Home Bibles ☰ Books ଗଣନା ପୁସ୍ତକ 14:8 · ଓଡ଼ିଆ ବାଇବେଲ
ଗଣନା ପୁସ୍ତକ 14:8 · ଓଡ଼ିଆ ବାଇବେଲ

ଯବେେ ସଦାପ୍ରଭୁ ଆମ୍ଭମାନଙ୍କ ଠା ରେ ସନ୍ତୁଷ୍ଟ ହୁଅନ୍ତି ତବେେ ସେ ଆମ୍ଭମାନଙ୍କୁ ସହେି ଦେଶକୁ ଆଣିବେ ଓ ତାହା ଆମ୍ଭମାନଙ୍କୁ ଦବେେ, ସହେି ଦେଶ ଦୁଗ୍ଧମଧୁ ପ୍ରବାହୀ ଅଟେ।

Cross references

ଯାତ୍ରା ପୁସ୍ତକ 3:8

ଏଥି ନିମନ୍ତେ ଆମ୍ଭେ ସମାନଙ୍କେୁ ମିଶରୀଯମାନଙ୍କଠାରୁ ରକ୍ଷା କରିବା ପାଇଁ ମର୍ତ୍ତ୍ଯକୁ ୟିବି। ଆମ୍ଭେ ସମାନଙ୍କେୁ ସେ ଭୂମିରୁ ଏକ ଉତ୍ତମ ଭୂମିକୁ ନଇୟିବୋ, ଯେଉଁଠା ରେ ପ୍ରଚୁର ପରିମାଣ ରେ ଦୁଗ୍ଧ ଓ ମହୁର ବନ୍ଯା ଛୁଟୁଥିବ। ସଠାେରେ ସମାନଙ୍କେ ପାଇଁ କୌଣସି ଅସୁବିଧ ହବେନାହିଁ। ତୁମ୍ଭେ ସଠାେରେ ଅସୁବିଧାରୁ ମୁକ୍ତ ରହିବ। ସମସ୍ତ ଉତ୍ତମ ଦ୍ରବ୍ଯମାନ ମିଳିବ। ବହୁଦେଶୀଯ ଲୋକମାନେ ସଠାେରେ ବାସ କରୁଥିବେ। କିଣାନୀଯ, ହିତ୍ତୀଯ, ଇମାରେୀୟ, ପିରିଷୀଯ, ହିଦ୍ଦୀଯ ଓ ୟିବୂଷୀଯମାନେ ଯେଉଁ ସ୍ଥାନ ରେ ବାସ କରନ୍ତି ତୁମ୍ଭମାନେେ ସହେିଠା ରେ ବାସ କରିବ।

ଗଣନା ପୁସ୍ତକ 13:27

ପୁଣି ସମାନେେ ବର୍ଣନା କରି ତାହାଙ୍କୁ କହିଲେ, ତୁମ୍ଭେ ଆମ୍ଭମାନଙ୍କୁ ଯେଉଁ ଦେଶକୁ ପଠାଇଥିଲ, ଆମ୍ଭମାନେେ ସଠାେକୁ ୟାଇଥିଲୁ। ଏହା ଏକ ଦୁଗ୍ଧ-ମଧୁର ଦେଶ। ଏହା ହେଉଛି ସହେି ଦେଶର ଫଳ।

ଦିତୀୟ ବିବରଣ 10:15

କବଳେ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କ ପ୍ରତି ସ୍ନହେ କରିବାକୁ ଏବଂ ସମାନଙ୍କେ ପରେ ସମାନଙ୍କେର ବଂଶଧରମାନଙ୍କୁ ବାଛିବାକକ୍ସ୍ଟ ସଦାପ୍ରଭୁଙ୍କର ସନ୍ତାଷେ ଥିଲେ। ସମାନଙ୍କେ ପରେ ଆଜି ପର୍ୟ୍ଯନ୍ତ ସମସ୍ତ ଜାତି ମଧ୍ଯରକ୍ସ୍ଟ ତକ୍ସ୍ଟମ୍ଭ ଜାତିଗଣଙ୍କକ୍ସ୍ଟ ମନୋନୀତ କରିଛନ୍ତି।

