ପ୍ରାଚୀରଗୁଡିକୁ ଆକାଶ ସ୍ପର୍ଶ କରିଛି। ଏବଂ ଆମ୍ଭମାନେେ ସଠାେରେ ଅନାକୀଯମାନଙ୍କର ଦୀର୍ଘ୍ଯକାଯ ସନ୍ତାନମାନଙ୍କୁ ଦେଖିଲକ୍ସ୍ଟ।'
ଏହାପରେ ପକ୍ସ୍ଟଣି ଥରେ ଗାଥରେ ୟକ୍ସ୍ଟଦ୍ଧ ହେଲା, ସଠାେରେ ଅତି ଦୀର୍ଘକାଯ ପକ୍ସ୍ଟଣି ପ୍ରତି ହସ୍ତ ପାଦ ରେ ଛଅ ଛଅ ଅଙ୍ଗକ୍ସ୍ଟଳି, ସର୍ବସକ୍ସ୍ଟଦ୍ଧା ଚବିଶ ଅଙ୍ଗକ୍ସ୍ଟଳି ବିଶିଷ୍ଟ ଏକ ଜଣ ଥିଲା। ସେ ମଧ୍ଯ ଦୀର୍ଘକାଯ ବଂଶଜାତ।
ଗାଥ ସହର ରେ ପୁଣି ଏକ ୟୁଦ୍ଧ ହେଲା। ସଠାେରେ ଜଣେ ବିରାଟକାଯ ଲୋକ ଥିଲା, ଯାହାର ପ୍ରେତ୍ୟକକ ହାତ ରେ ଛଅଟି ଆଙ୍ଗୁଳି ଓ ପ୍ରେତ୍ୟକକ ପାଦ ରେ ମଧ୍ଯ ଛଅଟି ଆଙ୍ଗୁଳି ଥିଲା। ସେ ମଧ୍ଯ ଜଣେ ଦୈତ୍ଯପୁତ୍ର ଥିଲା।
କିନ୍ତୁ ତା'ପରେ ସହେି ଲୋକମାନେ କିଣାନର ଆଶ୍ଚର୍ୟ୍ଯ ପୂର୍ଣ୍ଣ ସ୍ଥାନକୁ ୟିବାପାଇଁ ମନା କଲେ। ସମାନେେ ପରମେଶ୍ବରଙ୍କୁ ବିଶ୍ବାସ କଲେ ନାହିଁ ୟେ ପରମେଶ୍ବର ସଠାେରେ ବାସ କରୁଥିବା ଲୋକମାନଙ୍କୁ ସାହାୟ୍ଯ କରିବେ।
ଆମ୍ଭେ ତୁମ୍ଭମାନଙ୍କ ଉପ ରେ ମନୁଷ୍ଯମାନଙ୍କୁ ଅର୍ଥାତ୍ ତୁମ୍ଭେ ମାରେ ଇଶ୍ରାୟେଲ ଲୋକଙ୍କୁ ପ୍ରଦର୍ଶନ କରାଇବା। ସମାନେେ ତୁମ୍ଭମାନଙ୍କୁ ଭୋଗ କରିବେ ଓ ତୁମ୍ଭେ ସମାନଙ୍କେର ଅଧିକାର ସ୍ବରୂପ ହବେ। ତୁମ୍ଭେ ଏହି ସମୟଠାରୁ ସମାନଙ୍କେର ସନ୍ତାନମାନଙ୍କଠାରୁ ବଞ୍ଚିତ କରିବ ନାହିଁ।
ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହିଛନ୍ତି, ହେ ଇଶ୍ରାୟେଲ ଦେଶ ! ଲୋକମାନେ ତୁମ୍ଭ ବିରୁଦ୍ଧ ରେ କହନ୍ତି, ସମାନେେ କହନ୍ତି ତୁମ୍ଭେ ମନୁଷ୍ଯମାନଙ୍କର ହତ୍ଯାକାରୀ ଓ ନିଜ ସନ୍ତାନମାନଙ୍କୁ ହତ୍ଯା କରିଅଛ।
କିନ୍ତୁ ଆମ୍ଭେ ୟିଏକି ଜଣେ ଥିଲୁ, ଇ ମାରେୀଯକୁ ସମାନଙ୍କେ ସମ୍ମୁଖ ରେ ଧ୍ବଂସ କଲୁ। ଇ ମାରେୀଯ ଏରସ ବୃକ୍ଷ ସଦୃଶ ଉଚ୍ଚ ଓ ଆଲୋକ ଗଛ ସଦୃଶ ଶକ୍ତ ଥିଲା। ଆମ୍ଭେ ସମାନଙ୍କେର ଉର୍ଦ୍ଦ୍ବ ଭାଗ ରେ ଥିବା ଫଳ ଓ ନିମ୍ନ ଭାଗ ରେ ଥିବା ମୂଳକୁ ନଷ୍ଟ କଲୁ।
ଆମ୍ଭେ ତୁମ୍ଭମାନଙ୍କୁ ମିଶରରୁ ଆଣିଲୁ ଏବଂ ଗ୍ଭଳିଶବର୍ଷ ପର୍ୟ୍ଯନ୍ତ ମରୁଭୂମିରେ ଆଗଇେ ନଲେୁ। ଆମ୍ଭେ ମଧ୍ଯ ଇ ମାରେୀଯମାନଙ୍କର ଭୂମିକୁ ଅଧିକାର କରିବାକୁ ତୁମ୍ଭମାନଙ୍କୁ ସାହାୟ୍ଯ କଲୁ।
ରେ କପଟୀ ଧର୍ମଶାସ୍ତ୍ରୀମାନେ ଓ ଫାରୂଶୀମାନେ? ତୁମ୍ଭକୁ ଧିକ୍! ତୁମ୍ଭମାନେେ ଲୋକମାନଙ୍କ ପାଇଁ ସ୍ବର୍ଗରାଜ୍ଯର ଦ୍ବାର ବନ୍ଦ କରି ଦେଉଛ।