ଗଣନା ପୁସ୍ତକ 15:33 · ଓଡ଼ିଆ ବାଇବେଲ
ପୁଣି ଯେଉଁମାନେ ତାକୁ କାଠ ସଂଗ୍ରହ କରୁଥିବାର ଦେଖିଲେ ସମାନେେ ମାଶାେ ଓ ହାରୋଣ ନିକଟକୁ ତାକୁ ଆଣିଲେ ଓ ସମସ୍ତ ମଣ୍ତଳୀ ତା'ର ଚାରିପଟେ ଏକତ୍ରିତ ହେଲେ।
Cross references
ଯାତ୍ରା ପୁସ୍ତକ 18:22
ସମାନେେ ସର୍ବଦା ଲୋକମାନଙ୍କର ବିଚାର କରନ୍ତୁ। ପୁଣି ଜଟିଳ ବିଷଯ ରେ ତୁମ୍ଭ ନିକଟକୁ ଆସିବେ। ମାତ୍ର କ୍ଷୁଦ୍ର କଥାସବୁ ସମାନେେ ଆପେ ବିଚାର କରିବେ। ତାହା ହେଲ, ତୁମ୍ଭ ନିଜ କର୍ମରୁ ଉଶ୍ବାସ ହବେ। ପୁଣି ସମାନେେ ତୁମ୍ଭ ସହିତ ଭାର ବହିବେ।
ଯୋହନଲିଖିତ ସୁସମାଚାର 8:3
ବ୍ଯବସ୍ଥା ଶାସ୍ତ୍ରଜ୍ଞମାନେ, ଶିକ୍ଷକମାନେ ଓ ଫାରୂଶୀମାନେ ଜଣେ ସ୍ତ୍ରୀଲୋକକୁ ସଠାେକୁ ଆଣିଲେ। ସହେି ସ୍ତ୍ରୀଲକଟି ବ୍ଯଭିଚାର କଲା ବେଳେ ଧରା ପଡିଥିଲା। ଯିହୂଦୀମାନେ ତାହାକୁ ଲୋକମାନଙ୍କ ଆଗ ରେ ଠିଆ ହବୋ ପାଇଁ ବାଧ୍ଯ କଲେ।