ସମାନଙ୍କେ ପୂର୍ବପୁରୁଷମାନଙ୍କ ପ୍ରତି ଆମ୍ଭେ ଯେଉଁ ଦେଶ ବିଷଯ ରେ ଶପଥ କରିଅଛୁ, ଏମାନଙ୍କ ମଧ୍ଯରୁ କହେି ସେ ଦେଶ ଦେଖିପାରିବେ ନାହିଁ। କାରଣ ସମାନେେ ମତେ ଅବଜ୍ଞା କରିଛନ୍ତି, ତେଣୁ ସମାନଙ୍କେ ମଧ୍ଯରୁ କହେି ତାହା ଦେଖିବେ ନାହିଁ।
Cross references
ମାତ୍ର ସୀନଯ ମରୁଭୂମିରେ ଇଶ୍ରାୟେଲ ଲୋକମାନଙ୍କର ଗଣନାକାରୀ ମାଶାେ ଓ ହାରୋଣ ଯାଜକ ଦ୍ବାରା ଯେଉଁମାନେ ଗଣିତ ହାଇେଥିଲେ, ସମାନଙ୍କେ ମଧ୍ଯରୁ ଜଣେ ଏମାନଙ୍କ ମଧିଅରେ ନ ଥିଲା। ସହେି ଲୋକମାନେ ସମସ୍ତେ ମୃତ୍ଯୁବରଣ କରିଥିଲେ।
'ମୁଁ ସଦାପ୍ରଭୁ ଅବ୍ରହାମକୁ ଓ ଇସ୍ହାକକୁ ଓ ଯାକୁବକୁ ଯେଉଁ ଦେଶ ଦବୋକୁ ପ୍ରତିଜ୍ଞା କରିଅଛି, ମିଶରରୁ ଆଗତ ଲୋକମାନଙ୍କ ମଧ୍ଯରୁ କୋଡିଏ ବର୍ଷ ଓ ତତ୍ତୋଧିକ ବର୍ଷ ବଯସ୍କ କହେି ସହେି ଦେଶ ଦେଖି ପାରିବେ ନାହିଁ, କାରଣ ସମାନେେ ମାେତେ ଅନୁସରଣ କଲେ ନାହିଁ।
'ମୁ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ଯେଉଁ ଉତ୍ତମ ଦେଶ ଦବୋକକ୍ସ୍ଟ ଶପଥ କରିଥିଲି, ଏହି ସହେି ଦେଶ। ଏହି ପୀଢୀର ଦୃଷ୍ଟ ଲୋକମାନେ କବେେ ସହେି ଦେଶ ଦେଖିବ ନାହିଁ।
ତୁମ୍ଭେ ସମାନଙ୍କେ ବଂଶଧରଗଣଙ୍କୁ ଆକାଶର ନକ୍ଷେତ୍ରଗଣ ତୁଲ୍ଯ ବହୁ ସଂଖ୍ଯକ କଲ। ଯେଉଁଦେଶ ସମାନେେ ଅଧିକାର କରିବାକୁ ଯିବେ ବୋଲି ତୁମ୍ଭେ ସମାନଙ୍କେ ପୂର୍ବପୁରୁଷଗଣଙ୍କଠା ରେ ଶପଥ କରିଥିଲ, ସହେି ଦେଶକୁ ସମାନଙ୍କେୁ ଆଣିଲ।
ତଣେୁ ଆମ୍ଭେ ତାଙ୍କ ଉପରେ କୋର୍ଧିତ ହେଲୁ ଏବଂ ପ୍ରତିଜ୍ଞା କଲୁ, ସମାନେେ ଆଉ ଆମ୍ଭର ବିଶ୍ରାମ ଭୂମିକୁ ପ୍ରବେଶ କରିପାରିବେ ନାହିଁ।
ତଣେୁ ପରମେଶ୍ବର ସମାନଙ୍କେୁ ମରୁଭୂମିରେ ବିନାଶ କରିବା ପାଇଁ ଶପଥ କଲେ।
ପୁଣି ଯେତବେେଳେ ଦେଖିବୁ ଯବେେ ଆମ୍ଭର ଆଜ୍ଞା ପାଳନ ନ କରି ଦୁଷ୍କର୍ମ କରନ୍ତି, ତବେେ ଆମ୍ଭେ ସମାନଙ୍କେ ପାଇଁ ଯେଉଁ ମଙ୍ଗଳ କାମନା କରିଥିଲୁ ତହିଁରୁ ଆମ୍ଭେ କ୍ଷାନ୍ତ ହବୋ।
ଦୁଗ୍ଧମଧୁ ପ୍ରବାହିତ ସବୁଠାରୁ ସୁନ୍ଦର ଦେଶସବୁକୁ ସମାନଙ୍କେୁ ନ ଆଣିବା ପାଇଁ ମୁଁ ମରୁଭୂମିରେ ସମାନଙ୍କେ ବିରୁଦ୍ଧ ରେ ପ୍ରତିଜ୍ଞା କଲି, ଯାହା ମୁଁ ସମାନଙ୍କେୁ ଆଗରୁ ପ୍ରତିଜ୍ଞା କରିଥିଲି।
ପରମେଶ୍ବର ଚାଳିଶ ବର୍ଷ ଧରି ତାହା ପ୍ରତି କୋରଧ କରିଥିଲେ ? ଯେଉଁମାନେ ପାପ କରିଥିଲେ ସମାନଙ୍କେ ପ୍ରତି ପରମେଶ୍ବର କୋରଧ କରିଥିଲେ। ସମାନେେ ମରୁଭୂମିରେ ମଲେ।
ଆମ୍ଭେ ବିଶ୍ବାସୀ ଲୋକମାନେ ବିଶ୍ରାମ ସ୍ଥଳ ରେ ପ୍ରବେଶ କରିବାକୁ ସକ୍ଷମ ଅଟୁ। ଯେପରି ପରମେଶ୍ବର କହିଅଛନ୍ତି :