ଯିହୋଶୂୟ 14:12

ତେଣୁ ମାେତେ ବର୍ତ୍ତମାନ ସହେି ପର୍ବତମଯ ଦେଶ ଦିଅ, ମାେତେ ଯାହାକି ସଦାପ୍ରଭୁ ବହକ୍ସ୍ଟଦିନ ପୂର୍ବରକ୍ସ୍ଟ ପ୍ରତିଜ୍ଞା କରିଥିଲେ। ସହେି ସମୟରେ ତୁମ୍ଭେ ସହେି ଲଢକ୍ସ୍ଟଆ ଅନାକୀଯମାନଙ୍କ ବିଷଯ ରେ ଶକ୍ସ୍ଟଣିଥିବ, ଯେଉଁମାନେ କି ସଠାେରେ ବାସ କରୁଥିଲେ। ଏବଂ ସମାନଙ୍କେର ନଗର ଗକ୍ସ୍ଟଡିକ ବହକ୍ସ୍ଟତ ବଡ ଥିଲା ଓ ସବୁ ଦିଗରକ୍ସ୍ଟ ସକ୍ସ୍ଟରକ୍ଷିତ ଥିଲା। କିନ୍ତୁ ବର୍ତ୍ତମାନ ସଦାପ୍ରଭୁ ମାେତେ ମାେ ସହିତ ଥାଇ ପାରନ୍ତି। ଏବଂ ମୁ ବର୍ତ୍ତମାନ ସହେି ଭୂମିକକ୍ସ୍ଟ ସଦାପ୍ରଭୁଙ୍କ ବାକ୍ଯ ଅନକ୍ସ୍ଟସା ରେ ନବେି।

ଦିତୀୟ ଶାମୁୟେଲ 15:25

ରାଜା ଦାଉଦ ସାଦୋକକକ୍ସ୍ଟ କହିଲେ, ପରମେଶ୍ବରଙ୍କ ପବିତ୍ର ସିନ୍ଦକ୍ସ୍ଟକକକ୍ସ୍ଟ ଯିରୁଶାଲମକୁ ଫରୋଇ ନିଅ। ଯଦି ସଦାପ୍ରଭୁ ମାେ ଉପରେ ପ୍ରତି ହକ୍ସ୍ଟଅନ୍ତି, ତବେେ ସଦାପ୍ରଭୁ ମାେତେ ଯିରୁଶାଲମକୁ ଫରୋଇ ଆଣିବେ ଓ ତାଙ୍କର ମନ୍ଦିର ଦେଖିବାର ସକ୍ସ୍ଟ ଯୋଗ ମାେତେ ଦବେେ।

ଦିତୀୟ ଶାମୁୟେଲ 22:20

ସଦାପ୍ରଭୁ ମାେତେ ଭଲ ପାଆନ୍ତି, ତେଣୁ ସେ ମାେତେ ରକ୍ଷା କଲେ, ସେ ମାେତେ ନିରାପଦ ସ୍ଥାନକକ୍ସ୍ଟ ନଇଗେଲେ।

ପ୍ରଥମ ରାଜାବଳୀ 10:9

ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବରଙ୍କ ପ୍ରଶଂସା କର। ସେ ଆପଣଙ୍କୁ ଇଶ୍ରାୟେଲର ସିଂହାସନ ରେ ବସାଇବାକୁ ଆପଣଙ୍କ ପ୍ରତି ସନ୍ତୁଷ୍ଟ ହେଲେ। ସଦାପ୍ରଭୁ ପରମେଶ୍ବର ଚିରକାଳ ଇଶ୍ରାୟେଲକୁ ପ୍ ରମେ କରନ୍ତି। ତେଣୁ ସେ ଉଚିତ ବିଗ୍ଭର ଓ ନ୍ଯାଯ କରିବାକୁ ଆପଣଙ୍କୁ ରାଜା କଲେ।

