ତୁମ୍ଭମାନଙ୍କ ନିମନ୍ତେ ଓ ତୁମ୍ଭମାନଙ୍କ ମଧିଅରେ ବିଦେଶୀ ମୂଳ ବ୍ଯକ୍ତି ନିମନ୍ତେ ଏକ ବ୍ଯବସ୍ଥା ଓ ଏକ ବିଧି ହବେ।
Cross references
ଏହି ନିଯମ ସମସ୍ତଙ୍କ ପାଇଁ ପ୍ରଜୁୟ୍ଯ, ଏହା କବଳେ ଅଣ ଇଶ୍ରାୟେଲୀୟ ପାଇଁ ନୁହେଁ, ଏହା ସମସ୍ତଙ୍କ ପାଇଁ ଲାଗୁ ହବେ। ଏହି ନିଯମ ସମସ୍ତଙ୍କ ପାଇଁ ଯେଉଁମାନେ ତୁମ୍ଭ ଦେଶ ରେ ବାସ କରୁଥିବେ।
ଆଉ ସଦାପ୍ରଭୁ ଯାହା ନ କରିବାକୁ ଆଜ୍ଞା ଦଇେଛନ୍ତି, ଯଦି ସାଧାରଣ ଲୋକଙ୍କ ମଧ୍ଯରୁ କହେି ଜଣେ ତାହା କରେ ଓ ଭ୍ରାନ୍ତି ରେ ପାପ କରେ ତବେେ ସେ ଦୋଷୀ ହୁଏ।
ଇଶ୍ରାୟେଲର ଲୋକମାନଙ୍କ ନିମନ୍ତେ, ବିଦେଶ ରେ ଜନ୍ମିତ ବାସିନ୍ଦା ନିମନ୍ତେ ଓ ବିଦେଶୀ ସ୍ଥାଯୀବାସିନ୍ଦାମାନଙ୍କ ନିମନ୍ତେ ସହେି ଛଅ ନଗର ଆଶ୍ରଯସ୍ଥାନ ହବେ; ତହିଁରେ ଯେ ପ୍ରେତ୍ୟକକ ଜନ ଭ୍ରାନ୍ତି ରେ କୌଣସି ମନୁଷ୍ଯକୁ ବଧ କରେ, ସେ ସହେି ସ୍ଥାନକୁ ପଲାଇ ୟାଇପାରିବ।
ଇଶ୍ରାୟେଲର ସମସ୍ତ ଲୋକମାନେ, ସମାନଙ୍କେ ପ୍ରାଚୀନବର୍ଗ, ନତେୃବର୍ଗ, ସମାନଙ୍କେର ବିଗ୍ଭରକର୍ତ୍ତାଗଣ, ବିଦେଶୀଗଣ ଓ ଦେଶବାସୀ ପବିତ୍ର ସିନ୍ଦକ୍ସ୍ଟକ ସମ୍ମକ୍ସ୍ଟଖ ରେ ଛିଡା ହେଲ। ସମାନଙ୍କେ ମଧ୍ଯରକ୍ସ୍ଟ ଅର୍ଦ୍ଧକେ ଏବଲ ପର୍ବତ ଆଗ ରେ ଓ ଅର୍ଦ୍ଧକେ ଗରିଷମ ପର୍ବତ ଆଗ ରେ ଛିଡା ହେଲ। ସଦାପ୍ରଭୁଙ୍କ ପବିତ୍ର ନିଯମ ସିନ୍ଦକ୍ସ୍ଟକବାହୀ ଲବେୀୟ ଯାଜକମାନଙ୍କ ସମ୍ମକ୍ସ୍ଟଖ ରେ ସମାନେେ ଠିଆ ହେଲେ। ସମାନେେ ଏପରି କଲେ କାରଣ ସଦାପ୍ରଭୁଙ୍କର ସବେକ ମାଶାେ ଇଶ୍ରାୟେଲୀୟମାନଙ୍କୁ ଆଶୀର୍ବାଦ କରିବା ନିମନ୍ତେ ଏପରି କରିବାକୁ ଆଜ୍ଞା ଦଇେଥିଲେ।
କବଳେ ଇଶ୍ରାୟେଲ ଲୋକେ ନୁହଁନ୍ତି, ଦୂର ଦେଶର ଲୋକମାନେ ତୁମ୍ଭର ମହିମା ଓ ଗୌରବ ବିଷଯ ରେ ଶୁଣିବେ।