Home Bibles ☰ Books ଗଣନା ପୁସ୍ତକ 14:32 · ଓଡ଼ିଆ ବାଇବେଲ
ଗଣନା ପୁସ୍ତକ 14:32 · ଓଡ଼ିଆ ବାଇବେଲ

ମାତ୍ର ତୁମ୍ଭମାନେେ ଏହି ମରୁଭୂମିରେ ମୃତ୍ଯୁବରଣ କରିବ।

Cross references

ଗଣନା ପୁସ୍ତକ 14:29

ତୁମ୍ଭମାନେେ ଏହି ମରୁଭୂମି ମଧିଅରେ ମରିବ। କୋଡିଏ ବର୍ଷରୁ ଅଧିକ ବଯସ୍କ ତୁମ୍ଭମାନଙ୍କ ମଧ୍ଯରୁ ଗଣ୍ଯ ହାଇେଥିବା ଲୋକମାନେ ସମ୍ପୂର୍ଣ ସଂଖ୍ଯା ଅନୁସାରେ ଯେଉଁମାନେ ମାେ ବିରୁଦ୍ଧ ରେ ଅଭିଯୋଗ କରିଛନ୍ତି, ସମସ୍ତେ ମରିବେ।

ଗଣନା ପୁସ୍ତକ 26:65

କାରଣ ସଦାପ୍ରଭୁ ସମାନଙ୍କେ ବିଷଯ ରେ କହିଥିଲେ ଯେ, ସମାନେେ ଅବଶ୍ଯ ଏହି ମରୁଭୂମିରେ ମରିବେ। କବଳେ ସମାନଙ୍କେ ମଧ୍ଯରୁ ୟିଫୁନ୍ନିର ପୁତ୍ର କାଲେବ୍ ଓ ନୂନର ପୁତ୍ର ଯିହାଶୂେୟ ବଞ୍ଚି ରହିଲେ, ବାକି ସମସ୍ତେ ମଲେ।

ଗୀତସଂହିତା 106:26

ତଣେୁ ପରମେଶ୍ବର ସମାନଙ୍କେୁ ମରୁଭୂମିରେ ବିନାଶ କରିବା ପାଇଁ ଶପଥ କଲେ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 10:5

କିନ୍ତୁ ସମାଙ୍କେ ଭିତରୁ ଅଧିକଙ୍କ ଉପରେ ପରମେଶ୍ବର ପ୍ରସନ୍ନ ନ ଥିଲେ। ସେଥିପାଇଁ ସମାନେେ ମରୁ ପ୍ରାନ୍ତର ରେ ମରିଗଲେ।

ଏବ୍ରୀ 3:17

ପରମେଶ୍ବର ଚାଳିଶ ବର୍ଷ ଧରି ତାହା ପ୍ରତି କୋରଧ କରିଥିଲେ ? ଯେଉଁମାନେ ପାପ କରିଥିଲେ ସମାନଙ୍କେ ପ୍ରତି ପରମେଶ୍ବର କୋରଧ କରିଥିଲେ। ସମାନେେ ମରୁଭୂମିରେ ମଲେ।

Interlinear

Choose Theme