Home Bibles ଗଣନା ପୁସ୍ତକ 14:24 · ଓଡ଼ିଆ ବାଇବେଲ
ଗଣନା ପୁସ୍ତକ 14:24 · ଓଡ଼ିଆ ବାଇବେଲ

ମାତ୍ର ଆମ୍ଭର ସବେକ କାଲବେ ସମାନଙ୍କେ ଠାରୁ ଭିନ୍ନ। ସେ ସମ୍ପୂର୍ଣ୍ଣ ରୂପେ ଆମ୍ଭର ଅନୁଗତ ହାଇେଅଛି। ଏଣୁ ସେ ଯେଉଁ ଦେଶକୁ ୟାଇଥିଲା, ସହେି ଦେଶ ରେ ଆମ୍ଭେ ତାହାକୁ ପ୍ରବେଶ କରାଇବା ଓ ତାହାର ବଂଶ ତାହା ଅଧିକାର କରିବେ।

Cross references

ଗଣନା ପୁସ୍ତକ 13:30

କାଲେବ୍ ମାଶାଙ୍କେ ନିକଟରେ ଥିବା ଲୋକମାନଙ୍କୁ କହିଲେ, ଆସ ଆମ୍ଭମାନେେ ଏହାକୁ ଅକ୍ତିଆର କରିବା, ସମାନଙ୍କେୁ ପରାସ୍ତ କିରିବାକୁ ଆମ୍ଭମାନଙ୍କର ୟଥେଷ୍ଟ ବଳ ଅଛି।

ଗଣନା ପୁସ୍ତକ 14:6

ତହୁଁ ଦେଶ ଅନୁସନ୍ଧାନକାରୀ ଲୋକମାନଙ୍କ ମଧ୍ଯରୁ ନୂନର ପୁତ୍ର ଯିହାଶୂେୟ ଓ ୟିଫୁନ୍ନିର ପୁତ୍ର କାଲେବ୍ ନିଜନିଜ ବସ୍ତ୍ର ଚିରିଲେ।

ଗଣନା ପୁସ୍ତକ 26:65

କାରଣ ସଦାପ୍ରଭୁ ସମାନଙ୍କେ ବିଷଯ ରେ କହିଥିଲେ ଯେ, ସମାନେେ ଅବଶ୍ଯ ଏହି ମରୁଭୂମିରେ ମରିବେ। କବଳେ ସମାନଙ୍କେ ମଧ୍ଯରୁ ୟିଫୁନ୍ନିର ପୁତ୍ର କାଲେବ୍ ଓ ନୂନର ପୁତ୍ର ଯିହାଶୂେୟ ବଞ୍ଚି ରହିଲେ, ବାକି ସମସ୍ତେ ମଲେ।

ଗଣନା ପୁସ୍ତକ 32:11

'ମୁଁ ସଦାପ୍ରଭୁ ଅବ୍ରହାମକୁ ଓ ଇସ୍ହାକକୁ ଓ ଯାକୁବକୁ ଯେଉଁ ଦେଶ ଦବୋକୁ ପ୍ରତିଜ୍ଞା କରିଅଛି, ମିଶରରୁ ଆଗତ ଲୋକମାନଙ୍କ ମଧ୍ଯରୁ କୋଡିଏ ବର୍ଷ ଓ ତତ୍ତୋଧିକ ବର୍ଷ ବଯସ୍କ କହେି ସହେି ଦେଶ ଦେଖି ପାରିବେ ନାହିଁ, କାରଣ ସମାନେେ ମାେତେ ଅନୁସରଣ କଲେ ନାହିଁ।

ଗଣନା ପୁସ୍ତକ 32:12

କବଳେ କନିସୀଯ ୟିଫୁନ୍ନିର ପୁତ୍ର କାଲେବ୍ ଓ ନୂନର ପୁତ୍ର ଯିହାଶୂେୟ ସହେି ଭୂମି ଦେଖିବେ; କାରଣ ସମାନେେ ସଦାପ୍ରଭୁଙ୍କର ପ୍ରକୃତ ଅନୁସରଣକାରୀ ଅଟନ୍ତି!'

