ସମାନଙ୍କେୁ କୁହ, 'ସଦାପ୍ରଭୁ ପ୍ରତିଜ୍ଞା କରନ୍ତି। ସମାନେେ ଯାହା ଅଭିଯୋଗ କରିଛନ୍ତି' ତାହାହିଁ ମୁଁ କରିବି।
Cross references
ପୁଣି ଇଶ୍ରାୟେଲ ଲୋକମାନେ ସମସ୍ତେ ମାଶାେ ଓ ହାରୋଣଙ୍କ ବିରୁଦ୍ଧ ରେ ଅଭିଯୋଗ କଲେ, ଆଉ ସମସ୍ତ ମଣ୍ତଳୀ ସମାନଙ୍କେ ଆଗ ରେ ଅଭିଯୋଗ କଲେ, ଯଦି ଆମ୍ଭମାନେେ ସହେି ମିଶର ଦେଶ ରେ କିମ୍ବା ମରୁଭୂମିରେ ମରିୟାଇଥାନ୍ତୁ, ତବେେ ଭଲ ହାଇେଥାନ୍ତା।
କିନ୍ତୁ ମୁଁ ପ୍ରତିଜ୍ଞା କରୁଅଛି ଯେ, ଏହି ସମସ୍ତ ପୃଥିବୀ ସଦାପ୍ରଭୁଙ୍କ ମହିମା ରେ ପରିପୂର୍ଣ ହବେ।
ସମାନଙ୍କେ ପୂର୍ବପୁରୁଷମାନଙ୍କ ପ୍ରତି ଆମ୍ଭେ ଯେଉଁ ଦେଶ ବିଷଯ ରେ ଶପଥ କରିଅଛୁ, ଏମାନଙ୍କ ମଧ୍ଯରୁ କହେି ସେ ଦେଶ ଦେଖିପାରିବେ ନାହିଁ। କାରଣ ସମାନେେ ମତେ ଅବଜ୍ଞା କରିଛନ୍ତି, ତେଣୁ ସମାନଙ୍କେ ମଧ୍ଯରୁ କହେି ତାହା ଦେଖିବେ ନାହିଁ।
ମାତ୍ର ସୀନଯ ମରୁଭୂମିରେ ଇଶ୍ରାୟେଲ ଲୋକମାନଙ୍କର ଗଣନାକାରୀ ମାଶାେ ଓ ହାରୋଣ ଯାଜକ ଦ୍ବାରା ଯେଉଁମାନେ ଗଣିତ ହାଇେଥିଲେ, ସମାନଙ୍କେ ମଧ୍ଯରୁ ଜଣେ ଏମାନଙ୍କ ମଧିଅରେ ନ ଥିଲା। ସହେି ଲୋକମାନେ ସମସ୍ତେ ମୃତ୍ଯୁବରଣ କରିଥିଲେ।
'ମୁଁ ସଦାପ୍ରଭୁ ଅବ୍ରହାମକୁ ଓ ଇସ୍ହାକକୁ ଓ ଯାକୁବକୁ ଯେଉଁ ଦେଶ ଦବୋକୁ ପ୍ରତିଜ୍ଞା କରିଅଛି, ମିଶରରୁ ଆଗତ ଲୋକମାନଙ୍କ ମଧ୍ଯରୁ କୋଡିଏ ବର୍ଷ ଓ ତତ୍ତୋଧିକ ବର୍ଷ ବଯସ୍କ କହେି ସହେି ଦେଶ ଦେଖି ପାରିବେ ନାହିଁ, କାରଣ ସମାନେେ ମାେତେ ଅନୁସରଣ କଲେ ନାହିଁ।
'ମୁ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ଯେଉଁ ଉତ୍ତମ ଦେଶ ଦବୋକକ୍ସ୍ଟ ଶପଥ କରିଥିଲି, ଏହି ସହେି ଦେଶ। ଏହି ପୀଢୀର ଦୃଷ୍ଟ ଲୋକମାନେ କବେେ ସହେି ଦେଶ ଦେଖିବ ନାହିଁ।
ଆମ୍ଭେ ଆକାଶ ଆଡେ ହାତ ଉଠାଇ କହକ୍ସ୍ଟ, ଏହି ପ୍ରତିଜ୍ଞା କରୁ। ଆମ୍ଭେ ଯେ ଅନନ୍ତ ଜୀବି ଅଟକ୍ସ୍ଟ।
ତୁମ୍ଭେ ଆମ୍ଭମାନଙ୍କର ପାପ ବିଷଯରେ ଜାଣ। ତୁମ୍ଭେ ମଧ୍ଯ ଆମ୍ଭମାନଙ୍କର ଗୁପ୍ତ ପାପ ଦେଖିଅଛ।
ତଣେୁ ପରମେଶ୍ବର ସମାନଙ୍କେୁ ମରୁଭୂମିରେ ବିନାଶ କରିବା ପାଇଁ ଶପଥ କଲେ।
ପରମେଶ୍ବର ଚାଳିଶ ବର୍ଷ ଧରି ତାହା ପ୍ରତି କୋରଧ କରିଥିଲେ ? ଯେଉଁମାନେ ପାପ କରିଥିଲେ ସମାନଙ୍କେ ପ୍ରତି ପରମେଶ୍ବର କୋରଧ କରିଥିଲେ। ସମାନେେ ମରୁଭୂମିରେ ମଲେ।