Home Bibles ☰ Books ଗଣନା ପୁସ୍ତକ 14:40 · ଓଡ଼ିଆ ବାଇବେଲ
ଗଣନା ପୁସ୍ତକ 14:40 · ଓଡ଼ିଆ ବାଇବେଲ

ତହୁଁ ସମାନେେ ଅତି ପ୍ରାତଃକାଳରୁ ଉଠି ପର୍ବତ ଶୃଙ୍ଗ ଉପରକୁ ୟିବାକୁ ବାହାରି ସମାନେେ କହିଲେ, ଦେଖ ଆମ୍ଭମାନେେ ଏଠା ରେ ଅଛୁ, ସଦାପ୍ରଭୁ ଯେଉଁ ସ୍ଥାନ ବିଷଯ ରେ ପ୍ରତିଜ୍ଞା କରିଥିଲେ, ସହେି ସ୍ଥାନକୁ ୟିବା, କାରଣ ଆମ୍ଭମାନେେ ପାପ କରିଅଛୁ।

Cross references

ଦିତୀୟ ବିବରଣ 1:41

ଏହାପରେ ତୁମ୍ଭମାନେେ କହିଲ, ' ମାଶାେ, ଆମ୍ଭେ ସଦାପ୍ରଭୁଙ୍କ ବିରକ୍ସ୍ଟଦ୍ଧ ରେ ପାପ କରିଅଛକ୍ସ୍ଟ। କିନ୍ତୁ ଏବେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ବର ଆମ୍ଭମାନଙ୍କୁ ଯେପରି ଆଜ୍ଞା ଦଇେଛନ୍ତି, ସହେିପରି ଆମ୍ଭେ ୟକ୍ସ୍ଟଦ୍ଧ କରିବା।' ଏହାପରେ ତୁମ୍ଭମାନେେ ନିଜ ନିଜର ୟକ୍ସ୍ଟଦ୍ଧଅସ୍ତ୍ର ଧରି ପର୍ବତ ଉପରକକ୍ସ୍ଟ ୟିବାକକ୍ସ୍ଟ ଅଗ୍ରସର ହେଲ। ତୁମ୍ଭମାନେେ ଭାବିଲ ଏହା ଆମ୍ଭମାନଙ୍କ ପାଇଁ ପାର୍ବତ୍ଯମଯ ଦେଶ ଅଧିକାର କରିବାକୁ ସକ୍ସ୍ଟବିଧା ହବେ।

ଉପଦେଶକ 9:3

ଯାହାସବୁ ସୂର୍ୟ୍ଯ ତଳେ ଘଟେ, ସମସ୍ତ ଖରାପ ଯାହା ଅଛି ସେସବୁ ଜିନିଷ ସହେିପରି ଶଷେ ହୁଏ। ଏବଂ ଲୋକମାନେ ଯେତବେେଳେ ଜୀବିତ ଥାନ୍ତି, ସମାନଙ୍କେର ହୃଦଯ ଦୁଷ୍ଟତା ଓ ମୂର୍ଖାମୀ ରେ ପୁରିଥାଏ। ଏହାପ ରେ ସମାନେେ ମୃତ ଲୋକମାନଙ୍କ ପାଖକୁ ୟାଆନ୍ତି।

ମାଥିଉଲିଖିତ ସୁସମାଚାର 7:21

ମାେତେ 'ପ୍ରଭୁ' 'ପ୍ରଭୁ' କହୁଥିବା ପ୍ରେତ୍ୟକକ ଲୋକ ସ୍ବର୍ଗରାଜ୍ଯ ରେ ପ୍ରବେଶ କରିବେ ନାହିଁ। ଯେଉଁ ଲୋକ ସ୍ବର୍ଗ ରେ ରହୁଥିବା ମାରେ ପରମପିତାଙ୍କ ଇଚ୍ଛା ଅନୁଯାଯୀ କାମ କରେ, ସହେି ବ୍ଯକ୍ତି କବଳେ ସଠାେରେ ପ୍ରବେଶ କରିବ।

ମାଥିଉଲିଖିତ ସୁସମାଚାର 26:11

ଗରିବମାନେ ତ ସବୁବେଳେ ତୁମ୍ଭ ସହିତ ଅଛନ୍ତି। କିନ୍ତୁ ତୁମ୍ଭେ ମାେତେ ସବୁବେଳେ ପାଇବ ନାହିଁ।

ଲୂକଲିଖିତ ସୁସମାଚାର 13:25

ଯଦି ଜଣେ ଲୋକ ତା'ର ଘରର କବାଟ ବନ୍ଦ କରି ଦିଏ ତବେେ ତୁମ୍ଭମାନେେ ବାହା ରେ ଠିଆ ହାଇେ କବାଟ ବାଡଇବେ। କିନ୍ତୁ ସେ କବାଟ ଖାଲିବେ ନାହିଁ। ତୁମ୍ଭମାନେେ କହିବ, 'ଆଜ୍ଞା, ଆମ୍ଭ ପାଇଁ ଦ୍ବାର ଫିଟାନ୍ତୁ।' କିନ୍ତୁ ଲୋକଟି କହିବ, 'ମୁଁ ତୁମ୍ଭକୁ ଜାଣିନାହିଁ। ତୁମ୍ଭମାନେେ କେଉଁଠାରୁ ଆସିଛ?'

Interlinear

Choose Theme