ଦିତୀୟ ବିବରଣ 1:36

କବଳେ ୟିଫକ୍ସ୍ଟନ୍ନିର ପକ୍ସ୍ଟତ୍ର କାଲେବ୍ ସହେି ଦେଶକକ୍ସ୍ଟ ଦେଖିବେ। ମୁ କାଲବକେକ୍ସ୍ଟ ସହେିଦେଶ ଦବେି, ଯେଉଁ ଦେଶ ଦଇେ ସେ ଗଲା। ତାଙ୍କର ଭବିଷ୍ଯତ୍ ବଂଶଧରମାନେ ମଧ୍ଯ ତାହା ପାଇବେ। କାରଣ କାଲବେ ସଦାପ୍ରଭୁଙ୍କୁ ସଐୂର୍ଣଭାବରେ ଅନକ୍ସ୍ଟସରଣ କରୁଛନ୍ତି।'

ଦିତୀୟ ବିବରଣ 6:5

ଏଣୁ ତୁମ୍ଭେ ଆପଣା ସମସ୍ତ ଅନ୍ତଃକରଣ, ସମସ୍ତ ପ୍ରାଣ, ଓ ସମସ୍ତ ଶକ୍ତି ସହିତ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶଓରଙ୍କୁ ପ୍ ରମେ କରିବ।

ଯିହୋଶୂୟ 14:6

ଦିନେ ୟିହକ୍ସ୍ଟଦା ପରିବାରବର୍ଗଠାରକ୍ସ୍ଟ କିଛି ଲୋକ ଗିଲ୍ଗଲ୍ ରେ ଥିବା ଯିହାଶୂେୟଙ୍କ ନିକଟକକ୍ସ୍ଟ ଗଲେ। ସହେି ଲୋକମାନଙ୍କ ମଧିଅରେ ଜଣେ ଲୋକ ଥିଲେ। ତାଙ୍କର ନାମ ଥିଲା କାଲେବ୍, ଯେ କି କନିସୀଯ ୟିଫକ୍ସ୍ଟନ୍ନିର ପକ୍ସ୍ଟତ୍ର ଥିଲା। କାଲେବ୍ ଯିହାଶୂେୟଙ୍କକ୍ସ୍ଟ କହିଲେ, ତୁମ୍ଭର ମନେଥିବ ସଦାପ୍ରଭୁ ପରମେଶ୍ବର କାଦେଶ ବର୍ଣ୍ଣଯେ ରେ ଯାହା କହିଥିଲେ। ସଦାପ୍ରଭୁ ତାଙ୍କର ସବେକ ମାଶାଙ୍କେକ୍ସ୍ଟ କହିଥିଲେ ଯାହା ତକ୍ସ୍ଟମ୍ଭ ବିଷଯ ରେ ଓ ମାେ ବିଷଯ।

ଯିହୋଶୂୟ 14:8

ମାରେ ସାଙ୍ଗ ରେ ଅନ୍ୟ ଯେଉଁ ଲୋକମାନେ ୟାଇଥିଲେ, ସମାନେେ ଲୋକମାନଙ୍କୁ ନିରକ୍ସ୍ଟତ୍ସାହିତ କଲେ, ସମାନଙ୍କେ ଖବର ରେ। ମୁ କିନ୍ତୁ ସଦାପ୍ରଭୁଙ୍କର ଅନକ୍ସ୍ଟଗତ ହାଇେ ରହିଲି।

ପ୍ରଥମ ବଂଶାବଳୀ 29:9

ନେତାଗଣ ଆନନ୍ଦ ମଧିଅରେ ଏତେ ପରିମାଣର ଦାନ ଦେଉଥିବାରୁ ଲୋକମାନେ ମଧ୍ଯ ଅତ୍ଯନ୍ତ ଆନନ୍ଦିତ ଥିଲେ। ନେତାଗଣ ଉତ୍ତମ ହୃଦଯ ରେ ମୁକ୍ତ ଭାବରେ ଦାନ କରୁଥିଲେ। ରାଜା ଦାଉଦ ମଧ୍ଯ ଅତ୍ଯନ୍ତ ଆନନ୍ଦିତ ଥିଲେ।

ପ୍ରଥମ ବଂଶାବଳୀ 29:18

ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କର ପୂର୍ବପୁରୁଷ ଅବ୍ରହାମ, ଇସ୍ହାକ୍ ଓ ଇଶ୍ରାୟେଲଙ୍କର ପରମେଶ୍ବର ଅଟ। ଅନୁଗ୍ରହ କରି ଯଥାର୍ଥ ବିଷଯ ଯୋଜନା କରିବାକୁ ତୁମ୍ଭର ଲୋକମାନଙ୍କୁ ସାହାୟ୍ଯ କର। ତୁମ୍ଭ ପ୍ରତି ଅନୁଗତ ଓ ବିଶ୍ବସ୍ତ ହବୋ ନିମନ୍ତେ ସମାନଙ୍କେୁ ସାହାୟ୍ଯ କର।

