Home Bibles ଗଣନା ପୁସ୍ତକ 15:35 · ଓଡ଼ିଆ ବାଇବେଲ
ଗଣନା ପୁସ୍ତକ 15:35 · ଓଡ଼ିଆ ବାଇବେଲ

ତା'ପରେ ସଦାପ୍ରଭୁ ମାଶାଙ୍କେୁ କହିଲେ, ସେ ମନୁଷ୍ଯକୁ ଆଇନ ସଂଗତ ଦଣ୍ତ ଦିଆୟିବ। ସମଗ୍ର ମଣ୍ତଳୀ ତାହାକୁ ଛାଉଣୀ ବାହା ରେ ପଥର ପକାଇ ବଧ କରିବେ।

Cross references

ଯାତ୍ରା ପୁସ୍ତକ 31:14

ତୁମ୍ଭମାନେେ ମାରେ ବିଶ୍ରାମ ଦିନ ପାଳନ କରିବା ଉଚିତ୍। କାରଣ ତାହା ତୁମ୍ଭମାନଙ୍କ ପାଇଁ ପବିତ୍ର ଅଟେ। ଯଦି କହେି ଏହାକୁ ଅପବିତ୍ର କରେ ତବେେ ସେ ମୃତ୍ଯୁବରଣ କରିବା ଉଚିତ୍। ଯଦି କହେି ସଦେିନ କାର୍ୟ୍ଯ କରେ, ସେ ଆପଣା ଲୋକମାନଙ୍କଠାରୁ ଅଲଗା ହବୋ ଉଚିତ୍।

ଲେବୀୟ ପୁସ୍ତକ 20:2

ଆଉ ମଧ୍ଯ ତୁମ୍ଭ ଇଶ୍ରାୟେଲ ସନ୍ତାନଗଣଙ୍କୁ କହିବ ଇଶ୍ରାୟେଲ ସନ୍ତାନଗଣ ମଧ୍ଯରୁ କହେି ହେଉ କିମ୍ବା ସମାନଙ୍କେ ସହିତ ସହବାସୀ ପ୍ରବାସୀ ବିଦେଶୀମାନଙ୍କ ମଧ୍ଯରୁ କହେି ଲୋକ ଯଦି ଆପଣା ବଂଶର କାହାକୁ ମାେଲକ୍ ଦବେତା ଉଦ୍ଦେଶ୍ଯ ରେ ପ୍ରଦାନ କରେ, ତବେେ ତାହାର ନିଶ୍ଚଯ ପ୍ରାଣଦଣ୍ଡ ହବେ ଓ ଦେଶୀଯ ଲୋକମାନେ ତାକୁ ପଥର ମାରି ହତ୍ଯା କରିବେ।

ଲେବୀୟ ପୁସ୍ତକ 24:14

ସଦାପ୍ରଭୁଙ୍କୁ ଅଭିଶାପ ଦଇେଥିବା ଲୋକକୁ ଛାଉଣୀ ବାହାରକୁ ଆଣ, ପୁଣି ଯେଉଁମାନେ ତା'ର କଥା ଶୁଣିଲେ, ସମାନେେ ସମସ୍ତେ ଅଭିଶାପ ଦଇେଥିବା ବ୍ଯକ୍ତିର ମସ୍ତକରେ ହାତ ଦିଅନ୍ତୁ। ତା'ପରେ ଲୋକମାନେ ତାକୁ ପଥର ମାରି ହତ୍ଯା କରନ୍ତୁ।

ଲେବୀୟ ପୁସ୍ତକ 24:23

ତା'ପରେ ମାଶାେ ଇଶ୍ରାୟେଲ ଇଶ୍ରାୟେଲ ସନ୍ତାନଗଣଙ୍କୁ କହିବାରୁ ସମାନେେ ଅଭିଶାପ ଦଇେଥିବା ଲୋକକୁ ଛାଉଣୀ ବାହାରକୁ ଆଣିଲେ, ତହୁଁ ଲୋକମାନେ ତାକୁ ପଥର ମାରି ବଧ କଲେ। ଇଶ୍ରାୟେଲ ସନ୍ତାନଗଣ ମାଶାଙ୍କେ ପ୍ରତି ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ କର୍ମ କଲେ।

ଦିତୀୟ ବିବରଣ 21:21

ତା'ପରେ ନଗରର ବ୍ଯକ୍ତିମାନେ ତାକକ୍ସ୍ଟ ପଥର ଫିଗିଂ ହତ୍ଯା କରିବା ଉଚିତ୍। ଏହିପରି ଭାବରେ ତୁମ୍ଭେ ଆପଣା ଭିତରକ୍ସ୍ଟ ମନ୍ଦ ଦୂର କରିବା ଉଚିତ୍। ଇଶ୍ରାୟେଲର ଲୋକମାନେ ଏହା ଶକ୍ସ୍ଟଣି ଭୟଭୀତ ହବେେ।

ପ୍ରଥମ ରାଜାବଳୀ 21:13

ତା'ପରେ ଦୁଇଟି ପାପାଧମ ଲୋକ ଆସି ସମାନଙ୍କେ ସମ୍ମୁଖ ରେ ସାକ୍ଷୀ ଦବୋକୁ ବସିଲେ। ସମାନେେ ମିଥ୍ଯା ସାକ୍ଷ୍ଯ ଦଇେ କହିଲେ ଯେ, ନାବୋତ ପରମେଶ୍ବରଙ୍କୁ ଓ ରାଜାଙ୍କୁ ଅଭିଶାପ ଦଇେଛି। ତହୁଁ ସମାନେେ ନାବୋତକୁ ନଗର ବାହାରକୁ ନଇେ ପଥର ମାରି ବଧ କଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 7:58

ସମାନେେ ତାହାଙ୍କୁ ନଗର ବାହାରକୁ ଟାଣି ନଇେ ପଥର ମାରିବା ଆରମ୍ଭ କରି ଦେଲେ। ସାକ୍ଷୀମାନେ ଶାଉଲ ନାମକ ଜଣେ ୟୁବକର ପାଖ ରେ ସମାନଙ୍କେର ଲୁଗାପଟା ରଖିଲେ।

ଏବ୍ରୀ 13:11

ମହାୟାଜକ ପଶୁମାନଙ୍କର ରକ୍ତକୁ ଅତି ପବିତ୍ର ସ୍ଥାନକୁ ନଇେ ଯାଆନ୍ତି, ଓ ପାପ ପାଇଁ ସେ ରକ୍ତକୁ ସମର୍ପଣ କରନ୍ତି। କିନ୍ତୁ ଶିବିର ବାହା ରେ ପଶୁମାନଙ୍କର ଶରୀରଗୁଡ଼ିକୁ ପୋଡ଼ି ଦିଆଯାଏ।

Interlinear

Choose Theme