ଦିତୀୟ ରାଜାବଳୀ 18:32

ଶଷେ ରେ ମୁଁ ଆସି ତୁମ୍ଭମାନଙ୍କର ସ୍ବଦେଶ ତୁଲ୍ଯ ଏକ ଦେଶକୁ ନଇୟିବେି ଯେଉଁଠା ରେ ଶସ୍ଯ, ଦ୍ରାକ୍ଷାରସ, ରୋଟୀ, ଦ୍ରାକ୍ଷାକ୍ଷେତ୍ର, ଜିତତୈଳ ଓ ମଧୂ ବିପୁଳ ପରିମାଣ ରେ ଅଛି, ସଠାେରେ ତୁମ୍ଭମାନେେ ବଞ୍ଚିବ ଓ ମରିବ ନାହିଁ। ମାତ୍ର ରାଜା ହିଜକିଯ କଥା ଶୁଣ ନାହିଁ। ତୁମ୍ଭମାନଙ୍କର ମନକୁ ବଦଳାଇବା ପାଇଁ ସେ ସବୁବେଳେ କହିବ, 'ସଦାପ୍ରଭୁ ଆମ୍ଭମାନଙ୍କୁ ଉଦ୍ଧାର କରିବେ।'

ଗୀତସଂହିତା 22:8

ସମାନେେ ମାେତେ କହନ୍ତି, ତୁମ୍ଭେ ସଦାପ୍ରଭୁଙ୍କୁ ସାହାୟ୍ଯ ପାଇଁ ଡ଼ାକ, ସେ ତୁମ୍ଭକୁ ଉଦ୍ଧାର କରିପାରନ୍ତି। ୟଦି ସେ ତୁମ୍ଭକୁ ପ୍ରକୃତରେ ଭଲ ପାଉଥାନ୍ତି ତବେେ ନିଶ୍ଚଯ ତୁମ୍ଭକୁ ସାହାୟ୍ଯ କରିବାକୁ ଆଗଇେ ଆସିବେ।

ଗୀତସଂହିତା 147:10

ୟୁଦ୍ଧ ଅଶ୍ବର ଓ ପରାକ୍ରମୀ ସୈନ୍ଯ ତାଙ୍କୁ ଖୁସି କରିପାରନ୍ତି ନାହିଁ।

ଗୀତସଂହିତା 147:11

ଯେଉଁ ଲୋକମାନେ ତାଙ୍କୁ ଭୟ କରନ୍ତି ଓ ବିଶ୍ବସ୍ତ ପ୍ରମରେେ ଭରସା ରଖନ୍ତି, ସେ ସମାନଙ୍କେ ଉପରେ ସନ୍ତୁଷ୍ଟ ହୁଅନ୍ତି।

ଯିଶାଇୟ 62:4

ତୁମ୍ଭର 'ଦେଶ ପରିତ୍ଯକ୍ତା ବୋଲି' ନାମିତ ହବେ ନାହିଁ ; କିମ୍ବା ତୁମ୍ଭର ଦେଶକୁ କହେି ଅନାଥିନୀ' ବୋଲି ଜାଣିବେ ନାହିଁ। ମାତ୍ର ତୁମ୍ଭର ଦେଶ ବରଂ 'ପରମେଶ୍ବରଙ୍କ କନ୍ଯା' ରୂପେ ବିବଚେିତ ହବେ ଏବଂ ମାରେ ଉଲ୍ଲାସ ତାହାର ମଧ୍ଯ ହାଇେଅଛି' କାରଣ ସଦାପ୍ରଭୁ ତୁମ୍ଭ ଉପ ରେ ସନ୍ତାଷେ ଅଛନ୍ତି।

ଯିରିମିୟ 32:41

ଆମ୍ଭେ ସମାନଙ୍କେର ମଙ୍ଗଳ ସାଧନ କରି ଖୁସି ହବୋ। ଆଉ ମଧ୍ଯ ଆମ୍ଭେ ଆପଣା ଆପଣା ମନପ୍ରାଣ ଦଇେ ସମାନଙ୍କେୁ ସ୍ଥାପିତ କରିବା।

Interlinear

Choose Theme