ଦିତୀୟ ବଂଶାବଳୀ 25:2

ଅମତ୍ସିଯ ସଦାପ୍ରଭୁଙ୍କର ଇଚ୍ଛାନୁୟାଯୀ କର୍ମ କଲେ। କିନ୍ତୁ ସେ ଆପଣାର ସମ୍ପୂର୍ଣ୍ଣ ହୃଦଯର ସହିତ ତାହା କଲେ ନାହିଁ।

ଗୀତସଂହିତା 119:80

ସଦାପ୍ରଭୁ ମୁଁ ସମ୍ପୂର୍ଣ୍ଣ ହୃଦଯ ସହିତ ତୁମ୍ଭର ନିଯମକୁ ମାନିପାରେ, ତବେେ ମୁଁ ଲଜ୍ଜିତ ହବେି ନାହିଁ।

ଗୀତସଂହିତା 119:145

ହେ ସଦାପ୍ରଭୁ, ମୁଁ ହୃଦଯ ସହକାରେ ତୁମ୍ଭକୁ ପ୍ରାର୍ଥନା କରେ। ମାେତେ ଉତ୍ତର ଦିଅ !ମୁଁ ତୁମ୍ଭର ନିଯମସବୁ ଅନୁସରଣ କରିବି।

ହିତୋପଦେଶ 23:26

ହେ ମାରେ ପୁତ୍ର, ତୁମ୍ଭର ହୃଦଯ ମାେତେ ଦିଅ। ତୁମ୍ଭର ଚକ୍ଷୁ ମାେ ପଥରେ ତୁଷ୍ଟ ହେଉ।

ରେରିତମାନଙ୍କ କାର୍ଯ୍ୟର ବିବରଣ 11:23

ବର୍ଣ୍ଣବ୍ବା ସଠାେରେ ପହଞ୍ଚି ସହେି ଲୋକମାନଙ୍କୁ ପରମେଶ୍ବର ଦଇେଥିବା ଆଶୀର୍ବାଦ ଦେଖି ବହୁତ ଖୁସି ହେଲେ। ସେ ସମାନଙ୍କେୁ ଆହୁରି ଉତ୍ସାହିତ କଲେ। ସେ ସମାନଙ୍କେୁ କହିଲେ, ତୁମ୍ଭର ବିଶ୍ବାସ କଦାପି ହରାଅ ନାହିଁ, ସର୍ବାନ୍ତଃକରଣ ରେ ପ୍ରଭୁଙ୍କର ବାଧ୍ଯ ହୁଅ।

ଏଫିସୀୟଙ୍କ ପ୍ରତି ପତ୍ର 6:6

ମାଲିକ ଉପସ୍ଥିତ ଥିଲା ବେଳେ ତୁମ୍ଭେ ସମାନଙ୍କେୁ ଖୁସି କରିବା ପାଇଁ କବଳେ ଆଜ୍ଞା ପାଳନ କଲେ ହବେ ନାହିଁ, ମାତ୍ର ତାହାଠାରୁ ଆହୁରି ଅଧିକ କାର୍ୟ୍ଯ ବିଶ୍ବସ୍ତ ଭାବରେ ସବୁ ସମୟରେ କରିବାକୁ ହବେ। ତୁମ୍ଭେ ଯେପରି ଖ୍ରୀଷ୍ଟଙ୍କର ବାଧ୍ଯ ହାଇେଛ, ଠିକ୍ ସହେିପରି ନିଜ ମାଲିକମାନଙ୍କର ମଧ୍ଯ ବାଧ୍ଯ ହବେ। ସମ୍ପୂର୍ଣ୍ଣ ହୃଦୟର ସହିତ ଯାହା ପରମେଶ୍ବର ଚାହାଁନ୍ତି, ତୁମ୍ଭେ ତାହା କରିବ।

କଲସୀୟଙ୍କ ପ୍ରତି ପତ୍ର 3:23

ସମସ୍ତ କାମଗୁଡ଼ିକ କଲା ବେଳେ ସବୁଠାରୁ ଭଲ କରିବ ପାଇଁ ଚେଷ୍ଟା କର। ପ୍ରଭୁଙ୍କର ସବୋ କରୁଛ, ଲୋକମାନଙ୍କର ନୁହେଁ ବୋଲି ଭାବି କାମ କର।

Interlinear

Choose Theme